ଅନୁଗୋଳ ଅଫିସ, ୩।୭ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଜଣେ ମାନସିକ ରୋଗୀ ବେଡ୍ ଛାଡ଼ି କେଉଁଆଡ଼େ ପଳାଇଯିବା ମଙ୍ଗଳବାର ଚର୍ଚ୍ଚାର ବିଷୟ ହୋଇଛି। ମେଡିକାଲ କର୍ତ୍ତୃପକ୍ଷଙ୍କ ହୁଗୁଳା ସୁରକ୍ଷା ବ୍ୟବସ୍ଥା ଯୋଗୁ ବାରମ୍ବାର ଏପରି ଘଟଣା ଘଟୁଥିବା ଅଭିଯୋଗ ହେଉଛି। ତେବେ ଘଟଣା ସମ୍ପର୍କରେ କର୍ମଚାରୀମାନେ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଅବଗତ କରି ନ ଥିବା ବେଳେ ପଳାଇ ଯାଇଥିବା ରୋଗୀଙ୍କ ସ୍ତ୍ରୀ ରୀନା ସାହୁ ଚିନ୍ତାରେ ପଡ଼ିଛନ୍ତି।
କଣିହଁା ବ୍ଲକ ନଅକନକା ଅଞ୍ଚଳର ସୁଦାମ ସାହୁ ୬ ଦିନ ପୂର୍ବରୁ ମାନସିକ ଭାରସ୍ୟାମ ହରାଇଥିବାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଡେଙ୍ଗୁ ୱାର୍ଡର ୨୫ ନମ୍ବର ବେଡ୍ରେ ତାଙ୍କର ଚିକିତ୍ସା

ଉପଖଣ୍ଡରେ ବଢୁଛି ଚୋରା ମଦ କାରବାର
ବଇଣ୍ଡା,୨୧ା୫ ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡରେ ଚୋରା ମହୁଲି ମଦ କାରବାର ବୃଦ୍ଧି ପାଇଛି। ଅବକାରୀ ବିଭାଗ ଓ ପୋଲିସ ପକ୍ଷରୁ ଠିକ୍ ଭାବେ ଚଢ଼ାଉ...

ଫିକା ପଡ଼ିବ ଶକ୍ତିପୀଠ
ବଅଁରପାଳ, ୨୩ା୧୦(ଡି.ଏନ.ଏ.) ଚଳିତ ବର୍ଷ ଆଡମ୍ବରବିହୀନ ହେବ ଅନୁଗୋଳ ଜିଲା ବଅଁରପାଳ ବ୍ଲକ ତଳମୂଳସ୍ଥିତ ଦୁର୍ଗା ପୂଜା। ପ୍ରସିଦ୍ଧ ଦୁର୍ଗା ଦେବୀ ମନ୍ଦିରରେ ସବୁ ବର୍ଷ...

ଅଧାବାଟରେ ଖରାପ ହୋଇଗଲା ୧୦୮ ଆମ୍ବୁଲାନ୍ସ
ଛେଣ୍ଡିପଦା,୨୧।୯(ସ୍ବ.ପ୍ର.): ରୋଗୀଙ୍କୁ ନେଇ ଯାଉଥିବା ଆମ୍ବୁଲାନ୍ସ ଅଧା ବାଟରେ ଖରାପ ହୋଇଗଲା। ଫଳରେ ଆମ୍ବୁଲାନ୍ସ ଭିତରେ ଦୀର୍ଘସମୟ ଧରି ଛଟପଟ ହେଲେ ରୋଗୀ। ସରକରୀ ଆମ୍ବୁଲାନ୍ସ...

ଦିଲ୍ଲୀରେ ପୁରସ୍କାର, ବଲଣ୍ଡାରେ ତିରସ୍କାର
ତାଳଚେର, ୪।୯: ୬୨ ବର୍ଷ ତଳେ ୪୧୧ ପରିବାରର ପୈତୃକ ଜମି ନିଆଗଲା। ପରେ ବାସଗୃହ ଅଧିଗ୍ରହଣ କରି ପ୍ରଥମ ଖଣି ଖୋଳାଗଲା। କୋଇଲା ଶେଷ...

ଆନନ୍ଦ ଦେବ ଇକୋ କଟେଜ୍
ବନ୍ତଳା,୨୧ା୧୦ (ଦିନେଶ ଦେହୁରୀ) – ରାଜ୍ୟର ପ୍ରମୁଖ ପର୍ଯ୍ୟଟନ ସ୍ଥଳ ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରେ ହେଉଛି ନୂଆ ବ୍ୟବସ୍ଥା। ପର୍ଯ୍ୟଟକଙ୍କ ପାଇଁ ପ୍ରସ୍ତୁତ କରାଯାଉଛି...

ଆଜି ଶୈଳଶ୍ରୀକ୍ଷେତ୍ରକୁ ବାହୁଡ଼ିବେ ଶ୍ରୀଜୀଉ: ସନ୍ଧ୍ୟା ସାଢ଼େ ୬ଟାରେ ଛୁଇଁବ ଚକଡ଼ା
ଅନୁଗୋଳ ଅଫିସ, ୧୨।୭-୯ ଦିନ ଜନ୍ମବେଦିରେ ଭକ୍ତଙ୍କୁ ଦର୍ଶନ ଦେବା ପରେ ଶୁକ୍ରବାର ଭଉଣୀ ଭାଇଙ୍କୁ ଧରି ଶୈଳଶ୍ରୀକ୍ଷେତ୍ର ଫେରିବେ ମହାପ୍ରଭୁ ଜଗନ୍ନାଥ। ଏ ନେଇ...
ସ୍ବାର୍ଥରକ୍ଷା ପାଇଁ ସୁରକ୍ଷା
ଅନୁଗୋଳ ଅଫିସ, ୭।୧୨: ଅନେକ ସମୟରେ ରୋଗୀଙ୍କ ସମ୍ପର୍କୀୟଙ୍କୁ ମାଡ଼ ମରାଯାଉଛି। ମୋବାଇଲ ଛଡ଼ାଇ ଭାଙ୍ଗି ଦିଆଯାଉଛି। ଆକ୍ରୋଶ ମନୋଭାବ ରଖି ହଇରାଣ କରାଯାଉଛି। ଦଲାଲଙ୍କ...

‘ଖୁସି’ ଯୋଜନା ଦିଗହରା
ଅନୁଗୋଳ ଅଫିସ୍, ୮।୨ – ଅନୁଗୋଳ ଜିଲାରେ ଦିଗହରା ହୋଇଯାଇଛି ସରକାରଙ୍କ ‘ଖୁସି’ ଯୋଜନା। ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ କିଣାଯାଇଥିବା ସାନିଟାରି ନାପକିନ ଜିଲା...