ମୁଖ୍ୟ ଶାସନ ସଚିବ, ୫-ଟି ସଚିବଙ୍କ କୋଭିଡ୍‌ ହସ୍ପିଟାଲ ପରିଦର୍ଶନ

ଫୁଲବାଣୀ ଅଫିସ, ୧୮ା୪- ରାଜ୍ୟର ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଓ ୫-ଟି ସଚିବ ଭି.କେ. ପାଣ୍ଡିଆନ ଶନିବାର ଫୁଲବାଣୀ ଗସ୍ତରେ ଆସି କୋଭିଡ୍‌ ହସ୍ପିଟାଲ ପରିଦର୍ଶନ କରିଛନ୍ତି। ଉଭୟେ ମଧ୍ୟାହ୍ନ ପ୍ରାୟ ୧୨ଟାରେ ଜିଲା ମୁଖ୍ୟ ଡାକ୍ତରଖାନା ପରିସରରେ ଥିବା ଜିଏନ୍‌ଏମ୍‌ ତାଲିମ କେନ୍ଦ୍ରରେ ପ୍ରତିଷ୍ଠା ହୋଇଥିବା ଏହି ହସ୍ପିଟାଲରେ କରୋନା ସଂକ୍ରମିତଙ୍କ ପାଇଁ କ’ଣ ସବୁ ବ୍ୟବସ୍ଥା ରହିଛି ତାହା ଅନୁଧ୍ୟାନ କରିଥିଲେ। ସଚିବଙ୍କ ସହ ଜିଲାପାଳ ଡା. ବୃନ୍ଦା ଡି, ଏସ୍‌ପି ପ୍ରତୀକ ଗୀତା ସିଂ ମଧ୍ୟ ଆସିଥିଲେ। ହସ୍ପିଟାଲ ପରିସରରେ ଅତିରିକ୍ତ ଜିଲାପାଳ ବସନ୍ତ କୁମାର ସାହୁ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ରଜ୍ୟଶ୍ରୀ ପଟ୍ଟନାୟକ ଏବଂ କୋଭିଡ୍‌ ହସ୍ପିଟାଲର ଡାକ୍ତର ଓ ଷ୍ଟାଫମାନେ ଦୁଇ ସଚିବଙ୍କୁ ସ୍ବାଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କ ଅଭିଯୋଗ ବୁଝିବାକୁ ଥାନା ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରିକଲେ ଡିଜିପି

ଭୁବନେଶ୍ୱର, ୨୮।୭(ବ୍ୟୁରୋ): କରୋନା ସମୟରେ ଲୋକଙ୍କ ଅଭିଯୋଗ ବୁଝିବା ପାଇଁ ରାଜ୍ୟର ସମସ୍ତ ଥାନାରେ ଡିଜିପି ଅଭୟ ନୂଆ ଗାଇଡଲାଇନ ଜାରି କରିଛନ୍ତି । ପୋଲିସ...

ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର,୧୬।୧୦(ସ୍ବ.ପ୍ର.): ଗତ ସୋମବାର ଦିନ ବଳଦ ଚରାଇବାକୁ ଯାଇ ଅରଡେଇ ନଦୀରେ ନିଖୋଜ ହୋଇଥିବା ନିର୍ମଳ ମହାରଣା (୪୫)ଙ୍କ ମୃତଦେହ ପୋଲିସ ବୁଧବାର ସକାଳେ ଉଦ୍ଧାର...

ଉଚ ଚିକିଛା ସୁବିଧାରୁ ବଁଚିତ୍‌ ତପସ୍ବିନୀ -ଜନ୍‌ମୁ ଗ୍ରହଣଖଣ୍ଡିଆ, ଦୁଇ ହାତ୍‌ ନାଇଁ

ସିନାପାଲି,୨୪।୯(ଡି.ଏନ୍‌.ଏ.)- କେନ୍ଦ୍ର ସରକାର ଅନେକ୍‌ ଯୋଜନାରେ ଆଧାର କାର୍ଡ ନିହାତି ଦରକାର ବଲି ନିୟମ କରିଛନ୍‌। ଯେନ୍‌ଥିରଲାଗି ସରକାରୀ ଯୋଜନା ହକ୍‌ଦାର ହିତାଧିକାରୀ ପାସ୍‌କେ ପୁହୁଁଚି...

ପୋଲିଓ ବୁନ୍ଦା ଖାଇଲେ ଶିଶୁ

ଚନ୍ଦ୍ରଗିରି,୧୯।୧(ଡି.ଏନ୍‌.ଏ.): ସମଗ୍ର ଭାରତକୁ ପୋଲିଓମୁକ୍ତ କରିବା ଉଦ୍ଦେଶ୍ୟରେ ଜନ୍ମରୁ ପାଞ୍ଚ ବର୍ଷ ଶିଶୁଙ୍କୁ ପୋଲିଓ ବୁନ୍ଦା ଖୁଆଯାଉଛି। ଏହି ପରିପ୍ରେକ୍ଷୀରେ ଗଜପତି ଜିଲା ମୋହନା ଅଞ୍ଚଳରେ...

ରାସ୍ତାକଡରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ସନ୍ଦେହ

ଆନନ୍ଦପୁର,୩୦।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ୫୩ ନଂ ରାଜ୍ୟ ରାଜପଥର କୋଡପଡା ଛକ ଠିକ୍‌ ପୂର୍ବରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ...

ବିରାଶାଳ ଏୟାରଷ୍ଟ୍ରିପ୍‌ରେ ପ୍ରଶିକ୍ଷଣ ସମୟରେ ଖସିପଡ଼ିଲା ବିମାନ: ମୁଖ୍ୟ ପ୍ରଶିକ୍ଷକଙ୍କ ସହ ଜଣେ ଛାତ୍ରୀ ମୃତ

କାମାକ୍ଷାନଗର,୮ା୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ବିରାଶାଳ ସରକାରୀ ବିମାନ ପ୍ରଶିକ୍ଷଣ କେନ୍ଦ୍ରରେ ସୋମବାର ସକାଳେ ବିମାନ ଖସିପଡ଼ିବାରୁ ଦୁଇଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ପ୍ରଶିକ୍ଷଣ...

ଚିତ୍ରରେ ସଚେତନତାର ବାର୍ତ୍ତା

ହାଟଡିହୀ, ୭।୫(ଡି.ଏନ.ଏ.)-କରୋନା ରୋଗକୁ ମୁକାବିଲା ଲାଗି ସମଗ୍ର ବିଶ୍ୱ ଏବେ ଏକଜୁଟ ହୋଇଛି। ସମସ୍ତେ ସାହାଯ୍ୟ ଓ ସହାୟତାର ହାତ ବଢ଼ାଉଛନ୍ତି। ଏହି ପରିପ୍ରେକ୍ଷୀରେ କେନ୍ଦୁଝର...

ସିଏଏ, ଏନ୍‌ଆର୍‌ସି ବିରୋଧରେ ବରଗଡ଼ରେ ବିକ୍ଷୋଭ

ବରଗଡ଼ ଅଫିସ,୨୪।୧୨: ବରଗଡ଼ରେ ସଂଶୋଧିତ ନାଗରିକତ୍ୱ ଆଇନ(ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା(ଏନ୍‌ଆର୍‌ସି)କୁ ବିରୋଧ କରାଯାଇଛି। ଏହି କ୍ରମରେ ମଙ୍ଗଳବାର ସ୍ଥାନୀୟ ସମ୍ବିଧାନ ସୁରକ୍ଷା ମଞ୍ଚ...

Coronavirus Update


Archives

Model This Week

Why Dharitri