ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା

ଠାକୁରମୁଣ୍ଡା,୯ା୪(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଧୀନ ନାରୀ ଶକ୍ତି ସ୍ବୟଂ ସହାୟିକା ଗୋଷ୍ଠୀ ପକ୍ଷରୁ ବୁଧବାର କରୋନା ମୁକାବିଲା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦,୦୫୧ ଟଙ୍କାର ଚେକ୍‌ ପ୍ରଦାନ କରାଯାଇଛି। ଠାକୁରମୁଣ୍ଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ୟାମସୁନ୍ଦର ଟୁଡୁଙ୍କ ଜରିଆରେ ଏହି ସହାୟତା ପ୍ରଦାନ କରାଯାଇଛି। ସ୍ବୟଂ ସହାୟିକା ଗୋଷ୍ଠୀର ସଭାପତି ସୁଶୀଳା ସାହୁ, ସମ୍ପାଦିକା ଅଫସରୀ ବେଗମଙ୍କ ସମେତ ଅନ୍ୟ ସଦସ୍ୟାମାନେ ସହାୟତା ପ୍ରଦାନ କରିଥିଲେ। ଏହି ସମୟରେ ତହସିଲଦାର ପ୍ରଦ୍ୟୁମ୍ନ କୁମାର ନାୟକ, ସିଡିପିଓ ଏବଂ ମିଶନ ଶକ୍ତିର ଅଧିକାରୀ ମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଗୋରୁଙ୍କୁ ରାସ୍ତା କାଟି ଯିବାବେଳେ ସାଇକେଲରୁ ଖସି ୨ ଛାତ୍ର ଗୁରୁତର

ଥୁଆମୂଳ ରାମପୁର,୧।୮ (ଦୁର୍ଗା କୀର୍ତ୍ତି): ସକାଳୁ ସ୍କୁଲକୁ ଯିବା ବେଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ରାସ୍ତାରେ ଥିବା ଗାଈମାନଙ୍କୁ କାଟି ଯିବା ବେଳେ ସାଇକେଲର ଭାରସାମ୍ୟ…

ପାଟଣା ବ୍ଲକ୍ ସ୍ତରୀୟ ସ୍ୱାଧୀନତା ଦିବସରେ ସମ୍ବର୍ଦ୍ଧିତ ହେବେ କୃତୀ ପ୍ରତିଭା

ପାଟଣା, ୧।୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ଆସନ୍ତା ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri