ମୁଖ୍ୟମନ୍ତ୍ରୀ ଦେଲେ ନିରଦେଶ: ଉପ୍‌କାର ପାଏଲେ ୪ ଅସାହା ଲୋକ୍‌

ଲାଠୋର, ୬ା୯ (ଡି.ଏନ୍‌.ଏ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗୀର ଜିଲାପାଲକୁଁ ଟୁଇଟର ଜରିଆରେ ୪ ଝନ୍‌ ଅସାହା ଲୁକ୍‌କୁ ଯେତେ ଜଲଦି ହେବା ସାହାଯ୍‌ ଯୁଗେଇ ଦେବାକେ ନିରଦେଶ ଦେଇଥିବାର ଜନାଯାଇଛେ। ମୁଖ୍ୟମନ୍ତ୍ରୀକଁର ନିରଦେଶ ଅନ୍‌ସାରେ ବଲାଙ୍ଗୀର ଜିଲାପାଲ ଇ ୪ ଝନ୍‌ ଅସାହା ଲୁକ୍‌କୁ ସାହାଯ୍‌ ଯୁଗେଇ ଦେଇଥିବାର ଜନାଯାଇଛେ।
ସୂଚନା ଅନ୍‌ସାରେ ଗଲା ୧୮ା୮ା୨୦୧୯ ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ‘କୁଲି ମଜୁରି କରି କୁଟୁମ୍‌ ପୁଷୁଛେ ପୁଓ’, ତା.୨୬ା୮ା୨୦୧୯ରେ ‘ପଲିଥିନ୍‌ ତଲେ ମୁଡ଼ ଗୁଁଜିଛନ୍‌ ୭ ପରାନୀ କୁଟୁମ୍‌’, ତା.୨୭ା୮ା୨୦୧୯ରେ ‘ବିପଦ୍‌ ମୁଢ଼େଇ ଦଦ୍‌ରା ଘରେ ରହୁଛନ୍‌ ଅସାହା ଦମ୍ପତି’, ତା.୩୦ା୮ା୨୦୧୯ରେ ‘ଚିକିଛା ସାହାଯ୍‌ ଲାଗି ମା’ବାପ୍‌ର ଆକୁଲ ନିବେଦନ’ ଶୀରଷକ୍‌ରେ ଖବର ବାହାରିଥିଲା। ଇ ଖବରମାନ ବାହାରଲା ଉତାରୁ ବରଗଡ଼ ଜିଲା ପାଇକମାଲ ବ୍ଲକ ଅଧୀନ ଟେମରି ଗଁାର ସାମାଜିକ କରମୀ ଦୀପା ବାରିକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବଲାଙ୍ଗୀର ଜିଲାପାଲକୁଁ ଟୁଇଟ୍‌ କରି ସାହାଯ୍‌ ଯୁଗେଇ ଦେବାକେ ଅନୁରୋଧ କରିଥିଲେ। ତାକର ଅନୁରୋଧକେ ମୁଖ୍ୟମନ୍ତ୍ରୀ ଗୁରୁତ୍‌ ଦେଇଥିଲେ। ଭିନେ ଭିନେ ସମସିଆରେ ପୀଡ଼ିତଥିବାର ୪ ଝନ୍‌କୁ ଯେତେ ଜଲଦି ହେବା ସାହାଯ୍‌ ଯୁଗେଇ ଦେବାକେ ମୁଖ୍ୟମନ୍ତ୍ରୀ ବଲାଙ୍ଗୀର ଜିଲାପାଲକୁଁ ନିରଦେଶ ଦେଇଥିଲେ। ବଲାଙ୍ଗୀର ଜିଲାପାଲକଁର ନିରଦେଶ ଅନ୍‌ସାରେ ତୁରେକେଲା ବିଡିଓ ପ୍ରଭାତ କୁମାର ସାହୁ ହଲନଭଟା ପଁଚେତ୍‌ ଅଧୀନ ଖଲି ଗଁାର ଅସାହା ସୁବନ ତାଣ୍ଡିକୁଁ ବିଜୁ ପକ୍କାଘର ଯୁଗେଇ ଦେବାକେ ମଂଜୁର କରିଛନ୍‌। ସେନ୍‌ତା ଖପ୍ରାଖୋଲ ବିଡିଓ ତରଣୀ ସୁନା ଲାଠୋର ପଁଚେତ୍‌ ସଦର ଗଁାର ଗୁଦାମପଡ଼ାର ଭଗବାନ ଛତ୍ରିଆକୁଁ ବିଜୁ ପକ୍କାଘର ଯୁଗେଇ ଦେବାକେ ମଂଜୁର କରିଛନ୍‌। ରୋଗ୍‌ରେ ପୀଡ଼ିତ ମେହେରପଡ଼ାର ପୁଷ୍ପାଞ୍ଜଳି ମେହେର ଆର ପିପଲବାହାଲ ଗଁାର ଜୟ ମେହେରକୁଁ ପଁଚେତ୍‌ ପଁାଠିରୁ ୫ ହଜାର ଟଁକା ଲେଖେଁ ସାହାଯ୍‌ ଯୁଗେଇ ଦେଇଛନ୍‌। ସେନ୍‌ତା ସରକାରୀ ନିୟମ ହିସାବେ ଦୁଇ ରୁଗୀକୁଁ ଉଚ ଚିକିଛା ଲାଗି ବଡ଼ ଡାକ୍‌ତରଖାନା ପଠାଯିବା ବଲି ସେ କଥା ଦେଇଥିବାର ଜନାଯାଇଛେ। ଇ ମହତ୍‌ କାଯ୍‌ ଲାଗି ୪ ପୀଡ଼ିତ ପରିବାରର ଲୋକ୍‌, ଅଂଚଲବାସୀ ମୁଖ୍ୟମନ୍ତ୍ରୀ, ବଲାଙ୍ଗୀର ଜିଲାପାଲ, ସାମାଜିକ କରମୀ ଦୀପା ବାରିକ ଆର ଧରିତ୍ରୀ ଖବର କାଗଜକେ ଧଏନ୍‌ବାଦ ଜନେଇଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଧ୍ରରେ ଫସି ରହିଛନ୍ତି ୨୫୦ ଶ୍ରମିକ

ବରଗଡ଼ ଅଫିସ୍‌,୨୯।୪: ଲକ୍‌ ଡାଉନ୍‌ ଯୋଗୁ ରାଜ୍ୟ ବାହାରକୁ ଯାଇଥିବା ଶ୍ରମିକଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ଏହି କ୍ରମରେ ବରଗଡ଼ ଓ ବଲାଙ୍ଗୀର ଜିଲାରୁ ଆନ୍ଧ୍ର...

ଗାନ୍ଧୀଛକରେ ବୈଜୟନ୍ତ ପଣ୍ଡାଙ୍କ କୁଶପୁତ୍ତଳିକା ଦାହ

ଭବାନୀପାଟଣା,୨୧।୧୦(ଡି.ଏନ.ଏ.): ଭାଜପା ନେତା ବୈଜୟନ୍ତ ପଣ୍ଡା ସୋସିଆଲ ମଡିଆରେ ଓଡ଼ିଶା ଭଳି ଏକ ଶାନ୍ତି ପ୍ରିୟ ରାଜ୍ୟକୁ ପାକିସ୍ତାନ ସହ ତୁଳନା କରିବା ଘଟଣାକୁ ତୀବ୍ର...

ନାବାଳିକାଙ୍କୁ ବଳାତ୍କାର କରି ବନ୍ଧା ହେଲେ

ସୁନ୍ଦରଗଡ଼,୨୦।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଅଞ୍ଚଳରେ ଜଣେ ୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ...

ପୁରୀ ପୋଲିସର ଡବଲ ଏନ୍‌କାଉଣ୍ଟର:ମୋଷ୍ଟ ଓ୍ବାଣ୍ଟେଡ ଟିକି ଖାଁ, ବିଶ୍ୱରଞ୍ଜନ ସାହୁ ଆହତ

ପୁରୀ ଅଫିସ, ୧୧-୯:ପୁରୀର ବିକାଶ ପାଇଁ ଶ୍ରୀମନ୍ଦିର ଚର୍ତୁପାର୍ଶ୍ୱରୁ ଉଚ୍ଛେଦ କାର୍ଯ୍ୟ ଚାଲିଥିବାବେଳେ ପୁରୀକୁ ଅପରାଧ ମୁକ୍ତ କରିବା ଲାଗି ପୋଲିସ ପକ୍ଷରୁ ଆରମ୍ଭ ହୋଇଛି...

ପୃଥକ୍‌ ଦୁର୍ଘଟଣାରେ ଚାଲିଗଲା ୪ ଜୀବନ

ମୁନିଗୁଡ଼ା/ଟିକିରି,୭ା୧୨(ଡି.ଏନ୍‌.ଏ.)-ରାୟଗଡ଼ା ଜିଲାରେ ପୃଥକ୍‌ ଦୁର୍ଘଟଣାରେ ସୋମବାର ୪ଜଣଙ୍କ ମୃତ୍ୟୁ ଘଟିଛି। ମୁନିଗୁଡ଼ା ଥାନା ଅଧୀନ ଦେଓକୁଗୁଲି ଛକରେ ସୋମବାର ଦୁଇ ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି...

ଦରଦି ଚେହେରା ଜଗନ୍ନାଥ ବେହେରା: ଅନ୍ୟ ପାଇଁ ଲେଖୁଛନ୍ତି ଅଭିଯୋଗପତ୍ର

ବଅଁରପାଳ, ୨୮।୮-ପେଶାରେ ବ୍ୟବସାୟୀ ହେଲେ ବି ଗରିବ, ଅସହାୟ ମଣିଷଙ୍କ ପ୍ରତି ତାଙ୍କ ମଧ୍ୟରେ ଅଛି ଦରଦି ଭାବ। ଥାନା, କୋର୍ଟ, ବ୍ଲକ, ତହସିଲ ସମେତ...

ଖଣ୍ଡହତା ସେବା ସମବାୟ ସଭାପତିଙ୍କୁ ହତ୍ୟା ସନ୍ଦେହ

ଅମରପାଲି,୨୦।୯(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଖଣ୍ଡହତା ସେବା ସମବାୟ ସମିତିର ସଭାପତି ପ୍ରଦୀପ ବିଶ୍ୱାଳଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ପ୍ରଦୀପଙ୍କ ଘର ଖଣ୍ଡହତା...

ବିଏଡ୍‌ ପାଠ୍ୟକ୍ରମ ନାଁରେ ଜାଲିଆତି

ବାଲେଶ୍ୱର ଅଫିସ, ୧୨।୧୨: ବାଲେଶ୍ୱର ସହର ପଢୁଆଁପଦାସ୍ଥିତ ସିଆଇଏମ୍‌ଆଇଟି ଅନୁଷ୍ଠାନ ବିଏଡ୍‌ ପାଠ୍ୟକ୍ରମ ନାଁରେ ଶତାଧିକ ଛାତ୍ରୀଛାତ୍ରଙ୍କୁ ଶୋଷଣ କରୁଥିବା ଶନିବାର ସହଦେବଖୁଣ୍ଟା ମଡ଼େଲ ଥାନାରେ ଲିଖିତ...

Advertisement
Archives

Model This Week