ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୨୦ ହଜାର ଦାନ

ଛେଣ୍ଡିପଦା,୯ା୪(ସ୍ବ.ପ୍ର.)- ଅନୁଗୋଳ ଜିଲା ଛେଣ୍ଡିପଦା ଗ୍ରାମ୍ୟ କମିଟି ପକ୍ଷରୁ ମୁଖମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୦ ହଜାର ଟଙ୍କା ଦାନ କରାଯାଇଛି। ଗ୍ରାମ୍ୟ କମିଟି ସଭାପତି ଗୋବର୍ଦ୍ଧନ ନାୟକ, ଉପସଭାପତି ବିପିନ ବିହାରି ପ୍ରଧାନ, କୋଷାଧ୍ୟକ୍ଷ ଜଗବନ୍ଧୁ ସାହୁ, ଜଙ୍ଗଲ କମିଟିର ସଭାପତି ଭଜମନ ବେହେରା, ସାହି ସଭାପତି ଡମ୍ବୁରୁଧର ବେହେରା, ଭୀମସେନ ସାହୁ, ବିଦ୍ୟାଧର ସାହୁ ପ୍ରମୁଖ ଛେଣ୍ଡିପଦା ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ପ୍ରଧାନ ଓ ପୂର୍ବତନ ଜିଲାପରିଷଦ ଦିଲୀପ କୁମାର ବେହେରାଙ୍କ ଉପସ୍ଥିତିରେ ବିଡିଓ ସୁନୀଲ କେର୍କେଟାଙ୍କୁ ୨୦ ହଜାର ଟଙ୍କା ପ୍ରଦାନ କରିଛନ୍ତି। ସେହିପରି ଗ୍ରାମ୍ୟ କମିଟି ସମ୍ପାଦକ କପିଳେଶ୍ବର ସାହୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ୫୦୫ ଟଙ୍କା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ପୋଲିସ ପୋଷାକ ପିନ୍ଧି କରୁଥିଲେ ଡକାୟତି ଯୋଜନା, ଧରିଲା ଅସଲି ପୋଲିସ

ବାଲିଗୁଡ଼ା,୬।୩(ଡି.ଏନ୍‌.ଏ): ବାଲିଗୁଡ଼ା ପୋଲିସ ଏକ ବଡ଼ ଧରଣର ଡକାୟତି ଯୋଜନା ପଣ୍ଡ କରିଛ। ଘଟଣାରେ ଦୁଇଜଣ ନକଲି ପୋଲିସ ଅଫିସର ଗିରଫ ହୋଇଥିବା ବେଳେ ଅନ୍ୟ...

ସୁଷମାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜ୍ୟପାଳ

ପୁରୀ ଅଫିସ, ୭ା୮: ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ସୁଷମା ସ୍ବରାଜଙ୍କ ପରଲୋକରେ ଦେଶବ୍ୟାପୀ ବହୁ ବିଶିଷ୍ଟ ବ୍ୟକ୍ତି ଗଭୀର ଶ୍ରଦ୍ଧାଞ୍ଜଳି...

ମୟୂରଭଞ୍ଜ ଜିଲାରେ ନିର୍ବାଚନ ଫଳାଫଳ: ଭାଜପା ୬, ବିଜେଡି ୩ ବିଧାନସଭା ଆସନରେ ବିଜୟୀ

ବାରିପଦା ଅଫିସ,୨୪।୫ : ମୟୂରଭଞ୍ଜ ଲୋକ ସଭା ଆସନରେ ଭାଜପା ପ୍ରାର୍ଥୀ ବିଶେଶ୍ୱର ଟୁଡୁ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡିର ଡା. ଦେବାଶିଷ ମାରାଣ୍ଡିଙ୍କୁ ହରାଇ...

ନିମାପଡ଼ାକୁ ଫେରିଲେ ୨୪୫ ପ୍ରବାସୀ

ନିମାପଡ଼ା,୧୧ା୫(ଡି.ଏନ.ଏ): କରୋନା ମହାମାରୀର ମୁକାବିଲା ଲାଗି ଦେଶରେ ତୃତୀୟ ପର୍ଯ୍ୟାୟ ଲକଡାଉନ ଜାରି ରହିଛି। ଏ ନେଇ କେତେଟା ନିୟମ କୋହଲ କରାଯାଇଥିବାବେଳେ ରାଜ୍ୟ ବାହାରେ...

ବେତନଟୀ ଥାନା ଏସ୍‌ଆଇ ନିଲମ୍ବିତ

ବେତନଟୀ,୬ା୨ (ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବେତନଟୀ ଥାନା ସବ୍‌ ଇନ୍ସପେକ୍ଟର(ଏସଆଇ) ସଚ୍ଚିଦାନନ୍ଦ କିଷାନଙ୍କୁ ଏସ୍‌ପି ପରମାର ସ୍ମିଥ ପୁରୁଷୋତ୍ତମ ଦାସ ମଙ୍ଗଳବାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି।...

ଆଜି ବରଗଡ଼ରେ ୮୧ ନୂଆ କରୋନା ପଜିଟିଭ୍‌: ଜାଣନ୍ତୁ କେଉଁ ବ୍ଲକରୁ କେତେ

ବରଗଡ଼ ଅଫିସ,୬ା୮: ବରଗଡ଼ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ଗୁରୁବାର ଜିଲାରେ ୮୧ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ...

ନିଷେଧ ସତ୍ତ୍ୱେ ସହରକୁ ପଶୁଛି ଭାରିଯାନ

କେନ୍ଦୁଝର, ୬ା୨ (ସ୍ବ.ପ୍ର.) କେନ୍ଦୁଝର ସହର ମଧ୍ୟ ଦେଇ ନିଷେଧ ସତ୍ତ୍ୱେ ବହୁ ସଂଖ୍ୟାରେ ଲୁହାପଥର ବୋଝେଇ ଟ୍ରକ୍‌ ତଥା ଲାଇନ ଟ୍ରକ୍‌ ଯାତାୟାତ କରୁଥିବାରୁ ଟ୍ରାଫିକ...

ବେଆଇନ ଦର୍ଶାଇ ବନ୍ଦ କରାଯାଇଥିଲା ଭିନ୍ନକ୍ଷମଙ୍କ ୨୨ ମାସର ଭତ୍ତା କୋର୍ଟଙ୍କ ନିର୍ଦ୍ଦେଶ ପରେ ଦେଲା ବ୍ଲକ ପ୍ରଶାସନ

ଏରସମା,୨୧ା୧(ସ୍ବ.ପ୍ର.): ଏରସମା ବ୍ଲକ ଅନ୍ତର୍ଗତ ଭିତର ଅନ୍ଧାରୀ ପଞ୍ଚାୟତସ୍ଥିତ ଜାମୁକଣ ଗ୍ରାମର ଭିନ୍ନକ୍ଷମ ଲକ୍ଷ୍ମୀଧର ମହାପାତ୍ର ୨୨ମାସ ଧରି ଭତ୍ତା ପାଇବାରୁ ବଞ୍ଚତ୍ତ ହୋଇଥିଲେ। ଫଳରେ...

Advertisement
Archives

Model This Week