ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସହାୟତା

ଭଦ୍ରକ ଅଫିସ,୬ା୫: ନିଖିଳ ଉତ୍କଳ ଶିକ୍ଷକ ସଂଘ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଭଦ୍ରକ ପକ୍ଷରୁ ୩୧ ହଜାର ଟଙ୍କା ଅତିରିକ୍ତ ଜିଲାପାଳ ଶ୍ୟାମଭକ୍ତ ମିଶ୍ରଙ୍କୁ ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ କୋଭିଡ୍‌ ମୁକାବିଲା ପାଇଁ ଏହି ଟଙ୍କା ପ୍ରଦାନ କରାଯାଇଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୈଳଶ୍ରୀ ପ୍ୟାଲେସ୍‌ରେ ନୂଆଁଖାଇ ପାଳିଲେ ରାଜ ପରିବାର

ବଲାଙ୍ଗୀର, ୧୫/୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ଅବସରରେ ମଙ୍ଗଳବାର ବଲାଙ୍ଗୀର ଶୈଳଶ୍ରୀ ପ୍ୟାଲେସ୍‌ରେ ରାଜପରିବାରର ସଦସ୍ୟମାନେ ନୂଆଁଖାଇ ପାଳନ କରିଥିଲେ। ପ୍ୟାଲେସ୍‌ ପରିସରରେ ଥିବା…

ବଲାଙ୍ଗୀରରେ ନୂଆଁଖାଇ ଉତ୍ସାହ: ମା’ ପାଟଣେଶ୍ୱରୀ, ମା’ ସମଲେଶ୍ୱରୀଙ୍କଠାରେ ନବାନ୍ନ ଅର୍ପଣ

ବଲାଙ୍ଗୀର, ୧୫।୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ପାଇଁ ମଙ୍ଗଳବାର ବଲାଙ୍ଗୀର ଜିଲାର ପୁରପଲ୍ଲୀ ଉତ୍ସବମୁଖର ହୋଇଉଠିଛି। ଜିଲାର ବିଭିନ୍ନ ଗାଁ ଓ ସହରରେ ଉତ୍ସାହ…

ସିଂହବାହିନୀଙ୍କ ଆଗମନୀ ପାଇଁ ଦିଗପହଣ୍ଡିରେ ଜୋରଦାର ପ୍ରସ୍ତୁତି

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୧ ନଂ ୱାର୍ଡ଼ ପୁଞ୍ଜିକଂୟା ଛକ ସ୍ଥିତ ମା ‘ ସିଂହବାହିନୀ ଦୂର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ…

ସମ୍ବଲପୁରରେ ପାଳିତ ହେଲା ନୂଆଁଖାଇ; ମା’ ସମଲେଶ୍ୱରୀଙ୍କ ପୀଠରେ ଲାଗି ହେଲା ନବାନ୍ନ

ସମ୍ବଲପୁର,୧୫।୯(ପ୍ରମୋଦ ବହିଦାର): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ସାରା ସମ୍ବଲପୁର ଉତ୍ସବମୁଖର ହୋଇଉଠିଛି । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ…

ଭାରସାମ୍ୟ ହରାଇ ବାଇକ ସହ ଗଛରେ ପିଟିହେଲେ ଯୁବକ, ତାପରେ…..

ଉଦଳା,୧୫।୯(ସନ୍ତୋଷ ବାଛିନୀ): ଭୟଙ୍କର ଦୁର୍ଘଟଣା। ଦୃତଗତିରେ ବାଇକ ଚଲାଇ ଆସୁଥିବା ବେଳେ ଏକ ଗଛରେ ପିଟି ହୋଇ ତଳେ ପଡିଯାଇଥିଲେ ଯୁବକ । ଦୁର୍ଘଟଣା ଏତେ ଭୟଙ୍କର…

ଦଧିବାମନ ମନ୍ଦିରରେ ଲାଗି ହେଲା ନବାନ୍ନ, ଇଷ୍ଟ ଦେବୀଙ୍କ ପାଖରେ ଅର୍ପଣ କରି…

ଭବାନୀପାଟଣା,୧୫।୯ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ସହରର ସର୍ବ ପୁରାତନ ଦଧିବାମନ ଜୀଉଙ୍କ ମନ୍ଦିରରେ ନବାନ୍ନ ଲାଗି ହୋଇଛି । ପୂର୍ବ ନିର୍ଦ୍ଧାରିତ ଲଗ୍ନ…

ପାଣିରେ ପାଦ ଦେଉ ଦେଉ ମହିଳାଙ୍କୁ ଟାଣିନେଲା ବଉଳା କୁମ୍ଭୀର, ଏକ କିଲୋମିଟର ଦୂରରେ ଘଟିଲା…..

ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡା ଜିଲାର ନଦୀରେ ମାଳ ମାଳ କୁମ୍ଭୀରମାନଙ୍କ ଉପଦ୍ରବ ଦିନକୁ ଦିନ ବଢ଼ିବାରେ ଲାଗିଛି । ଏଥି ପାଇଁ ବନ ବିଭାଗ ଅଧିକାରୀଙ୍କ…

ବିଏସଏଫ ଯବାନ ତୁଷାର ବାଗଙ୍କୁ ଥୁଆମୂଳ ରାମପୁରରେ ଭବ୍ୟ ସମ୍ବର୍ଦ୍ଧନା

ଥୁଆମୂଳ ରାମପୁର,୧୫।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଜଣେ ଶ୍ରମିକ ଦିନ ମଜୁରିଆଙ୍କ ପୁଅ ତୁଷାର ବାଗ ଭାରତୀୟ ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌)ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?