ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧ଲକ୍ଷ ୩୦ହଜାର ଟଙ୍କା ପ୍ରଦାନ କଲେ ୨୬ ସରପଞ୍ଚ

ସୋନପୁର,୩୦।୪(ନି.ପ୍ର.): କରୋନା ଭୂତାଣୁ ସଂକ୍ରମଣ ପ୍ରତିରୋଧ ପାଇଁ ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଳକର ସମସ୍ତ ସରପଞ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧ଲକ୍ଷ ୩୦ହଜାର ଟଙ୍କା ପ୍ରଦାନ କରିଛନ୍ତି । ବ୍ଲକର ୨୬ ପଞ୍ଚାୟତର ସରପଞ୍ଚ ସେମାନଙ୍କ ସମ୍ମାନ ସୂଚକ ଭତ୍ତାରୁ ୫ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରିଛନ୍ତି। ଜିଲା ସରପଞ୍ଚ ସଂଘ ସଭାପତି ତଥା ବାଙ୍କିପାଲି ସରପଞ୍ଚ ପ୍ରକାଶ ଚନ୍ଦ୍ର ସାହୁ, ରାମପୁର ସରପଞ୍ଚ ସରୋଜ ମେହେର, ଗଜବନ୍ଧ ସରପଞ୍ଚ ବଲ୍ଲଭ ଖେତି, ମାୟାବାର୍ହା ସରପଞ୍ଚ ରମେଶ ଭୋଇ ଓ ବଡକର୍ଲେ ସରପଞ୍ଚଙ୍କ ପ୍ରତିନିଧି ଭରତ ସାହୁ ଗୁରୁବାର ଜିଲାପାଳ ମୋନିଷା ବାନାର୍ଜୀଙ୍କୁ ତାଙ୍କ ପ୍ରକୋଷ୍ଠରେ ଏହି ଚେକ୍‌ ପ୍ରଦାନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ମଲ୍ଲୀପଶି ବିଟ୍‌ ଅନ୍ତର୍ଗତ ବଡ଼ନୂଆଗାଁ ଅଞ୍ଚଳରେ ବୁଧବାର ସକାଳେ ଭାଲୁ ଆକ୍ରମଣରେ ଜଣେ ଯୁବକ…

ଲଗାଣ ବର୍ଷାରେ ଉପୁଡ଼ି ପଡ଼ିଲା ବିରାଟକାୟ ଗଛ: ଯାତାୟାତ ବାଧାପ୍ରାପ୍ତ

ମୋହନା, ୨୩।୯ (ମନ୍ମଥ ମିଶ୍ର): କିଛିଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ମୋହନା ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଛି। ଏହି ବର୍ଷା ଯୋଗୁଁ ମୋହନା ଅନ୍ତର୍ଗତ…

ଓଡ଼ିଆ-ଅର୍ଥନୀତି ବିଭାଗର ନୂଆ ଛାତ୍ରୀଛାତ୍ରଙ୍କୁ ସ୍ବାଗତ: ଶୃଙ୍ଖଳିତ ଭବିଷ୍ୟତ ଗଢ଼ିବାକୁ ପରାମର୍ଶ

ଭଞ୍ଜନଗର,୨୩।୯(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ଏବଂ ଅର୍ଥନୀତି ବିଭାଗ ପକ୍ଷରୁ ଯୁକ୍ତ ୩ ପ୍ରଥମ…

ହାଡୁ ନାଏକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ରାସ୍ତା ଅବରୋଧ କଲେ ଉତ୍ତ୍ୟକ୍ତ ଲୋକେ

ଦେବଗଡ଼,୨୩।୯(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ପୌରାଞ୍ଚଳ ରଜାମୁଣ୍ଡା ସାହିରେ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ ନେଇ ଉତ୍ତେଜନା। ରଜାମୁଣ୍ଡା ଛକ ନିକଟ ପୁରୁଣା ଏନଏଚରେ ଉତ୍ତ୍ୟକ୍ତ ଲୋକଙ୍କ ଦ୍ୱାରା…

୨ ସୁଯୋଗ୍ୟ ସନ୍ତାନ ସରସ୍ବତୀ-ଜିତେନ୍ଦ୍ର ସମ୍ବର୍ଦ୍ଧିତ: ଅଞ୍ଚଳ ପାଇଁ ଆଣିଲେ ଗୌରବ

କର୍ଲାମୁଣ୍ଡା,୨୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ପୌରକେଲା ଗ୍ରାମର ଶ୍ରୀରାମ ମଣ୍ଡପ ପରିସରରେ ମା’ ସୁନାମୁଖୀ ଯୁବ ସଂଗଠନ, ପୌରକେଲା ପକ୍ଷରୁ ମଙ୍ଗଳବାର…

ପାଣିଘେରରେ ଛତ୍ରପୁର ପୌରପରିଷଦର ୩ ଅଞ୍ଚଳ

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ): ଗଭୀର ଅବପାତଜନିତ ବର୍ଷା ଲାଗିରହିଥିବା ବେଳେ ଛତ୍ରପୁର ସହରର ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ଯୋଗୁ ଆସ୍ତେ ଆସ୍ତେ…

ସମୁଦ୍ର ଅଶାନ୍ତ: ଜେଟିରେ ବୁଡ଼ିଲା ଡଙ୍ଗା, ସ୍ଥାନୀୟ ମତ୍ସ୍ୟଜୀବୀ…

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ଉପକୁଳ ଜେଟିରେ ବନ୍ଧା ହୋଇଥିବା ମାଛ ଡଙ୍ଗା ବୁଡ଼ିଯିବା ଦେଖିବାକୁ ମିଳିଛି। ବଙ୍ଗୋପସାଗରରେ ସକ୍ରିୟ…

ବାରଣ୍ଡାରେ ଖାଉଛନ୍ତି ୧୬୯ ଛାତ୍ରୀଛାତ୍ର: ମଧ୍ୟାହ୍ନ ଭୋଜନ ପାଇଁ ଶେଡ ନିର୍ମାଣ ଦାବି

କେସିଙ୍ଗା,୨୩।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଗାଈଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବା ପାଇଁ ଶେଡ ନଥିବାରୁ ଛାତ୍ରୀଛାତ୍ରମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?