ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧ ଲକ୍ଷ ପ୍ରଦାନ

ବଇଣ୍ଡା, ୨୨ା୪(ଡି.ଏନ.ଏ.)- ଆଠମଲ୍ଲିକ ଉପଖଣ୍ଡ ବଇଣ୍ଡାଠାରେ ଥିବା ରାସ୍ତା ଓ ଗୃହ ନିର୍ମାଣ ସଂସ୍ଥାର ବିଭାଗୀୟ ଅଧିକାରୀ,  ସହକାରୀ ନିର୍ବାହୀ ଯନ୍ତ୍ରୀ ଓ ଠିକାଦାରଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯାଇଛି । ବିଭାଗର ଏସଡିଓ ଦାମୋଦର କୈବର୍ତ୍ତ, କନିଷ୍ଠଯନ୍ତ୍ରୀ ହିମାଂଶୁ ମହାଳିକ, ଠିକାଦାର ସଜନ କୁମାର ଅଗ୍ରଓ୍ବାଲା, ପ୍ରମୋଦ କୁମାର ପ୍ରଧାନ, ରୂପେଶ କୁମାର ପ୍ରଧାନ, ସୁନୀଲ କୁମାର ପ୍ରଧାନ, ଦୁ.େର୍ଯ୍ୟାଧନ ପ୍ରଧାନ, ରଞ୍ଜନ କୁମାର ସାହୁ ପ୍ରମୁଖ ଠିକାଦାର ଅର୍ଥ ଏକାଠି କରି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ଆକାଉଣ୍ଟରେ ଜମା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍‌ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…

ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ…

ପୁଣି ମେଳି କଲେ ଅରବିନ୍ଦ ମହାପାତ୍ରଙ୍କ ସମର୍ଥକ, ନିଲମ୍ବନର ପୁନଃବିଚାର କରିବାକୁ…

କେନ୍ଦ୍ରାପଡା, ୪ା୨ (ଜଗନ୍ନାଥ ଧଳ)- କେନ୍ଦ୍ରାପଡା ଜିଲା ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କୁ ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ଗତ ଜାନୁଆରୀ ୧୫ରୁ ଦଳର ସଦସ୍ୟତାରୁ…

ଜମିଜମା ବିବାଦରୁ ସଂଘବଦ୍ଧ ଆକ୍ରମଣ, ଯୁବକକୁ ଖଣ୍ଡାରେ ହାଣିଲେ

ଵ୍ରହ୍ମପୁର, ୪/୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଗୁଡିଆପାଳି ଛକ ନିକଟରେ ଯୁବକଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ ହୋଇଛି । ଗୁରୁତର…

କୀଟନାଶକ ପିଇ ଜୀବନ ହାରିଲେ ଛାତ୍ରୀ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମର ଜଣେ ଯୁକ୍ତ ୨ ଦିତୀୟବର୍ଷ ଛାତ୍ରୀ ଏସ.ଅନିତା ଦୋରା(୧୭) କୀଟନାଶକ ପିଇ…

ପୋଖରୀ ହୁଡ଼ାରେ ପ୍ୟାଣ୍ଟ ଶର୍ଟ, ପାଣି ଭିତରେ ମୃତଦେହ

ବଲାଙ୍ଗୀର,୪ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍ବବୃହତ ମହାରାଣୀ ପୋଖରୀ ପାଣିରେ ଭାସୁଥିବା ଏକ ମୃତଦେହକୁ ଜବତ କରିଛି ଅଗ୍ନିଶମ ବିଭାଗ। ସୂଚନାନୁଯାୟୀ, ଆଜି ଦିନ ବେଳେ…

ରେଳଷ୍ଟେଶନରେ ଦାଦନ ଶ୍ରମିକଙ୍କ ଗହଳି, ଶ୍ରମ ବିଭାଗ ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା,୪ା୨(ତୁମେଶ୍ଵର ସାହୁ): ଦିନକୁ ଦିନ ରାଜ୍ୟରେ ଦାଦନ ସମସ୍ୟା ବଢ଼ିବାରେ ଲାଗିଛି । ଦାଦନ ସମସ୍ୟା ବଲାଙ୍ଗୀର ଜିଲା ସମେତ କଳାହାଣ୍ଡି ଜିଲାରେ ମଧ୍ୟ ଦେଖିବାକୁ ମିଳିଛି।…

ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ବନ୍ଦ ହେବ ବେଆଇନ ମଦ କାରବାର! ଅବକାରୀ ଅଧୀକ୍ଷକଙ୍କୁ ଚିଠି

ଧର୍ମଶାଳା,୪।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ‘ମଦ’ ରେଡ୍‌ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଅବକାରୀ ନିର୍ଦ୍ଦେଶାଳୟ ପକ୍ଷରୁ ଅବକାରୀ ଅଧୀକ୍ଷକଙ୍କୁ ଚିଠିରେ ନିର୍ଦ୍ଦେଶ…

ନାବାଳିକାଙ୍କ ହାତଗୋଡ଼ ବାନ୍ଧି ବଳାତ୍କାର ଉଦ୍ୟମ କରି ଜଙ୍ଗଲରେ ଛାଡ଼ି ଦେଇଥିଲେ ୨ ଯୁବକ, ପୀଡ଼ିତାଙ୍କ ଏମିତି ବୟାନ ପରେ…

ତୁମୁଡ଼ିବନ୍ଧ,୪ା୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ବେଲଘର ଥାନା ଅଞ୍ଚଳର ୧୪ ବର୍ଷୀୟା ନାବାଳିକାଙ୍କ ସହ ଜଙ୍ଗଲରେ ଦୁଇ ଯୁବକଙ୍କ ବର୍ବରତା ସହ ନିର୍ଯାତନା ଘଟଣାରେ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri