ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା

ଭୁବନେଶ୍ୱର,୨୭ା୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ବିଭିନ୍ନ ସୂତ୍ରରୁ ସହାୟତା ମିଳିବାରେ ଲାଗିଛି। ସେହିଭଳି ରିଲିଫ ପାଣ୍ଠିକୁ କେଉଁ ମାନେ କେତେ ଟଙ୍କା ପ୍ରଦାନ କରୁଛନ୍ତି ତାହା ମଧ୍ୟ ସାର୍ବଜନୀନ କରାଯାଇଛି। ଉଭୟ ଅନ୍‌ଲାଇନ୍‌ ଏବଂ ଅଫ୍‌ ଲାଇନ ଦ୍ୱାରା ମିଳିଥିବା ସହାୟତା ରାଶିର ପରିମାଣ ଏବଂ ଦେଇଥିବା ସଂସ୍ଥା, ବ୍ୟକ୍ତିବିଶେଷଙ୍କ ନାମ ଉଲ୍ଲେଖ ରହିଛି। ଏହି କ୍ରମରେ ପୁରୀ ଏମ୍‌ପି ପିନାକୀ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୨ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ଅନୁରୂପଭାବେ ରାଜସ୍ବ ମନ୍ତ୍ରୀ ସୁଦାମ ମାର୍ଣ୍ଡି ତାଙ୍କର ୩ ମାସର ଦରମା ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍‌-୧୯ ଫଣ୍ଡକୁ ଦାନ କରିଛନ୍ତି ା ମନ୍ତ୍ରୀ ୧ ଲକ୍ଷ ୨୦ ହଜାର ଟଙ୍କା ପ୍ରଦାନ କରିଥିବାବେଳେ, ତାଙ୍କ ସହଧର୍ମିଣୀ ରଞ୍ଜିତା ସୋରେନ୍‌ ମଧ୍ୟ ୫୦ ହଜାର ଟଙ୍କା ଦେଇଛନ୍ତି ା ଅନୁରୂପଭାବେ ରାଜ୍ୟ ଯୁବ କଲ୍ୟାଣ ବୋର୍ଡ କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ବିଜୟ ନାୟକ ମଧ୍ୟ ନିଜର ଏକ ମାସର ଦରମା ୩୮,୦୦୦ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ କରିଛନ୍ତି। ଏହା ପୂର୍ବରୁ ବିଜୟ ନାୟକ ଫନୀ ସହାୟତା ବାବଦକୁ ୯୮,୦୦୦ ଟଙ୍କା ଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରୁଚିକାଙ୍କ ଆତ୍ମହତ୍ୟା ମାମଲା: ର଼୍ୟାଗିଂ ନେଇ କୌଣସି ତଥ୍ୟ ମିଳି ନ ଥିବା କହିଲେ ଡିସିପି

ଭୁବନେଶ୍ୱର,୧୨।୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ମାମଲାରେ ଭୁବନେଶ୍ୱର ଡିସିପି ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀ ଡାକିଥିଲେ। ଏଥିରେ ସେ ର଼୍ୟାଗିଂ ପ୍ରମାଣ...

ପାର୍କରେ ହେବ ଅନ୍ତିମ ସଂସ୍କାର: ପ୍ରଶାସନର ନିଷ୍ପତ୍ତି…

ନୂଆଦିଲ୍ଳୀ,୨୫।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ଅବସ୍ଥା ଅଣାୟତ୍ତ ହେବାରେ ଲାଗିଛି। ରାଜଧାନୀ ଦିଲ୍ଲୀରେ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ପ୍ରତିଦିନ ମୃତକଙ୍କ ସଂଖ୍ୟା...

କୃଷି ପ୍ରଗତି ପାଇଁ ଏମ୍‌ଓୟୁ

ଭୁବନେଶ୍ୱର, ୨୨।୯(ବ୍ୟୁରୋ): ରାଜ୍ୟରେ କୃଷି ପ୍ରଗତି ପାଇଁ ଓଡ଼ିଶା ସରକାର ଏବଂ ବିଲ୍‌ ଓ ମିଲିଣ୍ଡା ଗେଟ୍‌ସ ଫାଉଣ୍ଡେଶନ ମଧ୍ୟରେ ମଙ୍ଗଳବାର ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି।...

ବାଲି ତଳେ ଲୁଚିଛି ସତ…

କାନପୁର,୧୪।୫: କରୋନାର ଦ୍ୱିତୀୟ ଲହର ଦେଶରେ ତାଣ୍ଡବ ରଚୁଥିବା ବେଳେ ହଜାର ହଜାର ଲୋକଙ୍କ ପ୍ରାଣହାନୀ ଘଟୁଛି। ଫଳରେ ଅନ୍ତିମ ସଂସ୍କାର ପାଇଁ ଶ୍ମଶାନ ଘାଟରେ...

ଉପକୂଳ ମୁହାଁ ଅସାନି

ଭୁବନେଶ୍ୱର, ୯।୫(ବ୍ୟୁରୋ): ବାତ୍ୟା ଅସାନି ଯୋଗୁ ସମୁଦ୍ରରେ ଅଶାନ୍ତ ହେବାରେ ଲାଗିଛି। ଘଣ୍ଟା ପ୍ରତି ୨୫ କି.ମି. ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଏହା ଗତି କରୁଛି।...

ଉଚ୍ଚଶିକ୍ଷା ନିର୍ଦ୍ଦେଶାଳୟରେ ଅଚାନକ ପହଞ୍ଚିଲେ ମନ୍ତ୍ରୀ

ଭୁବନେଶ୍ୱର, ୩୦-୮(ବ୍ୟୁରୋ):ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ଗୁରୁବାର ଉଚ୍ଚଶିକ୍ଷା ନିର୍ଦ୍ଦେଶାଳୟ ପରିଦର୍ଶନ କରିଛନ୍ତି ା ମନ୍ତ୍ରୀ ସାହୁ ପୂର୍ବାହ୍ନ ୧୦ଟାରେ ନିର୍ଦ୍ଦେଶାଳୟରେ ଅଚାନକ ପହଞ୍ଚତ୍ଥିଲେ।...

ବାରାକ ଓବାମା କରୋନା ପଜିଟିଭ୍‌, ନେଇଥିଲେ ବୁଷ୍ଟର ଡୋଜ୍‌…

ଓ୍ବାଶିଂଟନ,୧୪।୩ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା କରୋନା ପଜିଟିଭ୍‌ ହୋଇଛନ୍ତି। ସେ ବୁଷ୍ଟର ଡୋଜ୍‌ ମଧ୍ୟ ନେଇଥିଲେ। ନେଇ ଓବାମା ଟୁଇଟ୍‌ କରି...

ଆସିଲା ଖୁସି ଖବର, କୋଭାକ୍ସିନ୍‌ କରୋନାକୁ କରିବ ପରାସ୍ତ…

ନୂଆଦିଲ୍ଲୀ,୩।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଧୀରେଧୀରେ ଥମୁଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ପାଇଁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଇତିମଧ୍ୟରେ ଦେଶରେ...

Advertisement
Archives

Model This Week