Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ହାତରେ ରାଖୀ ବାନ୍ଧିଲେ ରାଜ୍ୟପାଳ

ଲକ୍ଷ୍ନୌ,୧୫।୮: ରାଖୀ ପୁର୍ଣ୍ଣିମା ସାରା ଦେଶରେ ଖୁବ୍‌ ଧୁମ୍‌ଧାମ୍‌ରେ ପାଳନ କରାଯାଉଥିବା ବେଳେ ଛୋଟଠାରୁ ବୟସ୍କ ସମସ୍ତେ ଏହି ପର୍ବସହ ଭାରତର ୭୩ ତମ ସ୍ବାଧୀନତା ଦିବସ ପାଳନ କରୁଛନ୍ତି। ତେବେ ଉତ୍ତର ପ୍ରଦେଶରେ ରାଜ୍ୟପାଳ ଆନନ୍ଦିବେନ୍‌ ପଟେଲ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ହାତରେ ରାଖୀ ବାନ୍ଧିଛନ୍ତି। ସକାଳୁ ସକାଳୁ ଆନନ୍ଦିବେନ୍‌ ଯୋଗୀ ଆଦିତ୍ୟନାଥଙ୍କ ଘରେ ପହଞ୍ଚି ତାଙ୍କୁ ରାଖୀ ବାନ୍ଧିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ଉପରେ ବଢୁଛି ଚାପ: ଏବେ କ’ଣ କରିବେ ମୋଦି

ନୂଆଦିଲ୍ଲୀ,୨୫ା୭(ପି.ଟି./ଏଜେନ୍ସି): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ସିଜେପି ପକ୍ଷରୁ ଚାଲିଥିବା ଆନ୍ଦୋଳନ ସରକାରଙ୍କ ଉପରେ ବଡ଼ ଚାପ ସୃଷ୍ଟି କରିଛି। ଶୁକ୍ରବାର ସରକାର ଓ…

CJPର ନୂଆ ରଣନୀତି! ପୋଲିସ ଚିହ୍ନଟ ପାଇଁ ଆଣୁଛି….

ନୂଆଦିଲ୍ଲୀ,୨୫।୭(ପି.ଟି.): ଗତ ଜୁଲାଇ ୨୦ ‘ଚଲୋ ସଂସଦ’ ରାଲି ସମୟରେ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନରେ ସମ୍ପୃକ୍ତ ପୋଲିସ କର୍ମଚାରୀମାନଙ୍କୁ ଚିହ୍ନଟ କରିବା ପାଇଁ ‘କକ୍‌ରୋଚ୍‌…

ସାର ବିକ୍ରିରେ ଅନିୟମିତତା: ୬ ଡିଲରଙ୍କ ଲାଇସେନ୍ସ ରଦ୍ଦ

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟ ଜୋରସୋର୍‌ରେ ଚାଲିଥିଲାବେଳେ ସାରର କୃତ୍ରିମ ସଙ୍କଟ ଏବଂ କଳାବଜାର ଚାଷୀମାନଙ୍କୁ ଚିନ୍ତାରେ ପକାଇ ଦେଇଛି। ଏଭଳି ଅଭିଯୋଗ ପାଇବା ପରେ…

‘Thanks To Everybody…’, ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ଭିଡିଓ ବାର୍ତ୍ତା ଜାରି,କହିଲେ…VIDEO

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ନୂତନ ଭିଡିଓ ବାର୍ତ୍ତା ଶୁକ୍ରବାର ରାତିରେ ସାମ୍ନାକୁ ଆସିଛି। ଏହି ସମୟରେ…

ଇସ୍ତଫା ଦେବେ ନାହିଁ ଧର୍ମେନ୍ଦ୍ର ପ୍ରଧାନ! ସରକାରଙ୍କ କଡ଼ା ଆଭିମୁଖ୍ୟ, ଗୋଟିଏ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ମାମଲାରେ ଦାୟିତ୍ୱ ନିର୍ଦ୍ଧାରଣ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଜାତୀୟ ରାଜଧାନୀ ଦିଲ୍ଲୀର ଜନ୍ତର-ମନ୍ତରରେ ଗତ ଏକ…

ରାଇକିଆରେ ବାହୁଡା଼ ଯାତ୍ରା ସମ୍ପନ୍ନ

ରାଇକିଆ,୨୪ା୭ (ପ୍ରଦୀପ ବେହେରା): ରାଇକିଆ ଠାରେ ଶୁକ୍ରବାର ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଛି। ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କର ସାମ୍ନାରେ…

ଗଞ୍ଜାମରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ/ଅନାଥ ତରାଇ): ଗଞ୍ଜାମ ସହରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ପାଳିତ ହୋଇଛି। ସକାଳୁ ମନ୍ଦିର ପରିସରରେ ପୂଜାପାଠ ଓ ରୀତିନୀତି ପାଳନ ପରେ ମହାପ୍ରଭୁଙ୍କ…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri