ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୩ ମାସର ଦରମା ପ୍ରଦାନ କଲେ ପାଟଣା ବିଧାୟକ ଜଗନ୍ନାଥ ନାୟକ

ପାଟଣା,୨୫।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ଯୁବ ବିଧାୟକ ଜଗନ୍ନାଥ ନାଏକ ବୁଧବାର ମହାମାରୀ କରୋନା ସଂକ୍ରମଣର ଚିକିତ୍ସା ପାଇଁ ଭୁବନେଶ୍ୱର ବିଧାନସଭା ସେକ୍ରେଟାରୀ ଦାଶରଥୀ ଶତପଥୀଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୩ ମାସର ଦରମା ଚେକ୍‌ ଆକାରରେ ପ୍ରଦାନ କରିଛନ୍ତି। ଏଥିସହ ଜନସାଧାରଣ ମହାମାରୀ କରୋନାର ମୁକାବିଲା ପାଇଁ ସରକାର ଓ ଡାକ୍ତରମାନଙ୍କ ନିର୍ଦ୍ଦେଶକୁ ମାନି ନିଜେ ସୁରକ୍ଷିତ ରହିବା ସହ ସମାଜକୁ ସୁସ୍ଥ ରଖିବାରେ ଗୁରୁ ଦାୟିତ୍ୱ ନିର୍ବାହ କରିବାକୁ ସେ ନିବେଦନ କରିଛନ୍ତି। କେନ୍ଦୁଝର ଜିଲା ଓ ପାଟଣା ନିର୍ବାଚନ ମଣ୍ଡଳୀର ଲୋକମାନେ ଆନ୍ତରିକତା ସହ ସରକାରଙ୍କ କରୋନା ମୁକାବିଲା ନିମନ୍ତେ ଥିବା ଗାଇଡ୍‌ଲାଇନକୁ ପାଳନ କରିବାକୁ ବିଧାୟକ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଜୀବନ ପାଇଥିବା ନିବେଦିତା ଗଢ଼ିବେ ନୂଆ ସଂସାର

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ନୂଆ ଜୀବନ ପାଇଥିବା ରମାଦେବୀ ବିଶ୍ୱବିଦ୍ୟାଳୟର ଆଇଟି ଅଧ୍ୟାପିକା ନିବେଦିତା ସାହୁ ନୂଆ ସଂସାର ଗଢିବାକୁ ଯାଉଛନ୍ତି। ରବିବାର ନିବେଦିତାଙ୍କ ଗାଁ ଢେଙ୍କାନାଳ ମେରାମଣ୍ଡଳୀରେ...

ପକ୍ଷାଘାତରେ ଚାନ୍ଦି ମେଢ଼ର ଅନନ୍ୟ ବିନ୍ଧାଣି

କଟକ ଅଫିସ,୧୯।୩: ତାରକସୀ କାର୍ଯ୍ୟ ପାଇଁ ସାରା ଦେଶରେ କଟକ ସହରର ସ୍ବତନ୍ତ୍ର ପରିଚୟ ରହିଛି। ହେଲେ ଏହାକୁ ନିର୍ମାଣ କରୁଥିବା ବିନ୍ଧାଣୀଙ୍କୁ କ୍ୱଚିତ ଜାଣିଥାନ୍ତି।...

ବିଷାକ୍ତ ହେଲାଣି ରେଙ୍ଗାଳି ଦକ୍ଷିଣ କେନାଲ ପାଣି

ତାଳଚେର,୧୮ା୩(ନି.ପ୍ର.) – ତାଳଚେର ସହର ଦେଇ ଯାଇଥିବା ରେଙ୍ଗାଳି ଦକ୍ଷିଣ ପାର୍ଶ୍ୱ କେନାଲ ଏବେ ଡ୍ରେନ୍‌ରେ ପରିଣତ ହୋଇଥିବା ପଞ୍ଚାୟତ ସମିତି ଅଧ୍ୟକ୍ଷ ବୃନ୍ଦାବନ ବେହେରା...

ନଦୀ କୂଳରେ ଥାଇ ମଧ୍ୟ ପାଣି ପାଇଁ ହନ୍ତସନ୍ତ

ଗୁଡଭେଲା,୨ା୫(ଡି.ଏନ.ଏ.): ତୁଷୁରା ସହରଟି ନଦୀ କୂଳରେ ଥାଇ ମଧ୍ୟ ପିଇବା ପାଇଁ ସହରବାସୀ ହନ୍ତସନ୍ତ ହେଉଛନ୍ତି। ସହରକୁ ସ୍ଥାନୀୟ ସୋନଗଡ ନଦୀରୁ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ...

ଭିଜିଲାନ୍ସ ଚଢାଉ: ତହସିଲ କିରାଣୀ ସମେତ ୨ ଗିରଫ

ବଲାଙ୍ଗୀର ଅଫିସ/ଲୋଇସିଂହା, ୪ା୬(ଡି.ଏନ୍‌.ଏ.)-ଆରଓଆର(ରାଇଟ୍‌ ଅଫ୍‌ ରେକର୍ଡସ) କରିଦେବା ବାବଦରେ ଜଣେ ବ୍ୟକ୍ତିିଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେବାବେଳେ ଆଗଲପୁର ତହସିଲ ଅଫିସର ଭାରପ୍ରାପ୍ତ ହେଡକ୍ଳର୍କ...

ଦୁଇ ଶିକାରୀ ଗିରଫ: ବନ୍ଧୁକ ଜବତ

ଉଦଳା,୧୮ା୫(ଡି.ଏନ୍‌.ଏ.) : ମୟୂରଭଞ୍ଜ ଜିଲା ଶିମିଳିପାଳ କୋର ଏରିଆ ଉପର ବାର୍‌ହାକାମୁଡ଼ା ରେଞ୍ଜ ଭଞ୍ଜବସା ଅଞ୍ଚଳରୁ ଏସଟିଆର ଟିମ୍‌ ଦୁଇ ଶିକାରୀଙ୍କୁ ଗିରଫ କରିଛି। ଏଥିସହିତ...

ରାଜ୍ୟରେ ୨୭୬ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୮।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୫ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ...

ଅଯଥା କଥାରେ ସମୟ ନଷ୍ଟ କରୁଛନ୍ତି ଟ୍ରମ୍ପ: ସୋନମ

ମୁମ୍ବାଇ: ବଲିଉଡ୍‌ ନାୟିକା ସୋନମ କପୁର ଏବେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପକୁ ନେଇ କରିଥିବା ଟୁଇଟ୍‌ ଭାଇରାଲ ହେବାରେ ଲାଗିଛି। ବିଶ୍ୱରେ କରୋନା ମହାମାରୀ...

Advertisement
Archives

Model This Week