
ନୂଆପଡା ଅଫିସ,୨୦ା୪: ନୂଆପଡା ମହାମାୟା ସାଇନ୍ସ ଆଣ୍ଡ ଟେକନିକାଲ ସାଇନ୍ସ ସଂଗଠନ ତରଫରୁ ମୁଖ୍ୟମନ୍ତ୍ରୀଙ୍କ କରୋନା ସହାୟତା ପାଣ୍ଠିକୁ ୧ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ସୋମବାର ଜିଲାପାଳ ମଧୁସ୍ମିତା ସାହୁଙ୍କୁ ସଂଗଠନ ତରଫରୁ ସମ୍ପାଦକ ଟଙ୍କଧର ସାହୁ ସହାୟତା ଚେକ ପ୍ରଦାନ କରିଛନ୍ତି।
ନୂଆପଡା ଅଫିସ,୨୦ା୪: ନୂଆପଡା ମହାମାୟା ସାଇନ୍ସ ଆଣ୍ଡ ଟେକନିକାଲ ସାଇନ୍ସ ସଂଗଠନ ତରଫରୁ ମୁଖ୍ୟମନ୍ତ୍ରୀଙ୍କ କରୋନା ସହାୟତା ପାଣ୍ଠିକୁ ୧ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ସୋମବାର ଜିଲାପାଳ ମଧୁସ୍ମିତା ସାହୁଙ୍କୁ ସଂଗଠନ ତରଫରୁ ସମ୍ପାଦକ ଟଙ୍କଧର ସାହୁ ସହାୟତା ଚେକ ପ୍ରଦାନ କରିଛନ୍ତି।
ଭୋଗରାଇ,୨୬ା୧୧(ଡି.ଏନ୍.ଏ.): କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ପକ୍ଷରୁ ଦିଆଯାଇଥିବା ଭାରତ ବନ୍ଦ ଡାକରା ବାଲେଶ୍ୱର ଜିଲା ଭୋଗରାଇ ବ୍ଲକରେ ମିଶ୍ରିତ ପ୍ରଭାବ ପଡ଼ିଛି। ଥାନାଛକଠାରେ ଆନ୍ଦୋଳନକାରୀମାନେ ମୁଖ୍ୟ...
ନୂଆଦିଲ୍ଲୀ,୫।୪: କରୋନା ସଂକ୍ରମଣ ଯୋଗୁ ଭାରତରେ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି । ସଂକ୍ରମିତଙ୍କୁ ଚିହ୍ନଟ କରିବା ଯାଞ୍ଚ୍ ବ୍ୟବସ୍ଥାରେ ଅଧିକ ଲାଗୁଥିବାରୁ...
ଭୁବନେଶ୍ୱର,୬।୫:(ବ୍ୟୁରୋ)-ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୭ରେ ପହଞ୍ଚିଛି। ତେବେ ଏହି ଆକ୍ରାନ୍ତଜଣକ ଗଂଜାମ ଜିଲାର...
ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୨ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୩୫୨ ରେ ପହଞ୍ଚିଥିବା...
ପୁରୀ ଅଫିସ,୫।୪: ଶ୍ରୀମନ୍ଦିର ରୋଷ ଚୁଲି ଭାଙ୍ଗିବା ଘଟଣାରେ ସୁରକ୍ଷାରେ ନିୟୋଜିତ ୪ ଜଣ ଜେଟିପିଙ୍କୁ ସିଂହଦ୍ୱାର ପୋଲିସ ପଚରାଉଚରା କରୁଛି। ସେହିପରି ସନ୍ଧ୍ୟାଧୂପ ପର୍ଯ୍ୟନ୍ତ...
ବିଶୋଇ,୨ା୮(ଡି.ଏନ୍.ଏ.)- ବିଶୋଇ ବ୍ଲକର ବିଭିନ୍ନ ସମସ୍ୟା ନେଇ ଶୁକ୍ରବାର ଭାଜପା ପକ୍ଷରୁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବିଭିନ୍ନ ଅଭିଯୋଗ ସମ୍ମିଳିତ...
କଟକ ଅଫିସ, ୨୩ା୧୧: ଆସନ୍ତା ବର୍ଷ ମାର୍ଚ୍ଚ ସୁଦ୍ଧା ବିଭିନ୍ନ ବିଭାଗରେ ଖାଲି ପଡ଼ିଥିବା ୨୫ଶହ ପଦବୀ ପୂରଣ କରିବା ପାଇଁ ଓଡ଼ିଶା ଲୋକସେବା...
ନୂଆଦିଲ୍ଲୀ,୨୬।୫: କରୋନା ଭାଇରସ୍ ଯୋଗୁ ସାରା ବିଶ୍ୱ ପ୍ରଭାବିତ ହୋଇଥିବାବେଳେ ଭାରତ ମଧ୍ୟ ଏଥିରୁ ବାଦ୍ ପଡ଼ିନାହିଁ। ଲକ୍ଡାଉନ ଯୋଗୁ ଦେଶର ଅର୍ଥନୀତିଠାରୁ ଆରମ୍ଭ କରି...