ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୨୫୦୦୦ ଟଙ୍କା ପ୍ରଦାନ

ଭଣ୍ଡାରିପୋଖରୀ,୨୮।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ବିଜୁ ଯୁବ ଜନତା ଦଳ ପକ୍ଷରୁ ମହାମାରୀ କରୋନା ସଂକ୍ରମଣର ଚିକିତ୍ସା ପାଇଁ ସ୍ଥାନୀୟ ବିଡିଓ ଉମେଶ ଚନ୍ଦ୍ର ମଲିକଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୫୦୦୦ ଟଙ୍କାର ଚେକ୍‌ ପୂର୍ବତନ ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରଣୀତକାନ୍ତ ସାମଲ, ଲଳିତ ରାଉତ,ହେମନ୍ତ ଜେନା,ଦେବେନ୍ଦ୍ର ଦାସ,ସତ୍ୟାନନ୍ଦ ମହାପାତ୍ର,ଲଷ୍ମୀକାନ୍ତ ସାହୁ, ଅଶୋକ ପାତ୍ର, ରାଜେଶ ବାରିକ,ପ୍ରଭାକର ରାଉତ, ନାଗେଶ୍ୱର ବେହେରା,ପ୍ରକାଶ ମହାପାତ୍ର,ଶରତ ପଲେଇ, ପ୍ରସନ୍ନ ରଥ ପ୍ରମୁଖଙ୍କ ଉପସ୍ଥିତରେ ପ୍ରଦାନ କରାଯାଇଛି। ସ୍ଥାନୀୟ ଜନସାଧାରଣ ମହାମାରୀ କରୋନାର ମୁକାବିଲା ପାଇଁ ସରକାର ଓ ଡାକ୍ତରମାନଙ୍କ ନିର୍ଦ୍ଦେଶକୁ ମାନି ନିଜେ ସୁରକ୍ଷିତ ରହିବା ସହ ସମାଜକୁ ସୁରକ୍ଷିତ ରଖିବାରେ ଦାୟିତ୍ୱ ନିର୍ବାହ କରିବାକୁ ନିବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଜିଟିରେ ଅନୁଗୋଳ-ସୁକିନ୍ଦା ରେଳ ପ୍ରକଳ୍ପ ମାମଲା: ୨୦ କୋଟି ଟଙ୍କା ଦାଖଲ ନିର୍ଦ୍ଦେଶ

ଯାଜପୁର ଅଫିସ,୧୧ା୩: ଯାଜପୁର ଜିଲା ଦେଇ ଯାଇଥିବା ଡୁବୁରୀ-ସୁକିନ୍ଦା-ଅନୁଗୋଳ ରେଳପଥ ନିର୍ମାଣରେ ବିପୁଳ ପରିମାଣର ଲଘୁ ଖଣିଜ ଦ୍ରବ୍ୟ ମୋରମ ଓ ମାଟି ବେଆଇନ ଭାବେ...

ସଶସ୍ତ୍ର ଡକାୟତଙ୍କ ଲୁଟ୍‌ ଉଦ୍ୟମ: ଆକ୍ରମଣରେ ବାପଝିଅ ଗୁରୁତର

ପାଟଣା,୧୪।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଝାରବେଡା ଗାଁର ଏକ ଘରୁ ଶୁକ୍ରବାର ବିଳମ୍ବିତ ରାତିରେ ଲୁଟ୍‌ ଉଦ୍ୟମ କରି ବିଫଳ ହୋଇଛନ୍ତି। ୬ଜଣ ସଶସ୍ତ୍ର...

ଅନ୍ଧାରି ନାଳରେ ଫେଣ ପାଣି ପ୍ରସଙ୍ଗ:ବିପଦମୁକ୍ତ ଦର୍ଶାଇଲା ପରୀକ୍ଷା ରିପୋର୍ଟ

ଯାଜପୁର ଅଫିସ,୪ା୧୨- ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ଅନ୍ଧାରି ନାଳରେ ରବିବାର ପ୍ରଚୁର ମାତ୍ରାରେ ବୋହିଥିବା ଫେଣ ପାଣି ବିପଦମୁକ୍ତ। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି)ର...

ପୁଣି ବାଘ ଛାଲ ଜବତ, ଜଣେ ଗିରଫ

କଣ୍ଟାମାଳ,୨୧।୭(ଡି.ଏନ୍‌.ଏ.): ବୌଦ୍ଧ ଜିଲା କଣ୍ଟାମାଳ-ମନମୁଣ୍ଡା ରାସ୍ତାର କପାଶିରା ଛକ ନିକଟରେ ବୁଧବାର ଏସ୍‌ଟିଏଫ କବଜାରେ ବାଘ ଶିକାରୀ ହର ରଣାଙ୍କୁ ଗିରଫ କରିଛି । ବାଘ...

ଓଡ଼ିଆ ବିଶ୍ୱବିଦ୍ୟାଳୟ ପାଇଁ ଉଚ୍ଛେଦ ଆରମ୍ଭ

ସାକ୍ଷୀଗୋପାଳ, ୨୫।୬(ସ୍ବ.ପ୍ର./ଡି.ଏନ୍‌.ଏ.): ପୁରୀ ଜିଲା ବକୁଳବନରେ ରାଜ୍ୟ ସରକାରଙ୍କ ଉଦ୍ୟମରେ ପ୍ରତିଷ୍ଠା କରାଯାଉଥିବା ଓଡ଼ିଆ ବିଶ୍ୱବିଦ୍ୟାଳୟ ପାଇଁ ଆବଶ୍ୟକ ହେଉଥିବା ଜମି ପାଇଁ ଶୁକ୍ରବାର ସତ୍ୟବାଦୀ...

ସାତ୍‌ସପନ ହେଇଛେ ଉଚ ଚିକିଛା

ଗୁଡ଼ଭେଲା,୨୩ା୯ (ଡି.ଏନ୍‌.ଏ.)- ରୂପେଲି ଠିକ୍‌ ହେଇଯିବା, ନିଜେ ନିଜର କାମ୍‌ବୁତା କରିପାରବା। ଉନିଆ ଛୁଆକର ସଂଗେ ମିଶି ଖେଲବା। ପରିବାର ଲୁକ୍‌କର ଇ ସବୁ ସପନ୍‌...

୫ ପରାନୀ କୁଟୁମର ବୋଝ୍‌:ସରକାରୀ ଯୋଜନାରୁ ବଁଚିତ ଦିବ୍ୟାଙ୍ଗ ଗଣେଶ

ବିନିକା,୨୧ା୫(ଡି.ଏନ୍‌.ଏ.) ବିନିକା,୨୦ା୫(ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂଘିଯୁବା ଗଁା ହାଇସ୍କୁଲ ପଡ଼ାର ଦିବ୍ୟାଙ୍ଗ ଗଣେଶ ବାଘ(୨୮)। ଜନମୁ ତାକର ଗୁଟେ ଆଏଁଖ୍‌ ନାଇଁ ଦିଶବାର।...

ପିଲିବନ୍ଧର ଗାର୍ଡଓ୍ବାଲ ଧସିଲା

ଛତ୍ରପୁର,୧୫ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସିରେ ଥିବା ବ୍ରିଟିଶ ଅମଳର ପିଲିବନ୍ଧର ଗାର୍ଡୱାଲ ଗୁରୁବାର ଧସିଯାଇଛି। ବର୍ଷକ ତଳେ ନୂଆ କରି ଉକ୍ତ ଗାର୍ଡଓ୍ବାଲ ନିର୍ମାଣ...

Advertisement
Archives

Model This Week