ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା

ପଦ୍ମପୁର,୯ା୫(ଡି.ଏନ.ଏ.)-ବାସୁଦେବପୁର ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର କାର୍ଯ୍ୟରତ ସମସ୍ତ ଶିକ୍ଷକ, ଶିକ୍ଷା କର୍ମଚାରୀ, ନୂତନ ଭାବେ ପେନସନଧାରୀ ସେମାନଙ୍କର ୧ମାସ ୧ଦିନର ଦରମାକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଶୁକ୍ରବାର ଦାନ କରିଛନ୍ତି। ବ୍ଲକ ଶିକ୍ଷାଧିକାରୀ ଜଗବନ୍ଧୁ ସାହୁ, ସୁଦର୍ଶନ ପାତ୍ର, ରାଜେନ୍ଦ୍ର ନାରାୟଣ ମହାନ୍ତି, ସୁକାନ୍ତ କୁମାର ପଲେଇ, ବସନ୍ତ କୁମାର ଦାସ ୧୨ଲକ୍ଷ ୮୭ ହଜାର ୨୫୭ ଟଙ୍କାର ଏକ ଚେକ୍‌ ଅତିରିକ୍ତ ଜିଲାପାଳ ଶ୍ୟାମଭକ୍ତ ମିଶ୍ରଙ୍କୁ ପ୍ରଦାନ କରିଛନ୍ତି। ସେହିପରି ନାୟକାଣିଡିହୀ ପଞ୍ଚାୟତର ମଣିନାଗେଶ୍ୱରୀ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଭାପତି ପ୍ରେମଲତା ବାରିକ, ସମ୍ପାଦିକା ସସ୍ମିତା ନାୟକ ୧୧ଶହ ଟଙ୍କା ଓ ସରପଞ୍ଚ ବଂଶୀଧର ବିଶ୍ୱାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପଞ୍ଚାୟତ କାର୍ଯ୍ୟାଳୟରେ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଭୂସ୍ଖଳନ: ହଠାତ୍‌ ଧସିଲା ବଡ଼ବଡ଼ ପଥର ଖଣ୍ଡ, ମାଟି ଅତଡ଼ା

ବଞ୍ଚୋ,୨୬ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅଧୀନ ତରତରା ପଂଚାୟତ ବାହିଆବାରଦଣ୍ଡା ଅଞ୍ଚଳର ବାରହାଗାଡ଼ିଆ ନିକଟରେ ଶନିବାର ଏକ ଭୟାନକ ଭୂସ୍କଳନ ଘଟିଥିବା ଜଣାପଡ଼ିଛି। ହଠାତ୍‌ ମାଟି ଓ…

ସଡ଼କ ଦୁର୍ଘଟଣାରେ ୨ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ, ଡାକ୍ତରଖାନାରେ ପହଞ୍ଚି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ଅଧୀକ୍ଷକ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଅଗସ୍ତି ନୂଆଗାଁ ନିକଟରେ ଶନିବାର ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ…

ବସ୍‌ ଡିକିରୁ ୨ ବସ୍ତା ଗଞ୍ଜେଇ ଜବତ, ୫ ଅଟକ

ବଲାଙ୍ଗୀ ର, ୨୬।୯(ସୁନିଲ କୁମାର ମହାନ୍ତି): ବସ୍‌ ଡିକିରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ଅବକାରୀ ବିଭାଗ ଚଢ଼ାଉ କରି ୫ ଜଣଙ୍କୁ ଅଟକ ରଖିଛି।…

ଲଗାଣ ବର୍ଷାରେ ଖରିପ ଫସଲ ନଷ୍ଟ, ଚିନ୍ତାରେ ଚାଷୀ

ଗଞ୍ଜାମ,୨୬ା୯(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଯୋଗୁ ଲଗାଣ ବର୍ଷା ପ୍ରଭାବରେ ସାଧାରଣ ଜୀବନ ଜୀବିକା ପ୍ରଭାବିତ ହୋଇପଡ଼ିଥିବା ପରିଲକ୍ଷିତ ହୋଇଛି। ଏପରିକି ରବି ଓ ଖରିଫ ଫସଲ…

କେଏସ୍‌ୟୁବି କଲେଜରେ କାରିୟର କାଉନସେଲିଂ, ଛାତ୍ରୀଛାତ୍ରଙ୍କୁ ମାର୍ଗଦର୍ଶନ ଦେଇ…

ଭଞ୍ଜନଗର,୨୬ା୯(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ (କେଏସ୍‌ୟୁବି) ପରିସରରେ ଶନିବାର ଏକ କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ.…

ଲଗାଣ ବର୍ଷାରେ ଭାଙ୍ଗିଲା ପୋତାଗଡ଼ ପାଚେରୀ: ପର୍ଯ୍ୟଟକ, ବୁଦ୍ଧିଜୀବୀ ମହଲରେ କ୍ଷୋଭ

ଗଞ୍ଜାମ, ୨୫।୯ (ବିଦ୍ୟାଧର ସାହୁ): ଗତ ୩-୪ ଦିନ ଧରି ଲଗାଣ ବର୍ଷା ସାଙ୍ଗକୁ ପ୍ରବଳ ପବନ ବହିବା ଫଳରେ ଗଞ୍ଜାମ ସହରରେ ଅବସ୍ଥିତ ଐତିହାସିକ ପୋତାଗଡ଼…

ହାତୀ ଆକ୍ରମଣରେ ମୃତକ ପରିବାରକୁ ମିଳିଲା ଆର୍ଥିକ ସହାୟତା

କେସିଙ୍ଗା,୨୬ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଯାଦବ ମହାସଭା ଅନ୍ତର୍ଗତ କେସିଙ୍ଗା ବ୍ଲକର ଶିରୋଲ ଆଞ୍ଚଳିକ ଯାଦବ ସମାଜ ଅଧୀନସ୍ଥ ପୋଢ଼ଖମ୍ବ ଗ୍ରାମର ସ୍ବର୍ଗତ ଅକ୍ରୁର ହେର୍ନା ଗତ…

ବୃଦ୍ଧଙ୍କୁ ଶୁଣ୍ଢରେ ଟେକି କଚାଡ଼ି ମାରିଲା ହାତୀ, ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କାର ସହାୟତା, ଘୋଷଣା କରି…

କୁଆଁରମୁଣ୍ଡା,୨୬ା୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ବନ ରେଞ୍ଜ ଅନ୍ତର୍ଗତ ଝୁନମୁର ଗ୍ରାମର ବିଶ୍ରାଟୋଲିରେ ଶନିବାର ସକାଳେ ଏକ ବଣୁଆ ଦନ୍ତା ହାତୀ ଆକ୍ରମଣରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?