ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ୫ଲକ୍ଷ ଦେଲା ଅରୁନ୍ଧତୀ ଗ୍ରୁପ୍‌

ବଲାଙ୍ଗୀର ଅଫିସ, ୨୯ା୩- ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇଥିବା କରୋନା ମହାମାରୀ ମୁକାବିଲା ପାଇଁ ଏବେ ସରକାରୀ ଓ ବେସରକାରୀସ୍ତରରେ ପ୍ରୟାସ ଆରମ୍ଭ ହୋଇଛି । ଏହି ମହତ୍‌ କାର୍ଯ୍ୟରେ ସହଯୋଗ କରିବାକୁ ରାଜ୍ୟର ଅନ୍ୟତମ ଅଗ୍ରଣୀ ବ୍ୟବସାୟିକ ପ୍ରତିଷ୍ଠାନ ଅରୁନ୍ଧତୀ ଗ୍ରୁପ୍‌ ଆଗେଇ ଆସିଛି । ଅରୁନ୍ଧତୀ ଗ୍ରୁପ୍‌ ସିଏସ୍‌ଆର ପାଣ୍ଠିରୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ୫ ଲକ୍ଷ ଟଙ୍କାର ଚେକ୍‌ ପ୍ରଦାନ କରାଯାଇଛି । ଅରୁନ୍ଧତୀ ଗ୍ରୁପ୍‌ ମ୍ୟାନେଜିଂ ଡାଇରେକ୍ଟର ବ୍ରହ୍ମାନନ୍ଦ ମେହେର ଓ ଡାଇରେକ୍ଟର ଅଚ୍ୟୁତାନନ୍ଦ ମେହେର ରବିବାର ବଲାଙ୍ଗୀର ଜିଲାପାଳ ଅରିନ୍ଦମ ଡାକୁଆଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠି ଉଦ୍ଦେଶ୍ୟରେ ୫ ଲକ୍ଷ ଟଙ୍କାର ଚେକ୍‌ ପ୍ରଦାନ କରଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରିତ୍ୟକ୍ତ ଅବସ୍ଥାରେ ସରଳାପଦର ପୁଷ୍କରିଣୀ

ବାଲୁଗାଁ,୧୩।୧୦(ଡି.ଏନ୍‌.ଏ.): ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ୧୧ନଂ. ୱାର୍ଡ଼ ସରଳାପଦର ଗ୍ରାମ ସଂଲଗ୍ନ ତଥା ୫ନଂ ଜାତୀୟ ରାଜପଥ ପାର୍ଶ୍ୱ ରହିଥିବା ବହୁ ପୁରାତନ...

ରାଷ୍ଟ୍ରୀୟ ଦଳିତ ପଛୁଆବର୍ଗ ମହାସଂଘର ପୁଣି ଧାରଣା

ବାରଙ୍ଗ, ୨।୧୦(ଡି.ଏନ୍‌.ଏ.): ଜମି ଜାଲିଆତି ନେଇ ନ୍ୟାଯ୍ୟ ଦାବି ନ ମିଳିବା ଓ ପ୍ରଶାସନ ପ୍ରତିଶ୍ରୁତି ଦେଇ ପୂରଣ କରୁ ନ ଥିବା ପ୍ରତିବାଦରେ ରାଷ୍ଟ୍ରୀୟ...

ପୁଣି ରାକେଶ ହେଲେ ଗଞ୍ଜାମ ଏନ୍‌ଏସି ଛାତ୍ର ବିଜେଡି ସଭାପତି

ଗଞ୍ଜାମ,୧୭।୩(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସି ବିଜୁ ଜନତା ଦଳ ଛାତ୍ର ସଭାପତି ଭାବେ ପୁଣି ରାକେଶ ରଞ୍ଜନ ଦାସ(ସିଲୁ ) ମନୋନୀତ ହୋଇଛନ୍ତି l ଛାତ୍ର ଜୀବନରୁ...

ଲଘୁ ଖଣିଜ ଚୋରାଚାଲାଣ ରୋକିବାକୁ ଗୁରୁତ୍ୱ

ଜଗତ୍‌ସିଂହପୁର ଅଫିସ, ୨୭।୪: ଜଗତ୍‌ସିଂହପୁର ଜିଲାର ରାଜସ୍ବ ସମୀକ୍ଷା ବୈଠକ ମଙ୍ଗଳବାର ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟଜିତ୍‌...

ମିଶନ ଶକ୍ତି ଗ୍ରୁପ୍‌କୁ ବିନା ସୁଧରେ ୩ଲକ୍ଷ ଋଣ

ଭଞ୍ଜନଗର,୨୦।୧୧(ଡି.ଏନ.ଏ): ମହିଳାମାନଙ୍କୁ ସ୍ବାବଲମ୍ବୀ କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କରୁଛନ୍ତି। ଯୋଜନାର ସଫଳତା ଯୋଗୁ ମହିଳାମାନେ ଆଜି ଆତ୍ମନିର୍ଭରଶୀଳ ହୋଇପାରିଛନ୍ତି । ସେମାନଙ୍କ ଆର୍ଥତ୍କ...

ପୁତୁରାଙ୍କୁ ଆକ୍ରମଣ ମାମଲା:ଦାଦାଙ୍କୁ ୬ ବର୍ଷ ଜେଲ୍‌,୧୦ ହଜାର ଜରିମାନା

ଭଦ୍ରକ ଅଫିସ, ୨୨।୬ – ଭଦ୍ରକ ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶୁକ୍ରବାର ପୁତୁରାକୁ ମରଣାନ୍ତକ ଆକ୍ରମଣ ମାମଲାର ବିଚାର କରି ଦାଦା ବାସୁଦେବପୁର ଥାନା...

ଡୁବୁରୀ-ସୁକିନ୍ଦା ୫୩ ନମ୍ବର ଜାତୀୟ ରାଜପଥ :ମରାମତି ଦାବି କଲା ବ୍ୟବସାୟୀ ସଂଘ

ଡୁବୁରୀ,୪-୯(ଡି.ଏନ୍‌.ଏ.)- ଡୁବୁରୀ-ସୁକିନ୍ଦା ୫୩ ନମ୍ବର ଜାତୀୟ ରାଜପଥ ମରାମତି ଓ ରକ୍ଷଣାବେକ୍ଷଣ ଅଭାବରୁ ଶୋଚନୀୟ ହୋଇପଡିଛି। ଡୁବୁରୀ-ସୁକିନ୍ଦା ୯ କିଲୋମିଟର ପାଖାପାଖି ରାସ୍ତାର ଅଧିକାଂଶ ସ୍ଥାନ...

ରେଳଧାରଣାରୁ ଫୁଟବଲ୍‌ ଖେଳାଳିଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର,୧୫।୧୦(ସ୍ବ.ପ୍ର.): କେନ୍ଦୁଝର ସଦର ଥାନାର ଧାତିକା ଗାଁ ନିକଟ ରେଳଧାରଣାରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣଙ୍କ ହେଲେ ଧାତିକା ଗାଁର ତୁଳସୀ...

Advertisement
Archives

Model This Week