ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ଦିନକର ଦରମା ଦେଲେ ଶିକ୍ଷା ବିଭାଗ କର୍ମଚାରୀ

ନୂଆପଡା ଅଫିସ, ୨୧।୪-କୋଭିଡ-୧୯କୁ ମୁକାବିଲା କରିବାକୁ ନୂଆପଡା ଜିଲା ଶିକ୍ଷା ବିଭାଗ ଅଧିନରେ କାର୍ଯ୍ୟରତ ସମସ୍ତ ଶିକ୍ଷକ, କର୍ମଚାରୀ ଏବଂ ଅଧିକାରୀ ଆଗକୁ ଆସିଛନ୍ତି। ସେମାନେ ନିଜର ଦିନକର ଦରମା ବାବଦକୁ ୪୯ଲକ୍ଷ ୧୬ହଜାର ୩୫୧ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ କରିଛନ୍ତି। ଜିଲା ଶିକ୍ଷାଧିକାରୀଙ୍କ ନେତୃତ୍ୱରେ ଏକ ଟିମ୍‌ ମଙ୍ଗଳବାର ପୂର୍ବାହ୍ନରେ ଜିଲାପାଳ ମଧୁସ୍ମିତା ସାହୁଙ୍କୁ ଏହି ଟଙ୍କା ପ୍ରଦାନ କରିଛନ୍ତି। ଏଥିରେ ଜିଲାର ସମସ୍ତ ୫ଟି ଯାକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ, ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ, ସମଗ୍ର ଶିକ୍ଷା ଅଭିଯାନ, ପ୍ରାଥମିକ, ଉଚ୍ଚ ମାଧ୍ୟମିକ ଏବଂ ଓଡିଶା ଆଦର୍ଶ ବିଦ୍ୟାଳୟର ଶିକ୍ଷକ, କର୍ମଚାରୀ ସ୍ବଇଚ୍ଛାରେ ଦିନକର ଦରମା ଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୈବପୀଠକୁ ୨ କୋଟି ଟଙ୍କା ମଞ୍ଜୁର: ଅଞ୍ଚଳରେ ଖେଳିଗଲା ଖୁସିର ଲହରୀ

ବରଗଡ଼,୨।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ ଗାଇସୀମାସ୍ଥିତ ଅଷ୍ଟଶମ୍ଭୁ ପୀଠ ମଧ୍ୟରେ ଅନ୍ୟତମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ମନ୍ଦିର ବିକାଶ ପାଇଁ ରାଜ୍ୟ ସରକାର ୨କୋଟି ଟଙ୍କା…

ବିନା କଟ୍‌ନୀରେ ମଣ୍ଡିରୁ ଉଠୁନି ଧାନ: ସିଏସ୍‌ଓଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼,୨।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ବିତି ଯାଇଛି। ହେଲେ ଏପର୍ଯ୍ୟନ୍ତ ଜିଲାରେ ଧାନ ବିକ୍ରିବଟାରେ ଦେଖାଯାଇଥିବା ସମସ୍ୟା ଅସମାହିତ ରହିଛି। ଟୋକନ ସମସ୍ୟା…

ଇଟାଭାଟିକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡ଼ିଗଲେ ଯୁବକ, ତାପରେ ଯାହା ଘଟିଲା……

ପରଜଙ୍ଗ,୨।୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ଡମୋଳ ଝରା ସାହି ନିକଟରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି ।ଗୋଟିକିଆ ଦନ୍ତା…

ବିଜେଡି କର୍ମୀ-ପଟାଙ୍ଗି ବିଧାୟକଙ୍କ ମଧ୍ୟରେ ରାଜନୈତିକ ଛକାପଞ୍ଝା: ବିଜେଡି କଲା ଘୋଷଣା-ଆସନ୍ତା ବୁଧବାର…

ନନ୍ଦପୁର, ୧।୬ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଗତ ଦୁଇଦିନ ହେଲା ସରପଞ୍ଚ ସମିତି ସଭ୍ୟ, ବିଜେଡି କର୍ମୀ ଓ ପଟାଙ୍ଗି ବିଧାୟକଙ୍କ…

କାଳବୈଶାଖୀର ତାଣ୍ଡବ: ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ, ଲକ୍ଷାଧିକ ଟଙ୍କାର ସରକାରୀ ସମ୍ପତ୍ତି କ୍ଷତି

ମୋହନା, ୧।୬( ମନ୍ମଥ ମିଶ୍ର ): କାଳବୈଶାଖୀର ପ୍ରଭାବରେ ଉଡିଲା ସ୍କୁଲ ଟିଣ ଛପର। ସ୍କୁଲ ଘର ଉପରେ ପଡ଼ିଲା ବିରାଟକାୟ ଗଛ । ଗଜପତି ଜିଲା…

ଏବିଇଓ ଭାବେ ଦାୟିତ୍ୱ ନେଲେ ଶ୍ରୀମନ୍ତ ଧରୁଆ, ବିଭିନ୍ନ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡଙ୍ଗରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଶ୍ରୀମନ୍ତ ଧରୁଆଙ୍କୁ ସୋମବାର କୋକସରା ଏବିଇଓ ଭାବେ କାର୍ଯ୍ୟଭାର ଦିଆଯାଇଛି।…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ: ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ୩ ଛାତ୍ରୀ

ଭବାନୀପାଟଣା ୧।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଶେଷ ବର୍ଷ ସ୍ନାତକ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି। ଏହି ଫଳାଫଳରେ…

୫ ଦିନ ହେଲା ଅଚଳ ହୋଇପଡିଛ BSNL ଟାୱାର, ବିନା ନେଟୱର୍କରେ ହନ୍ତସନ୍ତ ୨୦ରୁ ଊର୍ଦ୍ଧ୍ୱ ଗ୍ରାମବାସୀ

ନନ୍ଦପୁର, ୧।୬( ତୁଷାର କାନ୍ତ ମହାନ୍ତି ): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତବାସୀଙ୍କୁ ମୋବାଇଲ ନେଟୱର୍କ ସେବା ଯୋଗାଇ ଦେବାକୁ ଥିବା ଏକମାତ୍ର ବିଲାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri