ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ମିଳିଲା ୯କୋଟି ୨୪ଲକ୍ଷ ଟଙ୍କା ସହାୟତା

ଭୁବନେଶ୍ୱର, ୨୫।୬(ବ୍ୟୁରୋ): ଫନୀ ବାତ୍ୟା ଦୁର୍ଗତଙ୍କ ପୁନରୁଦ୍ଧାର ପାଇଁ ସୋମବାର ଅନେକ ସଂସ୍ଥା ଓ ବ୍ୟକ୍ତିବିଶେଷଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା ପ୍ରଦାନ କରାଯାଇଛି। କୋଟାକ୍‌ ମହିନ୍ଦ୍ରା ବ୍ୟାଙ୍କ ପକ୍ଷରୁ ୫ କୋଟି ଟଙ୍କା ଦିଆଯାଇଥିବା ବେଳେ ସେଣ୍ଟ୍ରାଲ ବ୍ୟାଙ୍କ ପକ୍ଷରୁ ୩ କୋଟି ପ୍ରଦାନ କରାଯାଇଛି। ସେହିପରି ନିଟ୍‌ ରାଉରକେଲା ଆଲୁମ୍‌ନି ଆସୋସିଏଶନ ପକ୍ଷରୁ ୭୧ ଲକ୍ଷ ଟଙ୍କା ଏବଂ ଗୋପାଳପୁର ବନ୍ଦର ପକ୍ଷରୁ ୫୧ ଲକ୍ଷ ଟଙ୍କା, ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜର ୧୯୭୫-୮୦ ପୁରାତନ ଛାତ୍ର ସଂଘ ପକ୍ଷରୁ ୧ଲକ୍ଷ ୨୫ହଜାର, ଆହୁତି ଷ୍ଟେଞ୍ଜର ଲାବରେଟୋରିଇଜ ପକ୍ଷରୁ ୫୦ ହଜାର, ଉତ୍କଳବଙ୍ଗ ସଂଗ୍ରାମ ମଞ୍ଚ ପକ୍ଷରୁ ୧୦ ହଜାର, ଓଡିଶା ପ୍ରଗତି ସଂଘ କଲିକତା ପକ୍ଷରୁ ୧୦ ହଜାର ଟଙ୍କା ପ୍ରଦାନ କରାଯାଇଛି। ଏହିପରି ସମୁଦାୟ ୮ଟି ସଂସ୍ଥା ପକ୍ଷରୁ ୯ କୋଟି ୨୩ଲକ୍ଷ ୯୫ ହଜାର ଟଙ୍କା ପ୍ରଦାନ କରାଯାଇଛି। ସହାୟତା ପ୍ରଦାନ କରିଥିବା ସଂସ୍ଥାଗୁଡିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶତାଧିକ ନିରାଶ୍ରୟଙ୍କୁ ଜଳଖିଆ ଦେଲା ବିଏମ୍‌ସି

ଭୁବନେଶ୍ୱର, ୧୧ା୪(ବ୍ୟୁରୋ): ବିଏମ୍‌ସି ପକ୍ଷରୁ ଶୁକ୍ରବାର ସକାଳେ ସହରରେ ଥିବା ନିରଶ୍ରୟଙ୍କୁ ଜଳଖିଆ ପ୍ରଦାନ କରାଯାଇଛି। ମାଷ୍ଟରକ୍ୟାଣ୍ଟିନ୍‌ ଓ ରାମ ମନ୍ଦିର ପାର୍ଶ୍ୱରେ ଥିବା ୫୦୦...

ମଦ ପିଇବାକୁ ଟଙ୍କା ନ ଦେବାରୁ ବୃଦ୍ଧଙ୍କୁ ହତ୍ୟା

ଜୁନାଗଡ଼,୮।୩: କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଧୀନ ମାଟିଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ମଦ ପିଇବାକୁ ଟଙ୍କା ନ ଦେବାରୁ ଉତ୍ତ୍ୟକ୍ତ ହୋଇ ଜଣେ...

ମଦ ବିକ୍ରି: ଅମଙ୍ଗ କାହିଁକି

ଜ୍ୟୋତିରଞ୍ଜନ ମହାପାତ୍ର, ଭୁବନେଶ୍ୱର,୫।୫(ବ୍ୟୁରୋ): ସରକାରୀ ଲାଇସେନ୍ସଧାରୀ ମଦ ଦୋକାନୀମାନେ ମଦ ବିକ୍ରି କରିବାର ଅବଧିକୁ ବଢ଼ାଇବାକୁ ସରକାରଙ୍କୁ ଅନୁରୋଧ କରିବା ସହ ଅନେକେ ବର୍ତ୍ତମାନ ବିକ୍ରି...

୪୬ ବର୍ଷରେ ଧରିତ୍ରୀ

ନଭେମ୍ବର ୨୪ ତାରିଖ ମହାଯୋଗୀ ଶ୍ରୀ ଅରବିନ୍ଦଙ୍କ ପବିତ୍ର ସିଦ୍ଧି ଦିବସ । ଏହି ଅବସରରେ ଧରିତ୍ରୀର ଜନ୍ମ । ୧୯୭୪ ରୁ ଏ ଯାବତ...

‘ସଂକ୍ରମଣ ବଢିଲେ ବି ହସ୍ପିଟାଲରେ ରୋଗୀଙ୍କ ସଂଖ୍ୟା କମ୍‌’

ଭୁବନେଶ୍ୱର,୧୨।୭(ବ୍ୟୁରୋ): କରୋନା ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଜନ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର। ସେ କହିଛନ୍ତି, ବର୍ତ୍ତମାନ ଯେଉଁ ସଂକ୍ରମଣ ବଢ଼ୁଛି, ସେଥିରେ ଡାକ୍ତରଖାନା...

ରାଜ୍ୟରେ ସୁସ୍ଥ ହେଲେ ୧୭୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୩।୧: ରାଜ୍ୟରେ ବୁଧବାର ୧୭୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହ ଓଡ଼ିଶାରେ କରୋନାରୁ ଆରୋଗ୍ୟ ଲାଭ କରିଥିବା ରୋଗୀଙ୍କ ସଂଖ୍ୟା ୩,୨୮,୬୨୨ରେ ପହଞ୍ଚତ୍ଛି। ସୁନ୍ଦରଗଡ଼...

ରାଜ୍ୟରେ ୪୦୦ ଟପିଲା ମୃତ୍ୟୁ ସଂଖ୍ୟା: ଆଉ ପୁଣି ୧୦ ମୁଣ୍ଡ ନେଲା କରୋନା, ଗଞ୍ଜାମରୁ ସର୍ବାଧିକ

ଭୁବନେଶ୍ୱର,୨୩।୮(ବ୍ୟୁରୋ): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଇଛି କରୋନା। ମୃତକଙ୍କ ମଧ୍ୟରେ ବଲାଙ୍ଗୀରର ୪୭ ବର୍ଷୀୟ ବ୍ୟକ୍ତି, କଟକର ୮୭ ବର୍ଷୀୟା ବୃଦ୍ଧା ଓ ୭୫...

ପଞ୍ଚାୟତିରାଜ ଅନୁଷ୍ଠାନ ପାଇଁ ଓଡ଼ିଶାକୁ ୧,୬୯୩ କୋଟି

ଭୁବନେଶ୍ୱର,୨୮।୧(ବ୍ୟୁରୋ): କେନ୍ଦ୍ର ସରକାର ପଞ୍ଚାୟତିରାଜ ଅନୁଷ୍ଠାନ ପାଇଁ ଓଡ଼ିଶାକୁ ୧,୬୯୩.୫୦ କୋଟି ଟଙ୍କା ପ୍ରଦାନ କରିଛନ୍ତି। ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଅର୍ଥ ମନ୍ତ୍ରଣାଳୟ ଦ୍ୱିତୀୟ...

Advertisement
Archives

Model This Week