ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଦାନ

ବଲାଙ୍ଗୀର ଅଫିସ, ୨୨ା୪: କରୋନା ପରିସ୍ଥିତିର ମୁକାବିଲା ପାଇଁ ସମ୍ବଲପୁର ଧର୍ମାଞ୍ଚଳ, ଉତ୍ତର ଭାରତ ମଣ୍ଡଳୀ ପକ୍ଷରୁ ୧ଲକ୍ଷ ଟଙ୍କା ଚେକ୍‌ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ପ୍ରଦାନ କରାଯାଇଛି। ଏହି ସହାୟତା ରାଶି ବଲାଙ୍ଗୀର ଅତରିକ୍ତ ଜିଲାପାଳ ଅନନ୍ତ ନାରାୟଣ ସିଂ ଲାଗୁରିଙ୍କୁ ପ୍ରଦାନ କରାଯାଇଛି। ସେହିପରି ବଲାଙ୍ଗୀର ଚଟିଆପାଲିସ୍ଥିତ ଇମାନୁୟେଲ ଚର୍ଚ୍ଚ ପକ୍ଷରୁ ମଧ୍ୟ ଏହି ରିଲିଫ ପାଣ୍ଠିକୁ ଚେକ୍‌ ଆକାରରେ ୧୦ ହଜାର ଟଙ୍କା ସହାୟତା ରାଶି ଅତିରିକ୍ତ ଜିଲାପାଳଙ୍କୁ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଇସ୍‌ ମିଲ୍‌ ନିର୍ମାଣକୁ ବିରୋଧ କଲେ ଗ୍ରାମବାସୀ

ପାଟଣା,୧।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ତହସିଲ ବଡ଼ପାଟଣା ପଞ୍ଚାୟତ କୁଆପଶି ମୌଜାରେ ୬ ଏକର ପରିମିତ ଜମିରେ ମେସର୍ସ ନାରାୟଣ ରାଇସ ମିଲ୍‌, ହୁଣ୍ଡଳା ତରଫରୁ...

ଜାଲ୍‌ ପଟ୍ଟାରେ ୧୦ ଲକ୍ଷ ଠକେଇ: ୩ ଗିରଫ

କଟକ ଅଫିସ,୩।୯: ଜାଲ୍‌ ଜମିପଟ୍ଟାରେ ଜଣେ ବ୍ୟକ୍ତିଙ୍କଠାରୁ ୧୦ ଲକ୍ଷ ଟଙ୍କା ଠକିନେବା ଅଭିଯୋଗରେ ଲାଲବାଗ ପୋଲିସ ଗୁରୁବାର ୩ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...

ସ୍ବାର୍ଥ ପାଇଁ ଗାନ୍ଧିଜୀଙ୍କୁ ବ୍ୟବହାର କରନାହିଁ

ବଲାଙ୍ଗୀର ଅଫିସ, ୨୨ା୧ – ସର୍ବଭାରତୀୟ ବହୁଭାଷୀ ମଞ୍ଚ ନାଟକ ସମାରୋହ ମଠଖାଇ ମହୋତ୍ସବର ତୃତୀୟ ସନ୍ଧ୍ୟାରେ ଛତିଶଗଡ ପ୍ରଦେଶ ରାୟଗଡର ଇଣ୍ଡିଆନ୍‌ ପିପୁଲ ଥିଏଟର...

ବେଆଇନ ମାଙ୍କଡ଼ା ପଥର ବୋଝେଇ ଗାଡ଼ି ଓଲଟିଲା

ବେଗୁନିଆ, ୨୩। ୮ (ଡି.ଏନ.ଏ.)- ବେଆଇନ ଭାବେ ପଥର ଖଣିରୁ ଗୁରୁବାର ବିଳମ୍ବିତ ରାତିରେ ମାଙ୍କଡା ପଥର ବୋଝେଇ କରି ପଳାଇ ଯାଉଥିବା ଏକ ମିନି...

ଶିମିଳିପାଳକୁ ଫେରୁନାହାନ୍ତି ବନ୍ୟପ୍ରାଣୀ

ବାରିପଦା ଅଫିସ,୧।୩: ଅଧିକାରୀଙ୍କ ଅପାରଗତାରୁ ଅସୁରକ୍ଷିତ ହୋଇ ପଡ଼ିଛି ଶିମିଳିପାଳ ଅଭୟାରଣ୍ୟ। ଶତ୍ରୁ ସାଜିଛନ୍ତି ଶିକାରୀ ଓ ବନ କର୍ମଚାରୀ। ଜୀବନ ବଞ୍ଚାଇବାକୁ ଦିଗହରା ହୋଇ...

ପଦଯାତ୍ରାରେ ରାଜଧାନୀ ବାହାରିଲେ ସେବାୟତ: ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଦାବି ଜଣାଇବେ

ବାରିପଦା ଅଫିସ,୨୯।୭- ବାରିପଦାକୁ ଦ୍ୱିତୀୟ ଶ୍ରୀକ୍ଷେତ୍ରର ମାନ୍ୟତା ସହିତ ପୂର୍ଣ୍ଣ କ୍ଷମତାପ୍ରାପ୍ତ ସ୍ଥାୟୀ ଦେବୋତ୍ତର ନିର୍ବାହୀ ନିଯୁକ୍ତି, ଦେବୋତ୍ତର ସମ୍ପତ୍ତିର ପୁନରୁଦ୍ଧାର ସହ ସୁରକ୍ଷା, ସେବାୟତମାନେ...

ବାରିପଦା ରଥଯାତ୍ରା ସମୟରେ ଯାନବାହନ ଚଳାଚଳରେ କଟକଣା

ବାରିପଦା ଅଫିସ,୨।୭- ପବିତ୍ର ରଥଯାତ୍ରା ସମୟରେ ବାରିପଦା ସହରରେ ପ୍ରବଳ ଜନସମାଗମ ପରିଲକ୍ଷିତ ହେଉଥିବାରୁ ସହର ମଧ୍ୟରେ ଯାନବାହନ ଚଳାଚଳ ଉପରେ ଜିଲା ପୋଲିସ ପ୍ରଶାସନ...

ଛାତ୍ରୀଙ୍କୁ ଅସଦାଚରଣ, ଶିକ୍ଷକ ଅଟକ

ବଇଣ୍ଡା, ୨୭ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ଅଞ୍ଚଳର ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଜଣେ ଶିକ୍ଷକ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି...

Advertisement
Archives

Model This Week