ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତାର ହାତ ବଢ଼ାଇଲା ସରପଞ୍ଚ ସଂଘ

ଗୁଡଭେଲା,୧୪।୪(ଡି.ଏନ୍‌.ଏ): ମହାମାରୀ କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶ ଲକ୍‌ଡାଉନ୍‌ ଜାରି ରହିଛି। କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ବିଭିନ୍ନ ସଂଗଠନ ଓ ବ୍ୟକ୍ତି ବିଶେଷ ପକ୍ଷରୁ ସହାୟତାର ହାତ ବଢ଼ୁଛି। ଇତିମଧ୍ୟରେ ବଲାଙ୍ଗୀର ଜିଲା ଗୁଡଭେଲା ବ୍ଳକର ସରପଞ୍ଚ ସଂଘ ପକ୍ଷରୁ ତୁଷୁରା ତହସିଲଦାର ଚନ୍ଦ୍ରମଣୀ ନାଗଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ରଲିିିଫ ପାଣ୍ଠିକୁ ୨୫ହଜାର ଏକ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁର ବଜାରରେ ଆଳୁ ଦର ଆକାଶଛୁଆଁ

ବ୍ରହ୍ମପୁର ଅଫିସ,୫।୫: ଗରିବଠାରୁ ଧନୀ ପ୍ରତ୍ୟେକ ଶ୍ରେଣୀର ପ୍ରତି ବୟସର ଲୋକଙ୍କ ଖାଦ୍ୟରେ ନିୟମିତ ବ୍ୟବହୃତ ହେଉଥିବା ପରିବା ହେଉଛି ଆଳୁ। କିନ୍ତୁ ବ୍ରହ୍ମପୁର ବଜାରରେ...

କରୋନା ପାଇଁ ସହାୟତାର ହାତ ବଢାଇଲେ ଅକ୍ଷୟ, ବରୁଣ ଧନ୍ୟବାଦ ଦେଲେ ମୋଦି

ମୁମ୍ବାଇ,୨୯।୩: କରୋନା ଭାଇରସ ଏବେ ବିଶ୍ୱକୁ ତା କବଳକୁ ନେଇଯିବା ଫଳରେ ସବୁଠି ଲକ୍‌ ଡାଉନ୍‌ ପରିସ୍ଥିତି। ଭାରତରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୧...

କର୍ମଚାରୀ ଅଭାବ ଯୋଗୁ ଉପୁଜୁଛି ସମସ୍ୟା

ରାଉରକେଲା,୨୫।୬(ବିପ୍ଳବ ରଞ୍ଜନ ଦାଶ)ରାଉରକେଲା ସହକାରୀ ଉଦ୍ୟାନ ବିଭାଗରେ ବହୁ ପଦବୀ ଖାଲି ପଡିଛି। ଫଳରେ ସୀମିତ କର୍ମଚାରୀଙ୍କୁ ନେଇ ବିଭାଗୀୟ କାର୍ଯ୍ୟ କରିବାରେ ନାନା ସମସ୍ୟା...

ଗିରଫ ହେଲେ ସୁନ୍ଦରଗଡ଼ ଏଡିଏମ୍‌

ଭୁବନେଶ୍ୱର/ସୁନ୍ଦରଗଡ଼,୧୩ା୨(ବ୍ୟୁରୋ/ଡି.ଏନ୍‌.ଏ.): ସୁନ୍ଦରଗଡ଼ର ଅତିରିକ୍ତ ଜିଲାପାଳ ବିଶ୍ୱଜିତ ମହାପାତ୍ର ଶେଷରେ ଗିରଫ ହୋଇଛନ୍ତି। ଦୁର୍ନୀତି ନିବାରଣ ଆଇନ ଆଧାରରେ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ। ରବିବାର ତାଙ୍କୁ...

୨୫୯ ଅଭିଯୋଗ ଶୁଣିଲେ ଜିଲାପାଳ

ନିଆଳି,୩ା୧୨(ଡି.ଏନ୍‌.ଏ)- ନିଆଳି ବ୍ଲକ ପରିସର ମଧ୍ୟରେ ଥିବା ରାଜୀବ ଭବନଠାରେି ସୋମବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବିଡିଓ ଅଶୋକ କୁମାର ଲେଙ୍କାଙ୍କ...

ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗ: ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଠିକ୍‌, ସମସ୍ତେ ସହଯୋଗ କରିବା ଦରକାର କହିଲେ ଆମିକସ୍‌ କ୍ୟୁରି

ପୁରୀ ଅଫିସ,୭।୯: ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ କ୍ଲିନ୍‌ଚିଟ୍‌। ଶୁକ୍ରବାର ଜିଲା ପ୍ରଶାସନ ଏବଂ ମନ୍ଦିର ପ୍ରଶାସନ ସହ ଆଲୋଚନା ପରେ ଆମିକସ୍‌...

ରାଗରେ ମୋବାଇଲ୍‌ ଗିଳିଦେଲେ ନାବାଳିକା

ଗ୍ବାଲିଓର,୭।୪:  ରାଗରେ ଥିବା ଲୋକ କେତେବେଳେ କ’ଣ କରି ବସେ ତା’ର କିଛି ଠିକଣା ରୁହେନି। ମଧ୍ୟପ୍ରଦେଶ ଗ୍ବାଲିଓରରେ ଜଣେ ନାବାଳିକା ରାଗିଯାଇ ମୋବାଇଲ୍‌ ଗିଳିଦେଇଥିବା...

ଡିଇଓଙ୍କ ଅଚାନକ ସ୍କୁଲ ପରିଦର୍ଶନ: ୧୨ ଶିକ୍ଷକଙ୍କ ଦରମା ବନ୍ଦ

ରଣପୁର/ନୟାଗଡ଼ ଅଫିସ,୨୧ା୯(ସ୍ବ.ପ୍ର.): ଜିଲା ଶିକ୍ଷା ଅଧିକାରୀ (ଡିଇଓ) ଶିବଶଙ୍କର ପ୍ରଧାନ ଶୁକ୍ରବାର ରଣପୁର ଓ ନୟାଗଡ଼ ବ୍ଲକର ବିଭିନ୍ନ ସ୍କୁଲ ଅଚାନକ ପରିଦର୍ଶନ କରି ପ୍ରାଥମିକ...

Advertisement
Archives

Model This Week