Posted inଜାତୀୟ

ମୁଖ୍ୟମନ୍ତ୍ରୀ ଆସନ ଛାଡିବାର ୮ ବର୍ଷ ପରେ ମୋଦି ସରକାରରେ ମିଳିଲା ମନ୍ତ୍ରୀପଦ

ନୂଆଦିଲ୍ଲୀ,୧।୬: ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ହରିଦ୍ୱାରଲୋକ ସଭା ଆସନର ଏମ୍‌ପି ଡା. ରମେଶ ପୋଖରିୟାଲ ନିଶଙ୍କ ଶେଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ବର୍ତ୍ତମାନର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ବିଶ୍ୱାସ ଭାଜନ ହୋଇପାରିଛନ୍ତି। କାରଣ ନିଶଙ୍କଙ୍କୁ କେନ୍ଦ୍ର କ୍ୟାବିନେଟରେ ମନ୍ତ୍ରୀ ପଦ ମିଳିଛି। ମୁଖ୍ୟମନ୍ତ୍ରୀ ଆସନ ଛାଡିବା ପରେ ସେ ଏହି ସମୟକୁ ଦୀର୍ଘ ୮ ବର୍ଷ ହେବ ଅପେକ୍ଷା କରିଥିଲେ। ଏବେ ତାଙ୍କୁ ମାନବ ସମ୍ବଳ ବିକାଶ ବିଭାଗ ମିଳିଥିବାରୁ ୮ ବର୍ଷ ପରେ ନିଶଙ୍କଙ୍କର ବନବାସ ଶେଷ ହୋଇଛି ବୋଲି ଆଲୋଚନା ହେଉଛି। ଏହି ୮ ବର୍ଷ ମଧ୍ୟରେ ସେ ନାନା ଘାତ ପ୍ରତିଘାତ ଦେଖିଥିବା ବେଳେ ଶେଷରେ ସେ ଲକ୍ଷ୍ୟ ସ୍ଥଳରେ ପହଞ୍ଚିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘କବିସୂର୍ଯ୍ୟଙ୍କ ରଚନାବଳୀ ଅତ୍ୟନ୍ତ ମର୍ମସ୍ପର୍ଶୀ ଓ କାଳଜୟୀ’, ଐତିହ୍ୟ ପୂର୍ଣ୍ଣ ଜନ୍ମସ୍ଥାନର ବିକାଶ ପାଇଁ…

ଦିଗପହଣ୍ଡି,୨୦।୪(ଅଶେଷ ନାଥ ମିଶ୍ର): କବିସୂର୍ଯ୍ୟ ବଳଦେବ ରଥଙ୍କ ଜନ୍ମମାଟି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିଗାଁ ପଞ୍ଚାୟତ ବିଜୟନଗରଗଡ ଗ୍ରାମରେ ସୋମବାର ବୈଶାଖ ଶୁକ୍ଳ ତୃତୀୟା ତିଥିରେ…

ପଶ୍ଚାତାପ କରୁଛନ୍ତି ମୋଦିଙ୍କୁ ଝାଲମୁଢି ଖୁଆଇଥିବା ଦୋକାନୀ: ଦୁଃଖରେ କହିଲେ, ବଡ଼ ଭୁଲ୍‌ କରିଦେଲି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

କୋଲକାତା,୨୦।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ମୋଦି ଝାରଗ୍ରାମରେ ‘ଝାଲମୁଢି’ ଖାଇବା ପାଇଁ ଅଟକିଥିବାର ଫଟୋ ଏବଂ ଭିଡିଓ ଏବେ ଘୂରି ବୁଲୁଛି। କିନ୍ତୁ…

ବିମାନ ଦୁର୍ଘଟଣା ମାମଲାରେ ନୂଆ ଟୁଇଷ୍ଟ: ଦୁର୍ଘଟଣା ଖବରକୁ ଖଣ୍ଡନ କଲେ ରାଜ୍ୟ ସରକାର, କହିଲେ…

ରାୟପୁର,୨୦।୪: ଛତିଶଗଡ଼ର ଜଶପୁର ଜିଲାର ନାରାୟଣପୁର ପାହାଡ଼ ନିକଟରେ ବିମାନ ଦୁର୍ଘଟଣାର ଖବରକୁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭ୍ରାମକ ବୋଲି କହି ଏହାକୁ ଅସ୍ବୀକାର କରିଛନ୍ତି। କଲେକ୍ଟର…

ସ୍ବର୍ଗତ ଚାଷୀଙ୍କ ସ୍ତ୍ରୀଙ୍କୁ ସହାୟତାର ହାତ ବଢାଇଲେ ବରିଷ୍ଠ ଆଇନଜୀବୀ, ଦେଲେ ଏତିକି ଲକ୍ଷ ଟଙ୍କା

ଦେବଗଡ,୨୦।୪(ଶଶାଙ୍କ ଶେଖର ଝାଙ୍କର): କୃଷକଙ୍କ ଦୁର୍ଘଟଣା ଜନିତ ମୃତ୍ୟୁରେ ୨ ଲକ୍ଷ ଟଙ୍କା ପ୍ରଦାନ କଲେ ବରିଷ୍ଠ ଆଇନଜୀବୀ। ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଜିଲାର ସମାଜ…

କୋର୍ଟ ପରିସରରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ଖଣ୍ଡାଧରି ଆତଙ୍କିତ…

ଵ୍ରହ୍ମପୁର,୨୦।୪(ସୁବାସ ଚନ୍ଦ୍ର ପାଢ଼ୀ): କୋର୍ଟ ପରିସରରେ ହାତରେ ଖଣ୍ଡା ଧରି ଜଣେ ଯୁବକଙ୍କ ଉନ୍ମତ୍ତ କାଣ୍ଡ । ଲୋକଙ୍କୁ ଗାଳିଗୁଲଜ ସହ ଭୟଭୀତ କରିବା ଅଭିଯୋଗରେ ପୋଲିସ…

ଯୁଦ୍ଧକୁ ଡେଇଁଲା ଚାଇନା, ଇରାନୀ ଜାହାଜ ଜବତ ଉପରେ ଖୋଲାଖୋଲି ଭାବେ କଲା ମୁକାବିଲା

ଓ୍ବାଶିଂଟନ୍‌,୨୦।୪: ଇରାନ-ଆମେରିକା ବିବାଦର ସମାଧାନ ପାଇଁ ଇସଲାମାବାଦରେ ଆଲୋଚନା ଚାଲିଥିବାବେଳେ, ଇରାନ ନିଶ୍ଚିତ କରିଛି ଯେ ଆମେରିକା ଏହାର ଏକ ବାଣିଜ୍ୟ ଜାହାଜ, ଟୋସ୍କାକୁ ଜବତ କରିଛି।…

ଆସୁଥିଲେ ଅଜା-ନାତି, ଧକ୍କା ଦେଲା ଅଟୋ: ଆଉ ତା’ପରେ ଘଟିଲା…

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଗାଲେରୀ ଗ୍ରାମ ପୂର୍ବରୁ ଏକ ଅଟୋ ଓ ବାଇକ ମଧ୍ୟରେ ସୋମବାର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ…

ଭାରସାମ୍ୟ ହରାଇ ପିଟି ହେଲା ବାଇକ୍, ଗଛରେ ଲାଗିଗଲା ମୁଣ୍ଡର ଖପୁରି

ମୋହନା,୨୦।୪(ମନ୍ମଥ ମିଶ୍ର): ଭାରସାମ୍ୟ ହରାଇ ଗଛକୁ ପିଟି ହେଲା ବାଇକ୍ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଡେକାପଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri