ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ଦାନ କଲେ ତୁର୍ଲାର ଯୁବଗୋଷ୍ଠୀ

ଖପ୍ରାଖୋଲ, ୭ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଭାନପୁର ପଞ୍ଚାୟତ ଅନ୍ତର୍ଗତ ତୁର୍ଲା ଗାଁର ୩୧ ଜଣ ଯୁବକ ନିଜ ଉଦ୍ୟମରେ ୩୨୫୧ ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡକୁ ଦାନ କରିଛନ୍ତି। ଜ୍ୟୋତିରଞ୍ଜନ ପଣ୍ଡାଙ୍କ ନେତୃତ୍ୱରେ ସଂଗୃହୀତ ଅର୍ଥ ଖପ୍ରାଖୋଲ ଗୋଷ୍ଠୀ ଉନ୍ନୟନ ଅଧିକାରୀ ତରଣୀ ସୁନାଙ୍କୁ ପ୍ରଦାନ କରାଯାଇଛି ା ଏହି ଅବସରରେ ଗାଁର ବ୍ରାହ୍ମାନନ୍ଦ ସାହୁ, ଯୁଗେନ୍ଦ୍ର ଦୀପ, ବବଲୁ ମେହେର, ଗୋପାଳ ବାରିକ, ରାଜା ପଣ୍ଡା, ସଞ୍ଜୟ ପାଣିଗ୍ରାହୀ ପ୍ରମୁଖ ୩୧ଜଣ ଯୁବକ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ହାତୀକୁ ସୁରକ୍ଷା ଦେବା ଲାଗି ଖଣିକମ୍ପାନୀକୁ ତାଗିଦ: ଜୁରୁଡ଼ି ଅଞ୍ଚଳରେ ବୁଲୁଛନ୍ତି ୧୭ ହାତୀ

ଯୋଡ଼ା, ୩୦।୫ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ବନପାଳଙ୍କ ଅଞ୍ଚଳରେ ୧୭ଟି ହାତୀ ଘୁରିବୁଲୁଥିବା ଖବର ହସ୍ତଗତ ହୋଇଛି। ଯୋଡ଼ା ବନପାଳ ପିଅନ ନାଏକଙ୍କ ସୂଚନା ମୁତାବିକ...

ଜୟପୁରରେ ହେବ ନାହିଁ ରଥଯାତ୍ରା

ଜୟପୁର ୧୩ା୬ (ନି.ପ୍ର.)-କୋରାପୁଟ ଜିଲା ଜୟପୁରରେ ଚଳିତ ବର୍ଷ ରଥଯାତ୍ରା ହେବନାହିଁ। ଜିଲାପାଳ ମଧୁ ସୂଦନ ମିଶ୍ର ଏ ନେଇ ଚିଠି ମାଧ୍ୟମରେ ସ୍ପଷ୍ଟ କରିଛନ୍ତି।...

ଅଭିଯୁକ୍ତ ପ୍ରେମିକଙ୍କୁ ଧରୁନି ପୋଲିସ : ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ଗର୍ଭବତୀ ଯୁବତୀ

ଅନୁଗୋଳ ଅଫିସ, ୨୦।୬ – ଅନୁଗୋଳକୁ ସିଲାଇ ତାଲିମ ନେବାକୁ ଆସୁଥିବା ବେଳେ ଡେରଜାଙ୍ଗ ଗ୍ରାମର ସୁବାସ ବେହେରାଙ୍କ ସହ ପ୍ରେମ ସମ୍ପର୍କ ଆରମ୍ଭ ହୋଇଥିଲା।...

ଅସ୍ବାସ୍ଥ୍ୟକର ପରିବେଶ ମଧ୍ୟରେ ପ୍ରସ୍ତୁତ ହେଉଛି ଖାଦ୍ୟ: ଅଧିକାଂଶ ଉଦ୍ୟୋଗର ଲାଇସେନ୍ସ ନାହିଁ

ନବରଙ୍ଗପୁର,୨୪।୭(ବି.ପ୍ର.)-ନବରଙ୍ଗପୁର ଜିଲାର ବିଭିନ୍ନ ବ୍ଲକରେ ଉଦ୍ୟୋଗମାନଙ୍କ ଦ୍ୱାରା ନିମ୍ନମାନର ଖାଦ୍ୟ ପ୍ରସ୍ତୁତ କରାଯାଇ ପ୍ୟାକେଟ ଜରିଆରେ ବଜାରରେ ବିକ୍ରି ହେଉଛି। ବିନା ସରକାରୀ ନିୟମରେ ସାରା...

ଗରମରେ ଛଟପଟ ହେଲେ ଜିଲାବାସୀ

ଅନୁଗୋଳ ଅଫିସ, ୨୭।୪- ଅନୁଗୋଳ ସହର ଓ ଏହାର ଉପକଣ୍ଠରେ ଅସହ୍ୟ ଗରମ ଏବଂ  ଗୁଳଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଶୁକ୍ରବାର ଏଠାରେ ତାପମାତ୍ରା...

ଫେସ୍‌ବୁକ୍‌, ହ୍ବାଟ୍ସଆପ୍‌ରେ ଦେଉଥିଲେ ତଥ୍ୟ: ପାକିସ୍ତାନୀ ଏଜେଣ୍ଟ ହନି ଟ୍ରାପରେ ହିିଞ୍ଜିଳି ଯୁବକ

ହିିଞ୍ଜିଳିକାଟୁ,୯ା୧୧(ଡି.ଏନ.ଏ)- ପାକିସ୍ତାନୀ ମହିଳା ଏଜେଣ୍ଟଙ୍କ ହନି ଟ୍ରାପରେ ଫସି ଦେଶର ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପ୍ରଦାନ କରିଥିବା ଅଭିଯୋଗରେ ରାଜସ୍ଥାନ ପୋଲିସ ୨ ଜଣ ଯବାନଙ୍କୁ ଗିରଫ...

ହାତୀ ଆକ୍ରମଣରେ ବୃଦ୍ଧଙ୍କ ଜୀବନଗଲା

ଠାକୁରମୁଣ୍ଡା,୭ା୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଞ୍ଚଳରେ ହାତୀ ଉପଦ୍ରବ ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ମଙ୍ଗଳବାର ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଯଶିପୁର ବ୍ଲକ...

ଶ୍ରଦ୍ଧାପୁର ସରପଞ୍ଚ ଉପନିର୍ବାଚନ: ବିଜେଡ଼ି ସମର୍ଥିତ ପ୍ରାର୍ଥୀ ବିଜୟୀ

ଭୋଗରାଇ, ୩୦ା୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ ଅଧୀନ ଶ୍ରଦ୍ଧାପୁର ଉପନିର୍ବାଚନରେ ବିଜେଡ଼ି ସମର୍ଥିତ ସରପଞ୍ଚ ପ୍ରାର୍ଥୀ ପଞ୍ଚାନନ କୁଣ୍ଡ ବିଜୟୀ ହୋଇଛନ୍ତି। ଶନିବାର ବ୍ଲକ...

Play 250+ Trending Games
Archives

Model This Week

Why Dharitri