ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ନ୍ୟୁ ଇଣ୍ଡିଆ ଆସ୍ୟୁରାନ୍ସ ଦେଲା ୩ କୋଟି

ଭୁବନେଶ୍ୱର,୮ା୮: ନ୍ୟୁ ଇଣ୍ଡିଆ ଆସ୍ୟୁରାନ୍ସ କମ୍ପାନୀ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୩ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। କମ୍ପାନୀର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଅତୁଲ ସହାୟ, ମହାପ୍ରବନ୍ଧକ ଗୌରୀ ରାଜନ, ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ ଉପମହାପ୍ରବନ୍ଧକ କଲ୍ୟାଣ କିଶୋର ମଜୁମଦାର, କ୍ଷେତ୍ରୀୟ ପ୍ରବନ୍ଧକ ଏଚ୍‌.କେ. ଭୋଇ ଏବଂ ପ୍ରବନ୍ଧକ ରଞ୍ଜନ କୁମାର ରାଉତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଏଥି ସଂକ୍ରାନ୍ତ ଚେକ୍‌ ପ୍ରଦାନ କରିଥିଲେ। ବୀମା ସହାୟତା ପ୍ରଦାନ ଲାଗି କମ୍ପାନୀ ପକ୍ଷରୁ ଗ୍ରହଣ କରାଯାଇଥିବା ପଦକ୍ଷେପ ଉପରେ ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାର୍ତ୍ତି ଚିଦାମ୍ବରମ୍‌ଙ୍କ ଓଡ଼ିଶା ଲିଙ୍କ୍‌: ଝାରସୁଗୁଡ଼ାରେ ସିବିଆଇ

ଝାରସୁଗୁଡ଼ା ଅଫିସ,୧୭।୫: ପୂର୍ବତନ ଅର୍ଥମନ୍ତ୍ରୀ ପି ଚିଦାମ୍ବରମ୍ବଙ୍କ ପୁଅ ତଥା କଂଗ୍ରେସ ନେତା କାର୍ତ୍ତି ଚିଦାମ୍ବରମ୍‌ଙ୍କ ଲିଙ୍କ୍‌ରେ ଝାରସୁଗୁଡ଼ାରେ ସିବିଆଇ ରେଡ୍‌ କରୁଛି। ଏକକାଳୀନ ୬ଟି...

୫ ସହରରେ ପାରଦ ୩୮ ଡିଗ୍ରୀ ପାର୍‌

ଭୁବନେଶ୍ୱର,୫।୪(ବ୍ୟୁରୋ): ରାଜ୍ୟରେ ଝଡ଼ବର୍ଷା କମିଥିବାବେଳେ ତାପମାତ୍ରା ବଢ଼ିବା ଆରମ୍ଭ କରିଛି। ମଙ୍ଗଳବାର ୨୨ ସହରରେ ପାରଦ ସ୍ବାଭାବିକଠାରୁ ଅଧିକ ରେକର୍ଡ କରାଯାଇଥିବାବେଳେ ୫ ସହରରେ ୩୮ ଡିଗ୍ରୀ...

ବାପାଙ୍କ ମୃତଦେହ କାନ୍ଧେଇ ଶ୍ମଶାନ ନେଲେ ତିନି ଝିଅ:ସାନ ଝିଅ ଦେଲେ ମୁଖାଗ୍ନି

ମାଲକାନଗିରି, ୧୯ା୭(ଡି.ଏନ୍‌.ଏ.):ଘରେ କାହାର ମୃତ୍ୟୁ ହେଲେ ପୁରୁଷମାନେ ମୃତଦେହକୁ କୋକେଇରେ କାନ୍ଧେଇ ଶ୍ମଶାନ ପର୍ଯ୍ୟନ୍ତ ନିଅନ୍ତି। ଘରର ପୁଅ ହିଁ ମୁଖାଗ୍ନି ଦିଅନ୍ତି। ଏହା ଆମ...

ରାଜ୍ୟର ୧୪ କରୋନା ଆକ୍ରାନ୍ତ ସୁସ୍ଥ: ମୋଟ ଆରୋଗ୍ୟ ସଂଖ୍ୟା ୫୫କୁ ବୃଦ୍ଧି

ଭୁବନେଶ୍ୱର,୧ା୫(ବ୍ୟୁରୋ): ରାଜ୍ୟରେ ୧୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଶୁକ୍ରବାର ରାଜ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ଜଣାଯାଇଛି।...

ରାଜ୍ୟରେ ଆଉ ତିନି ଜଣଙ୍କ ଜୀବନ ନେଇଛି କରୋନା

ଭୁବନେଶ୍ୱର,୧୩।୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ତିନି ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୪୭୨କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଅନୁଗୋଳ,...

ଗୋଟିଏ ନମ୍ବରରେ ଚାଲୁଥିଲା ଏକାଧିକ ଟାଟା ଏସିଇ: ୧୩ ଗାଡ଼ି ଜବତ, ୬ଟିର ନମ୍ବର ଜାଲ

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ଫାଇନାନ୍ସ ଓ ଜରିମାନା ଫାଙ୍କିବାକୁ ଜଣେ ଟ୍ରାଭେଲ୍‌ ଏଜେନ୍ସି ମାଲିକ କରିଥିଲେ ଚଞ୍ଚକତା। ଗୋଟିଏ ନମ୍ବରରେ ଚଳାଉଥିଲେ ଏକାଧିକ ଗାଡ଼ି। ଏପରି କି ୩ଟି...

ଭିଜିଲାନ୍ସ ଜାଲରେ ଡେପୁଟି ମ୍ୟାନେଜର: ପୈତୃକ ଘର ସମେତ ୭ ସ୍ଥାନରେ ଚଢାଉ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ଭିଜିଲାନ୍ସ ଜାଲରେ ଇଡିକଲ୍‌ ଅମ୍ପାଭାଲି ଲାଇମ ଷ୍ଟୋନ ମାଇନ୍ସର ଡେପୁଟି ମ୍ୟାନେଜର ଗୟା ସାନ୍ତରା। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ତାଙ୍କ...

ଓସିଏସ୍‌ ମେନ୍‌: ଚିନ୍ତାରେ ପରୀକ୍ଷାର୍ଥୀ

ଭୁବନେଶ୍ୱର, ୧୩।୧(ବ୍ୟୁରୋ): ରାଜ୍ୟରେ କରୋନା ଏବେ ଉପରମୁହାଁ ରହିଛି। ଆହୁରି ଦୁଇମାସ ଏହି ଧାରା ଜାରି ରହିବ ବୋଲି ସ୍ବାସ୍ଥ୍ୟ ବିଭାଗ କହିସାରିଲାଣି। ଏଭଳି ସ୍ଥିତିରେ...

Advertisement
Archives

Model This Week