ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଓଏସ୍‌ବିସିଏଲ୍‌ ଦେଲା ୫ କୋଟି

ଭୁବନେଶ୍ୱର,୨୭। ୩:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରିଲିଫ୍‌ ପାଣ୍ଠିକୁ ଓଡ଼ିଶା ଷ୍ଟେଟ ବେଭରେଜେସ କର୍ପୋରେଶନ ଲିମିଟେଡ(ଓଏସ୍‌ବିସିଏଲ୍‌)ପକ୍ଷରୁ ୫ କୋଟି ଟଙ୍କା ପ୍ରଦାନ କରାଯାଇଛି। କୋଭିଡ-୧୯ର ପ୍ରତିରୋଧ କରିବା ଲାଗି କମ୍ପାନୀ ପକ୍ଷରୁ ଏଭଳି ଯୋଗଦାନ ରଖାଯାଇଥିବା କୁହାଯାଇଛି। ବାତ୍ୟା ଫନୀ ସମୟରେ ମଧ୍ୟ ଏହା ରିଲିଫ ପାଣ୍ଠିକୁ ୫ କୋଟି ଟଙ୍କା ପ୍ରଦାନ କରିଥିଲା। ଏହାବାଦ ଆର୍ଥତ୍କ ବର୍ଷ ୨୦୧୮-୧୯ ବର୍ଷ ଲାଗି ଲାଭାଂଶ ବାବଦ ଏହା ୮.୯୯ କୋଟି ଟଙ୍କା ସରକାରଙ୍କୁ ପ୍ରଦାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ବିଆଇ-ଟାଇଟାନର କଣ୍ଟାକ୍ଟଲେସ୍‌ ପେମେଣ୍ଟ ଓ୍ବାଚ୍‌

ଭୁବନେଶ୍ୱର,୧୭।୯: ଟାଇଟନ କମ୍ପାନୀ ଲିମିଟେଡ୍‌ ପକ୍ଷରୁ ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ) ସହଯୋଗରେ ଏକ ଭିନ୍ନ ଧରଣର ଓ୍ବାଚ୍‌ ପ୍ରସ୍ତୁତ କରାଯାଇଛି। ଏହାଦ୍ୱାରା କଣ୍ଟାକ୍ଟଲେସ୍‌...

ପେନଶନ ଦେବାକୁ ରେଲଓ୍ବେର ଅର୍ଥ ନାହିଁ

ନୂଆଦିଲ୍ଲୀ,୨୫।୭: କରୋନା ଯୋଗୁ ଦେଶରେ ରେଳ ଚଳାଚଳ ପ୍ରଭାବିତ ହୋଇ ରହିଛି। ଦେଶ ମଧ୍ୟରେ ଜରୁରୀ ଭିତ୍ତିରେ ମାତ୍ର କିଛି ଟ୍ରେନ ଚାଲୁଛି। ଏଥି ଯୋଗୁ...

ବ୍ୟାଙ୍କିଙ୍ଗ ସିଷ୍ଟମକୁ ନେଇ ଶକ୍ତିକାନ୍ତଙ୍କ ପରାମର୍ଶ; ଭୟଭୀତ ହେବାର ଆବଶ୍ୟକତା ନାହିଁ

ମୁମ୍ବାଇ,୫-୧୦: ଦେଶର ବ୍ୟାଙ୍କିଙ୍ଗ ବ୍ୟବସ୍ଥାକୁ ନେଇ ଲୋକଙ୍କ ମନରେ ବିଭିନ୍ନ ଆଶଙ୍କା ଉପୁଜୁଥିବା ବେଳେ ଏହାକୁ ନେଇ ରିଜର୍ଭ ବ୍ୟାଙ୍କଗଭର୍ନର ନିଜର ପ୍ରତିକ୍ରିୟା ରଖିଛନ୍ତି। ବ୍ୟାଙ୍କିଙ୍ଗ...

ରେଲଓ୍ବେର ଘରୋଇକରଣ ଉଦ୍ୟମକୁ ୟୁନିୟନର ବିରୋଧ

ନୂଆଦିଲ୍ଲୀ,୮ା୭: ଭାରତୀୟ ରେଲଓ୍ବେର ଘରୋଇକରଣ ଉଦ୍ୟମକୁ ରେଲଓ୍ବେ ୟୁନିୟନ ବିରୋଧ କରିଛି। ନ୍ୟାଶନାଲ ଫେଡେରେଶନ ଅଫ୍‌ ଇଣ୍ଡିଆନ ରେଲଓ୍ବେମେନ ପକ୍ଷରୁ ଏହାକୁ ବିରୋଧ କରି ସାରା...

ଫାସଟ୍ୟାଗ୍ସ ଦ୍ୱାରା ଟୋଲ ସଂଗ୍ରହରେ ୪୬ ପ୍ରତିଶତ ବୃଦ୍ଧି…

ନୂଆଦିଲ୍ଲୀ,୨୪।୧ : ଫାସଟ୍ୟାଗ୍ସ ମାଧ୍ୟମରେ, ଗତ କିଛି ବର୍ଷ ମଧ୍ୟରେ ଟୋଲ ସଂଗ୍ରହରେ ବୃଦ୍ଧି ଘଟିଛି । ୨୦୨୧ ବର୍ଷ ତୁଳନାରେ, ୨୦୨୨ରେ ଟୋଲ ସଂଗ୍ରହରେ...

୨୦୧୭ ତୁଳନାରେ କମ୍‌ ହୋଇଛି ୫୯୭ ଏଟିଏମ୍‌

ମୁମ୍ବାଇ,୯-୬: ଦେଶରେ ଏଟିଏମ୍‌ ସଂଖ୍ୟା ୨୦୧୭ ତୁଳନାରେ ୨୦୧୯ରେ କମିଛି ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ରିପୋର୍ଟରେ ପ୍ରକାଶ କରାଯାଇଛି। ୨୦୧୯ରେ ଏହି ସଂଖ୍ୟା ୫୯୭...

ନ୍ୟୁ ୟେକିଂ ପିଟି ଲିମିଟେଡ୍‌ ସହ ଜେଏସ୍‌ଏଲ୍‌ ରାଜିନାମା

ନୂଆଦିଲ୍ଲୀ,୩୦।୩: ଦେଶର ସର୍ବବୃହତ୍‌ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ଉତ୍ପାଦନକାରୀ କମ୍ପାନୀ ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌) ନିକେଲର ଦୀର୍ଘକାଳୀନ ଉପଲବ୍ଧତାକୁ ସୁନିଶ୍ଚିତ କରିବା ପାଇଁ ଏକ ପ୍ରମୁଖ...

ସୁବ୍ରମଣ୍ୟମ୍‌ ନୀତି ଆୟୋଗର ନୂଆ ସିଇଓ

ନୂଆଦିଲ୍ଲୀ,୨୧।୨: ବରିଷ୍ଠ ପ୍ରଶାସନିକ ଅଧିକାରୀ ବିଭିଆର୍‌ ସୁବ୍ରମଣ୍ୟମଙ୍କୁ ସୋମବାର କେନ୍ଦ୍ର ସରକାର ନୀତି ଆୟୋଗର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ନିଯୁକ୍ତ କରିଛନ୍ତି। ବିଶେଷକରି...

Advertisement
Archives

Model This Week