ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୩ ମାସର ଦରମା ପ୍ରଦାନ କଲେ ସୋର ବିଧାୟକ

ବାହାନଗା,୧ା୪(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୋର ବିଧାନସଭା ନିିର୍ବାଚନ ମଣ୍ଡଳୀର ବିଧାୟକ ପର୍ଶୁରାମ ଧଡ଼ା ବିଶ୍ୱ ମହାମାରୀ କରୋନା ଭାଇରସର ସଫଳ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ୩ମାସର ଦରମା ୧ ଲକ୍ଷ ୫ ହଜାର ଟଙ୍କା ପ୍ରଦାନ କରିଛନ୍ତି। ସେହିପରି ବିଧାୟକ ତାଙ୍କ ହାତପାଣ୍ଠିରୁ ସୋର ମେଡିକାଲ, ଗୋପାଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ଅନନ୍ତପୁର ସ୍ବାସ୍ଥ୍ୟକେନ୍ଦ୍ର ବାଲେଶ୍ୱର ଜିଲାପାଳଙ୍କ ଜରିଆରେ ୧୦ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଗାଈ ରକ୍ତ ପିଇଥିଲା, ଆଜି କଲିଜା ଖାଇଲା

ନୂଆପଡ଼ା ଅଫିସ, ୧୭।୧ : ନୂଆପଡା ଜିଲା କୁଟେଙ୍ଗାପଡାରେ ପୁଣି ବାଘ ଆତଙ୍କ ଦେଖିବାକୁ ମିଳିଛି । ରବିବାର ଅଗିନ ମାଝିଙ୍କ ଏକ ଗାଈକୁ ମାରି...

ସୁବର୍ଣ୍ଣପୁର ଜିଲା: ୬୬୯ ସ୍ବାବ୍‌ ରିପୋର୍ଟ ନେଗେଟିଭ୍‌

ସୋନପୁର,୧୩।୫(ନି.ପ୍ର.) – ସୁବର୍ଣ୍ଣପୁର ଜିଲାରୁ ପ୍ରତ୍ୟହ କରୋନା ପରୀକ୍ଷା ପାଇଁ ସ୍ବାବ୍‌ ନମୁନା ଭୁବନେଶ୍ୱର ପଠାଯାଉଛି। ଜିଲା ସ୍ବାସ୍ଥ୍ୟ ବିଭାଗର ସ୍ବତନ୍ତ୍ର ଟିମ୍‌ ସନ୍ଦିଗ୍ଧଙ୍କଠାରୁ ସ୍ବାବ୍‌...

ସମନ୍ବିତ ଶିଶୁ ବିକାଶ ଯୋଜନା ଦିଗହରା

ଚଣ୍ଡିଖୋଲ,୨୮ା୧୦ (ଡି.ଏନ୍‌.ଏ.): ସରକାରଙ୍କ ତରଫରୁ ଶିଶୁ ଓ ମହିଳାଙ୍କ ପୁଷ୍ଟି ସାଧନ ଏବଂ ବିକାଶ କ୍ଷେତ୍ରରେ ସମନ୍ବିତ ଶିଶୁ ବିକାଶ କାର୍ଯ୍ୟାଳୟ ପ୍ରତ୍ୟେକ ବ୍ଲକରେ କାର୍ଯ୍ୟ...

ସଙ୍କଟରେ ଆଦିବାସୀଙ୍କ ପାରମ୍ପରିକ ଜୀବିକା -ଶାଳମଞ୍ଜିିର ଅଭାବୀ ବିକ୍ରି: ବେପାରୀ ମାଲାମାଲ

ତେଲକୋଇ, ୬।୬(ଡି.ଏନ.ଏ.)-ତ୍ରୁଟିପୂର୍ଣ୍ଣ ସରକାରୀ ନୀତି ଯୋଗୁ ଆଦିବାସୀ ଅଧ୍ୟୁଷିତ କେନ୍ଦୁଝର ଜିଲାରେ ଶାଳମଞ୍ଜି, ମହୁଲ ଓ କେନ୍ଦୁପତ୍ର ଭଳି ବିଭିନ୍ନ ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ...

ଚରିତ୍ର ସନ୍ଦେହରୁ ଯାଇଥିଲା ସୁନନ୍ଦଙ୍କ ଜୀବନ

ପବିତ୍ରନଗର, ୧୮ା୭(ଡି.ଏନ.ଏ.) – ଅନୁଗୋଳ ଜିଲା କଣିହାଁ ବ୍ଳକ ସମଲ ଥାନା ଶିଲିଂ ଗ୍ରାମରେ ପାରିବାରିକ କଳହ କାରଣରୁ ସୁନନ୍ଦ ପ୍ରଧାନଙ୍କୁ ପିଟି ମାରିବା ଘଟଣାରେ...

ଆଉ ଗୋଟିଏ ମୁଣ୍ଡ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ କମିବାରେ ଲାଗିଛି। ତେବେ ଆଜି ଆଉ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏନେଇ...

ବୃଦ୍ଧାଙ୍କ ଉପରେ ମାଡ଼ିଗଲା ବାଉଁଶ ବୋଝେଇ ପିକ୍‌ଅପ୍‌

ପାଟଣା,୧୯।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ପୁଟୁଳିଆ ଗ୍ରାମ ହୁଡ଼ିସାହିର ଜଣେ ବୃଦ୍ଧାଙ୍କ ଉପରେ ଗୁରୁବାର ସକାଳେ ଏକ ବାଉଁଶ ବୋଝେଇ ପିକ୍‌ଅପ୍‌ ମାଡ଼ିଯିବାରୁ ତାଙ୍କର...

ଦୈନିକ କରୋନା ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଲା…

ନୂଆଦିଲ୍ଲୀ,୧୩।୭: ଦେଶରେ କରୋନା ମହାମାରୀ ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦ୍ୱିତୀୟ ଲହର ପ୍ରକୋପ ଥମିବାରେ ଲାଗିଛି। ଦୈନିକ...

Advertisement
Archives

Model This Week