ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଆର୍ଥତ୍କ ସହାୟତା

ଖଇରା,୨୭।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଅଗ୍ନିପୁର ଗ୍ରାମବାସୀ ଓ ମହିଳା ଗୋଷ୍ଠୀଙ୍କ ତରଫରୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଆର୍ଥତ୍କ ସହାୟତା ପ୍ରଦାନ କରାଯାଇଛି ା ଗ୍ରାମବାସୀ ନିଜ ସାମର୍ଥ୍ୟ ଅନୁଯାୟୀ ୬ହଜାର ୮୦ଟଙ୍କା ଆଦାୟ କରିବା ପରେ ୱାର୍ଡସଭ୍ୟ ମାୟାଧର ଜେନା ଓ ଅଜୟ ବେହେରାଙ୍କ ମାଧ୍ୟମରେ ପର୍ଯ୍ୟଟନ ସଂସ୍କୃତି ମନ୍ତ୍ରୀଙ୍କ ପ୍ରତିନିଧି ପ୍ରକାଶ ଲେଙ୍କାଙ୍କୁ ପ୍ରଦାନ କରିଥିଲେ। ସେହିଭଳି ଗ୍ରାମର ମା’ ବୁଢୀ ଜାଗୁଳାଇ ସ୍ବୟଂ ସହାୟିକା ଗୋଷ୍ଠୀ ତରଫରୁ ସଭାପତି ବାସନ୍ତୀ କାୟସ୍ଥଙ୍କ ତରଫରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧ହଜାର ୧ଶହ ଟଙ୍କା ପ୍ରଦାନ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ମନୋଜ ହତ୍ୟା ମାମଲା: କାର ଡ୍ରାଇଭର, କାମବାଲା ସହ ୩ ଜଣଙ୍କ ବୟାନ ରେକର୍ଡ

ବ୍ରହ୍ମପୁର ଅଫିସ,୭ା୬- ଆସିକା କଂଗ୍ରେସ ବିଧାୟକ ପ୍ରାର୍ଥୀ ମନୋଜ ଜେନା ହତ୍ୟା ଘଟଣାରେ ଗୁରୁବାର ୩ଜଣଙ୍କ ବୟାନ କୋର୍ଟରେ ରେକର୍ଡ କରାଯାଇଛି। ସେମାନେ ହେଲେ କାର...

ମୁସଲମାନ ବୋଲି ହେଲାନି ଡାଏଲିସିସ୍‌, ଚାଲିଗଲା ଜୀବନ

କଟକ ଅଫିସ୍‌,୩୦।୪: ମୁସଲମାନ ହୋଇଥିବା ଯୋଗୁ ଜଣେ କିଡ୍‌ନୀ ରୋଗୀଙ୍କୁ ଡାଏଲିସିସ୍‌ କରିବାକୁ ବୁଧବାର କଟକର ଏକ ଘରୋଇ ହସ୍‌ପିଟାଲ୍‌ କର୍ତ୍ତୃପକ୍ଷ ମନାକରି ଦେଇଥିଲେ। ପରେ...

ସ୍ବାସ୍ଥ୍ୟ ସେବା ସ୍ଥିତି ପରଖିଲେ ବିଧାନସଭା ଷ୍ଟାଣ୍ଡିଂ କମିଟି

ରାଇରଙ୍ଗପୁର/ବିଶୋଇ,୮ା୧୧(ଡି.ଏନ୍‌.ଏ.): ବିଧାନସଭା ସ୍ବାସ୍ଥ୍ୟ ବିଭାଗ ଷ୍ଟାଣ୍ଡିଂ କମିଟି ଗୁରୁବାର ରାଇରଙ୍ଗପୁର ଓ ବିଶୋଇ ଗସ୍ତ କରି ସ୍ବାସ୍ଥ୍ୟସେବା ପରଖିଛନ୍ତି। ଜଳେଶ୍ୱର ବିଧାୟକ ଅଶ୍ୱିନୀ ପାତ୍ରଙ୍କ ଅଧ୍ୟକ୍ଷତାରେ...

୬ ଲକ୍ଷ ଟଙ୍କାର କେନ୍ଦୁ ପତ୍ର ଜଳିଗଲା

ଜୁନାଗଡ,୨୨।୬(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ୍‌ ଚିଙ୍ଗୁଡିସର ପଞ୍ଚାୟତ ଝାରବନ୍ଧ ଗ୍ରାମରେ ଥିବା କେନ୍ଦୁପତ୍ର ଫଡିରେ ନିଆଁ ଲାଗି ଯାଇଛି। ଏଥିଯୋଗୁ ପ୍ରାୟ ୬ଲକ୍ଷ ଟଙ୍କାର କେନ୍ଦୁ...

କୋଟାରୁ ଫେରିଥିବା ଛାତ୍ରୀଛାତ୍ରଙ୍କ ସ୍ବାବ୍‌ ସଂଗ୍ରହ

ସୋନପୁର,୪।୫(ନି.ପ୍ର.): ଲକ୍‌ଡାଉନ୍‌ ଯୋଗୁଁ ରାଜସ୍ଥାନର କୋଟାରେ ଫସି ରହିଥିବା ସୁବର୍ଣ୍ଣପୁର ଜିଲାର ୩୭ ଛାତ୍ରୀଛାତ୍ର ସୋମବାର ସୋନପୁରରେ ପହଞ୍ଚତ୍ଛନ୍ତି । ୨ଟି ସ୍ବତନ୍ତ୍ର ବସ୍‌ରେ ମେଡିକାଲ...

ସଙ୍ଗରୋଧ କେନ୍ଦ୍ରରେ ବୃଦ୍ଧାଙ୍କ ମୃତ୍ୟୁ

ଧରାକୋଟ,୨ା୬(ଡି.ଏନ.ଏ.)-ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଜଗମୋହନ ପଞ୍ଚାୟତର ପୁଟୁ-ଗୋବର୍ଦ୍ଧନପୁର ପ୍ରାଥମିକ ବିଦ୍ୟାଳୟରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ସକାଳ ୯ ଟାରେ ଏହି ବିଦ୍ୟାଳୟ...

ବ୍ଲକର ଜମାଖାତାରୁ ଟଙ୍କା ଗାଏବ: ବ୍ୟାଙ୍କ ମ୍ୟାନେଜର ସହ ୩ ଗିରଫ, ୬ ମାସରେ ୧୨ ଲକ୍ଷ ୪୭ ହଜାର କରିଥିଲେ ଠକେଇ

ସମ୍ବଲପୁର,୨୯।୧୨(ବ୍ୟୁରୋ): ସମ୍ବଲପୁର ଜିଲା ଠେଲକୋଲି ଥାନା ଆଇସିଆଇସିଆଇ ବ୍ୟାଙ୍କ ବାମଲୋଇ ଶାଖାରେ ରେଙ୍ଗାଲି ବ୍ଲକର ଜମାଖାତାରୁ ଟଙ୍କା ଠକେଇ ହୋଇଛି। ବିଭିନ୍ନ ଯୋଜନାରେ ଥିବା ପେନ୍‌ସନ...

୨୨ଦିନରେ ଅଟୱାଲ କର୍ମଚାରୀଙ୍କ ଧାରଣା : ଧାରଣାକାରୀଙ୍କୁ ଭେଟିଲା ବିଶ୍ୱ ମାନବିକ ଅଧିକାର ରକ୍ଷା ସଂଗଠନ

କାଳିଆପାଣି,୨୫ା୧୦(ଡି.ଏନ୍‌.ଏ.): ବକେୟା ଦରମା, ବୋନସ୍‌ ଏବଂ ଅବସରକାଳୀନ ଭର୍ତ୍ତା ଦାବିରେ ଅଟୱାଲ କର୍ମଚାରୀଙ୍କ ଧାରଣା ଜାରି ରହିଛି। ଗାନ୍ଧୀ ଜୟନ୍ତୀଠାରୁ ଆରମ୍ଭ ହୋଇଥିବା ଧାରଣା ଗୁରୁବାର...

Coronavirus Update


Archives

Model This Week

Why Dharitri