Posted inଜାତୀୟ

ମୁଖ୍ୟମନ୍ତ୍ରୀ ପାଇଁ ରାହୁଲ ଗାନ୍ଧୀଙ୍କଠାରୁ ୧୦ ଗୁଣା ଅଧିକ ଯୋଗ୍ୟ ଆଦିତ୍ୟ ଠାକରେ: ସୁବ୍ରମଣ୍ୟମ ସ୍ବାମୀ

ନୂଆଦିଲ୍ଲୀ,୨୯।୧୦: ମହାରାଷ୍ଟ୍ରରେ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଶିବସେନା ମଧ୍ୟରେ ମେଣ୍ଟ ହୋଇଛି। ହେଲେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଏପର୍ଯ୍ୟନ୍ତ ଏମାନଙ୍କ ଭିତରେ ଅଙ୍କକଷା ଛିଡି ପାରୁ ନାହିଁ। ଏତିକି ବେଳେ ଭାଜପା ନେତା ସୁବ୍ରମଣ୍ୟମ ସ୍ବାମୀଙ୍କ ବୟାନ ଚର୍ଚ୍ଚାର ପରିସରକୁ ଆସିଯାଇଛି। ସେ କହିଛନ୍ତି ବାଲା ସାହେବ ଠାକରେ ଚାହୁଁଥିରେ ତାଙ୍କ ପରିବାରର କେହି ଜଣେ ସଦସ୍ୟ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହୁଅନ୍ତୁ। ଏବେ ଆଦିତ୍ୟ ଠାକରେଙ୍କ ପାଖରେ ସେହିସବୁ ଗୁଣ ପରିଲକ୍ଷିତ ହେଉଛି ଯିଏକି ମୁଖ୍ୟମନ୍ତ୍ରୀ ପାଇଁ ଯୋଗ୍ୟ। ଆଦିତ୍ୟଙ୍କ ପାଖରେ ଯଦି ଅଭିଜ୍ଞତା ଥିବା ମନ୍ତ୍ରିମଣ୍ଡଳ ରହିବେ ତେବେ ତାଙ୍କୁ ମହାରାଷ୍ଟ୍ର ସରକାର ଚଳାଇବାରେ ସେମିତି କିଛି ଅସୁବିଧା ହେବନାହିଁ। କାରଣ ରାହୁଲ ଗାନ୍ଧୀଙ୍କ ଅପେକ୍ଷା ଆଦିତ୍ୟ ମୁଖ୍ୟମନ୍ତ୍ରୀ ପଦ ପାଇଁ ଅଧିକ ଯୋଗ୍ୟତା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜମ୍‌ ଖାନ୍‌ ଗୁରୁତର

ଲକ୍ଷ୍ନୌ, ୩୦।୫ : ସମାଜବାଦୀ ପାର୍ଟି ନେତା ଆଜମ୍‌ ଖାନ୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ସେ ଅକ୍ସିଜେନ୍‌ ସପୋର୍ଟରେ ରହିଥିବା ଲକ୍ଷ୍ନୌସ୍ଥିତ ମେଦାନ୍ତ ହସ୍ପିଟାଲ ପକ୍ଷରୁ...

ବାପାଙ୍କ ମୁକ୍ତି ଲାଗି ସୁପ୍ରିମକୋର୍ଟ ଗଲେ ୨ନାବାଳକ

ନୂଆଦିଲ୍ଲୀ,୧।୫: କୋଭିଡ୍‌-୧୯ ମହାମାରୀର ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର କ’ଣ ସବୁ ପଦକ୍ଷେପ ନେଇଛନ୍ତି ବୋଲି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ପ୍ରଶ୍ନ କରି...

ସୋସିଆଲ୍‌ ମିଡିଆରେ ସିବିଆଇ

ନୂଆଦିଲ୍ଲୀ,୩।୧୦(ପି.ଟି.): ଇଣ୍ଟରପୋଲ୍‌ର ୯୦ତମ ସାଧାରଣ ସଭା ଆସନ୍ତା ଅକ୍ଟୋବରରୁ ୩ ଦିନ ଧରି ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏହା ପୂର୍ବରୁ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)...

ପ୍ରେମ ପାଇଁ ଛାଡ଼ିଲେ ବନ୍ଧୁକ: ମାଓବାଦୀ ସଂଗଠନକୁ ପଛରେ ପକାଇ କଲେ ବିବାହ

ବସ୍ତର,୨।୩: ପ୍ରେମ କୌଣସି ପ୍ରତିବନ୍ଧକ ମାନେନା। ଏହାର ସଦ୍ୟତମ ଉଦାହରଣ ସୃଷ୍ଟି କରିଛନ୍ତି ମାଓବାଦୀ ସଂଗଠନରେ କାମ କରୁଥିବା ପ୍ରେମୀଯୁଗଳ। ମାଓବାଦୀ ସଂଗଠନରେ ପ୍ରେମ ଅବା...

ଦିଲ୍ଲୀରେ କଂଗ୍ରେସକୁ ଝଟ୍‌କା

ନୂଆଦିଲ୍ଲୀ,୨।୮: ଦିନକୁ ଦିନ କଂଗ୍ରେସ ତା’ର ଶକ୍ତି ହରାଉଛି ବୋଲି ଆଲୋଚନା ହେଉଛି। କାରଣ ଲୋକ ସଭା ନିର୍ବାଚନ ପୂର୍ବରୁ ହେଉ ଅବା ପରେ କଂଗ୍ରେସର...

ଆଗରେ ମୁଖ୍ୟମନ୍ତ୍ରୀ

ଚମ୍ପାୱତ,୩।୬: ଉତ୍ତରାଖଣ୍ଡର ଚମ୍ପାୱତ ଆସନରେ ଉପ-ନିର୍ବାଚନ ପାଇଁ ମତଗଣନା ଚାଲିଛି। ଶୁକ୍ରବାର ସକାଳ ୮ଟାରୁ ଆରମ୍ଭ ହୋଇଥିବା ମତଗଣନାରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଆଗରେ...

ଚିଦାମ୍ବରମ୍‌ଙ୍କ ବିରୋଧରେ କାର୍ଯ୍ୟ କରି ଭୀରୁତାର ପରିଚୟ ଦେଇଛନ୍ତି ମୋଦି ସରକାର: ପ୍ରିୟଙ୍କା

ନୂଆଦିଲ୍ଲୀ,୨୧।୮: ଆଇଏନ୍‌ଏକ୍ସ ମିଡ଼ିଆ ମାମଲାରେ ପି. ଚିଦାମ୍ବରମ୍‌ଙ୍କୁ ଜାଣିଶୁଣି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଜଡ଼ିତ କରିବାକୁ ଚାହଁୁଛନ୍ତି। ଏଭରି କରି ମୋଦି ସରକାର ନିଜର...

ସିତ୍ରାଙ୍ଗ ପ୍ରଭାବ: ଭୁଶୁଡିଲା ମା’ଙ୍କ ତୋରଣ

କୋଲକାତା,୨୪।୧୦: ପଶ୍ଚିମବଙ୍ଗର କୋଚ ବେହାରଠାରେ କାଳୀ ପୂଜା ପାଇଁ ସ୍ଥାପିତ ହୋଇଥିବା ପୂଜା ତୋରଣ ପ୍ରବଳ ପବନ ଯୋଗୁଁ ଭୁଶୁଡି ପଡିଛି। ସମ୍ଭାବ୍ୟ ବାତ୍ୟା ସିତ୍ରାଙ୍ଗ...

Advertisement
Archives

Model This Week