ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା

ବାଲେଶ୍ୱର ଅଫିସ, ୧୧।୪-କରୋନା ମହାମାରୀର ନିରାକରଣ ନିମନ୍ତେ ଇନ୍‌ଟାକ୍‌ ବାଲେଶ୍ୱର ଚାପ୍ଟରର ସଭ୍ୟବୃନ୍ଦଙ୍କ ବ୍ୟକ୍ତିଗତ ସାହାଯ୍ୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୨୧ହଜାର ଟଙ୍କାର ଚେକ୍‌ ଶୁକ୍ରବାର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ପ୍ରଦାନ କରିଛନ୍ତି। ଉକ୍ତ ଚେକ୍‌ ପ୍ରଦାନ ସମୟରେ ଚାପ୍ଟରର ଯୁଗ୍ମ ଆବାହକ ଉଦୟ ରଞ୍ଜନ ଦାସ, ସଭ୍ୟ ସତ୍ୟନାରାୟଣ ନନ୍ଦ ଏବଂ ସୌରଭ କୁମାର ବେହେରା ଉପସ୍ଥିତ ଥିଲେ। ଏନେଇ ଜିଲାପାଳ ଇନ୍‌ଟାକ୍‌ର ସହଯୋଗକୁ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ…

ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ…

ମଧ୍ୟାହ୍ନଭୋଜନରେ ବ୍ୟାପକ ଅନିୟମିତତା:ହରିଲୁଟ୍‌ କରୁଥିଲେ ଶିକ୍ଷକ-ଶକ୍ଷୟିତ୍ରୀ, ଫିଟିଲା ଗୁମର

ଭୁବନେଶ୍ୱର, ୭।୪(ରବିନାରାୟଣ ଜେନା):ରାଜ୍ୟରେ ପୂର୍ବ ସରକାର ଅମଳରେ ଛାତ୍ରୀଛାତ୍ରଙ୍କ ଯୋଜନା କିଭଳି ହରିଲୁଟ୍‌ ହେଉଥିଲା ତା’ର ଗୁମର ପଦାକୁ ଆସିଛି। ଶିକ୍ଷୟିତ୍ରୀ/ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ନାଁରେ ସରକାରଙ୍କ ମଧ୍ୟାହ୍ନଭୋଜନଠାରୁ…

ଭାରସାମ୍ୟ ହରାଇ ସାଲୁର୍ ଘାଟରେ ଓଲଟିଲା ଚାଉଳ ଟ୍ରକ୍, ୬ ଘଣ୍ଟା ଜାତୀୟ ରାଜପଥ…

ପଟ୍ଟାଙ୍ଗି,୭।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାକୁ ଲାଗି ରହିଥିବା ପଡୋଶୀ ଆନ୍ଧ୍ର ସୀମା ଭିତରେ ସାଲୁର୍ ଘାଟିରେ ଦୁର୍ଘଟଣା । ଏକ ଟ୍ରକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri