ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା

ବଇଣ୍ଡା,୬ା୫(ଡି.ଏନ୍‌.ଏ)-କରୋନା ମୁକାବିଲା ପାଇଁ ବୁଧବାର କିଶୋରନଗର ବ୍ଲକ ୫ ଟି ପଞ୍ଚାୟତର ଏମବିକେ ମହିଳା ସଙ୍ଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୬୩୦୦ ଟଙ୍କା ସହାୟତା ଯୋଗାଇ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ଏକାଉଣ୍ଟରେ ଡିପୋଜିଟ କରି ରସିଦକୁ କିଶୋରନଗର ବିଡିଓ ଅମୃତା ପ୍ରିୟମ୍ବଦାଙ୍କୁ ନୁନୁକାପଶି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ସରପଞ୍ଚ ଜଳଧର ସାହୁ, ଏମବିକେ ଲିଲା ବିଶ୍ୱାଳ, ଗୀତାଞ୍ଜଳି ସାହୁ, ସଶ୍ମିତା ଦେହୁରି, ଅମ୍ବୁଜାବାଳା ବେହେରାଙ୍କ ଉପସ୍ଥିତିରେ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ୟୁପିରେ ଉତ୍ସାହ, ଓଡ଼ିଶାରେ ନିରାଶା

ତାଳଚେର,୫।୩ (ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେରଠାରେ ଥିବା ତାଳଚେର ଥର୍ମାଲ ପାଓ୍ବାର ଷ୍ଟେଶନ (ଟିଟିପିଏସ୍‌)କୁ ଅଧିଗ୍ରହଣ କରିବାର ୫ ବର୍ଷ ପରେ ଏନ୍‌ଟିପିସି ଉତ୍ତରପ୍ରଦେଶ(ୟୁପି)ର...

୧୦ ଦିନ ତଳୁ ଆସିଛି ବଦଳି ଚିଠି, ଛୁଟି ଦିନରେ ପ୍ରଘଟ:ବଦଳିବେ ଅନୁଗୋଳ ପୌର ନିର୍ବାହୀ ଅଧିକାରୀ

ଅନୁଗୋଳ ଅଫିସ, ୩।୯ ଅନୁଗୋଳ ପୌରପାଳିକାର ନିର୍ବାହୀ ଅଧିକାରୀ ଶୁଭେନ୍ଦୁ ଜେନାଙ୍କ ବଦଳି ହୋଇଛି। ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଚିଠି...

ସାଇବର ଅପରାଧରେ ବେନାମୀ ସିମ୍‌

ଅନୁଗୋଳ ଅଫିସ, ୮ା୧୦ ଠକେଇ ପାଇଁ ଇଣ୍ଟରନେଟ୍‌କୁ ମାଧ୍ୟମ କରୁଛନ୍ତି ଠକ। କେତେବେଳେ ମୋବାଇଲ ଆପ୍‌ ତ ଆଉ କେତେବେଳେ ଗିଫ୍ଟ ଲୋଭ ଦେଖାଇ ଲୋକଙ୍କ...

ହାତୀ ଗଳିତ ମୃତଦେହ ଉଦ୍ଧାର

ବନ୍ତଳା,୧୯ା୭(ଡି.ଏନ.ଏ.)- ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ପୁରୁଣାକୋଟ ଥାନା ପମ୍ପାସର ରେଞ୍ଜ ବଡ଼ଖେତା ଗ୍ରାମ ନିକଟ କୁରୁ ରିଜର୍ଭ ଜଙ୍ଗଲ ୫ ନମ୍ବର କମ୍ପାର୍ଟମେଣ୍ଟରେ ଶୁକ୍ରବାର...

ଭାଜପାର ସମ୍ପୂର୍ଣ୍ଣ, ବିଜେଡିର ଗୋଟିଏ ବାକି

ଅନୁଗୋଳ ଅଫିସ, ୨୧।୧ ଅନୁଗୋଳ ଜିଲାର ୨୮ଟି ଜିଲା ପରିଷଦ ଜୋନ୍‌ ପାଇଁ ଗୁରୁବାର ଭାଜପା ପକ୍ଷରୁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ଏ କ୍ଷେତ୍ରରେ...

କବି ରମେଶଙ୍କୁ ଶ୍ରେଷ୍ଠ ସାହିତ୍ୟ ସମ୍ମାନ

ବଇଣ୍ଡା,୧୫।୭ (ଡି.ଏନ.ଏ.)-କିଶୋରନଗର ବ୍ଲକ ବଇଣ୍ଡା ତ୍ରିଧାରା ସାହିତ୍ୟ ସଂସଦର ସମ୍ପାଦକ କବି ରମେଶଚନ୍ଦ୍ର ମିଶ୍ରଙ୍କୁ ରବିବାର ଶ୍ରେଷ୍ଠ ସାହିତ୍ୟ ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଛି। କେନ୍ଦୁଝର ଘଟଗାଁରେ...

ଉପଜିଲାପାଳଙ୍କ ଅଙ୍ଗନଓ୍ବାଡି କେନ୍ଦ୍ର ପରିଦର୍ଶନ

ବଇଣ୍ଡା,୮।୯ (ଡି.ଏନ.ଏ.) – ଆଠମଲ୍ଲିକ ଉପଜିଲାପାଳ ରଜନୀକାନ୍ତ ବିଶ୍ୱାଳ ଶନିବାର ଅଚାନକ କିଶୋରନଗର ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି। ପ୍ରଥମେ ସେ ଗୋରାତୋପା ଅଙ୍ଗନଓ୍ବାଡି...

କଟକଣା ନ ମାନି କାରବାର

ଅନୁଗୋଳ ଅଫିସ, ୨୪।୪ ଅନୁଗୋଳ ଜିଲାରେ କରୋନାର ଦ୍ରୁତ ସଂକ୍ରମଣ ଜାରି ରହିଛି। ବିଶେଷକରି ଅନୁଗୋଳ, ତାଳଚେର ଓ କିଶୋରନଗର ବ୍ଲକରୁ ଦୈନିକ ଅଧିକ ସଂଖ୍ୟକ...

Advertisement
Archives

Model This Week