ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଏଲ୍‌ଆଇସି ଫିଲ୍ଡ ୱାର୍କରଙ୍କ ଆର୍ଥତ୍କ ସାହାଯ୍ୟ

ସମ୍ବଲପୁର, ୩୧।୩ (ବ୍ୟୁରୋ)-ନ୍ୟାଶନାଲ ଫେଡେରେସନ ଅଫ୍‌ ଇନସ୍ୟୁରାନ୍ସ ଫିଲ୍ଡ ୱାର୍କର ଅଫ୍‌ ଇଣ୍ଡିଆ (ଏଲଆଇସି )ସମ୍ବଲପୁର ମଣ୍ଡଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଆର୍ଥତ୍କ ସହାୟତା ଦେଇଛନ୍ତି । ୧୪ଟି ଶାଖାର ୧୧୭ଜଣ ସଦସ୍ୟ ୧ ହଜାର ଟଙ୍କା ଲେଖାଏଁ ସହଯୋଗ କର ସମ୍ବଲପୁର ଉତ୍ତରାଞ୍ଚଳ ଆରଡିସି ନିରଞ୍ଜନ ସାହୁଙ୍କୁ ୧ଲକ୍ଷ ୫୧ ହଜାର ଟଙ୍କାର ଚେକ୍‌ ପ୍ରଦାନ କରିଛନ୍ତି। ସମ୍ପାଦକ ଡି. ନାଗେଶ୍ୱର ରାଓ, କୋଷାଧ୍ୟକ୍ଷ ରାମେଶ୍ୱର ଓରାମ, ପ୍ରେମାନନ୍ଦ ମହାପାତ୍ର, ବୀରେନ୍ଦ୍ର ଗୁରୁ, ସବ୍ୟସାଚୀ ପ୍ରଧାନ, ଅନୀଲ ତ୍ରିପାଠୀ, ଅଟଳ ଦୋରା, ଅବିନାଶ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri