ମୁଖ ଦୁର୍ଗନ୍ଧ ଦୂର କରିବ ଅଦା ଚା’

ଅଦା ଚା’ ଥଣ୍ଡା କିମ୍ବା ବର୍ଷା ଦିନେ ବିଭିନ୍ନ ରୋଗରୁ ରକ୍ଷା କରିଥାଏ। ଏହି ଚା’ ସେବନ ଦ୍ୱାରା ଚିଡଚିଡାପଣ ଦୂରେଇଯାଏ। ଏବେ ଏକ ଗବେଷଣାରୁ ଜଣାପଡ଼ିଛି, ଅଦା ଚା’ ମୁଖ ଦୁର୍ଗନ୍ଧ ଦୂର କରିବାରେ ମଧ୍ୟ ବିଶେଷ ଭୂମିକା ନିର୍ବାହ କରିଥାଏ। ବିଶେଷଜ୍ଞଙ୍କ ଅନୁସାରେ, ଏଥିପାଇଁ ଅଦାରେ ଥିବା ଜିଞ୍ଜେରୋଲ୍‌ ରସାୟନ ଦାୟୀ। ଏହି ରସାୟନ ପାଟି ଭିତରେ ମହଜୁଦ ଏନ୍‌ଜାଇମ୍‌କୁ ନିୟନ୍ତ୍ରିତ କରିଥାଏ। ଯାହା ପ୍ରଭାବରେ ପାଟି ଦୁର୍ଗନ୍ଧ ହେବା ସହ ବ୍ୟାକ୍ଟେରିଆ ଜନ୍ମ ନେଇଥାନ୍ତି। ଜର୍ମାନୀର ଟେକ୍ନିକାଲ୍‌ ୟୁନିଭର୍ସିଟି ଅଫ୍‌ ମ୍ୟୁନିକ୍‌ରେ ହୋଇଥିବା ଗବେଷଣାରେ କୁହାଯାଇଛି, ଖାଦ୍ୟରେ ମହଜୁଦ ସଲ୍‌ଫର୍‌ ମଧ୍ୟ ଅନେକ ସମୟରେ ଦୁର୍ଗନ୍ଧର କାରଣ ସାଜିଥାଏ। ଏହି କାରଣରୁ ଅନେକ ଲୋକଙ୍କୁ ମୁଖ ଦୁର୍ଗନ୍ଧଜନିତ ରୋଗ ଅର୍ଥାତ୍‌ ହାଲିଟୋସିସ୍‌ ହୋଇଥାଏ। ବିଶେଷଜ୍ଞଙ୍କ ମତରେ, ଅଦାରେ ଥିବା ଜିଞ୍ଜେରୋଲ୍‌ ରସାୟନ ସେବନ ଦ୍ୱାରା ଶରୀରର ସେହି ଏନ୍‌ଜାଇମ୍‌ ଚକ୍ର ସକ୍ରିୟ ହୋଇଥାଏ, ଯାହା ତତ୍‌କ୍ଷଣାତ୍‌ ମୁଖ ଦୁର୍ଗନ୍ଧକୁ ଦୂର କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ନୂଆ ଅବତାର ଦେଖି ଖେଳ ଜଗତ ଆଶ୍ଚର୍ଯ୍ୟ: ବଦଳାଇ ଦେଲେ…

ନୂଆଦିଲ୍ଲୀ,୧୧।୬: ବୈଭବ ସୂର୍ଯ୍ୟବଂଶୀଙ୍କୁ ‘ଛକା ମାରିବା ମେଶିନ’ କହିବା ଭୁଲ ହେବ ନାହିଁ। ତାଙ୍କ ଟି୨୦ କ୍ୟାରିୟରରେ ସେ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି। ସେ…

ଫ୍ଲାଇଟ୍ ବିଳମ୍ବ ହେବାରୁ ନଷ୍ଟ ହେଲା ଚାଷୀଙ୍କ ଗଛ ! ଏୟାରଏସିଆକୁ କୋର୍ଟଙ୍କ ବଡ଼ ଝଟ୍‌କା, କ୍ଷତିପୂରଣ ଶୁଣିଲେ…

ନୂଆଦିଲ୍ଲୀ,୧୧।୬: ଏୟାର ଏସିଆ ବିମାନ କମ୍ପାନୀର ଉଡ଼ାଣ ବିଳମ୍ବ ଯୋଗୁଁ କେରଳର ଜଣେ ଚାଷୀଙ୍କ ଏକ ଗଛ ନଷ୍ଟ ହୋଇଗଲା। କେରଳର ପାଲକ୍କଡର ବାସିନ୍ଦା ଅବଦୁଲ ଅଜିଜ ହାଇବ୍ରିଡ୍…

ସାଙ୍ଗଙ୍କ ସହ ଗାଧୋଇବାକୁ ଯାଇଥିବା ବେଳେ ବୁଡ଼ିଗଲେ ନାବାଳକ, ହଠାତ୍….

ଧର୍ମଶାଳା/ବାରବାଟି,୧୧।୬(ଶିବପ୍ରସାଦ ମହାନ୍ତି/ପ୍ରଭୁଦତ୍ତ ମହାନ୍ତି): ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ ଚକଗୋପାଳପୁର ନିକଟ ବ୍ରାହ୍ମଣୀ ନଦୀ ଘାଟରେ ଏକ ଦୁଃଖଦ ଘଟଣା ଘଟିଛି । ନଦୀରେ ଗାଧୋଇବାକୁ…

ଅବକାରୀ ବିଭାଗର SI-ASI ସସ୍‌ପେଣ୍ଡ

କେନ୍ଦ୍ରାପଡ଼ା/ରାଜନଗର,୧୧ା୬(ଜଗନ୍ନାଥ ଧଳ/ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଅନ୍ତର୍ଗତ ବାରଦିଆ ଗ୍ରାମର ବିନୋଦ ଦାସଙ୍କୁ ଅବକାରୀ ଥାନାରେ ଥାର୍ଡ ଡିଗ୍ରୀ ମାମଲାରେ ଅବକାରୀ କମିଶନର ଅବକାରୀ…

ଥାନା ପରିସରରେ ଗଣଧାରଣା: ସୁରକ୍ଷା ଦାବି କଲେ ୨ ପଞ୍ଚାୟତର ଅଧିବାସୀ

ତିହିଡ଼ି,୧୧ା୬(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ବାରସର ଓ ଗୋବିନ୍ଦପୁର ପଞ୍ଚାୟତର ଶତାଧିକ ଅଧିବାସୀ ଗୁରୁବାର ପୀରହାଟ ଥାନା ସାମ୍ନାରେ ଗଣଧାରଣା…

ହିଲୁଙ୍ଗ ମଣ୍ଡିରୁ ଉଠୁନି ଧାନ, ରାସ୍ତାରୋକୋ କରି ପ୍ରତିବାଦ କଲେ ଚାଷୀ

ଅମରପାଲି,୧୧।୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ହିଲୁଙ୍ଗ ମଣ୍ଡିରୁ ଧାନ ଉଠୁ ନଥିବାରୁ ପ୍ରତିବାଦ କରି ରାସ୍ତାରୋକ ଯାଇଛନ୍ତି ଚାଷୀ। ଚାଷୀମାନେ ଧାନ ବିକ୍ରି…

ପୁଣି ଝାଲମୁଢି ଖାଇଲେ ମୋଦି: ଏଥର ଦୋକାନରେ ନୁହେଁ, ମୁଖ୍ୟମନ୍ତ୍ରୀଙ୍କ ହାତରୁ ଖାଇ…

ନୂଆଦିଲ୍ଲୀ,୧୧।୬:କେନ୍ଦ୍ରରେ ମୋଦି ସରକାର ଐତିହାସିକ ୧୨ ବର୍ଷ ଶାସନ ପୂରଣ କରିଛି। ଏହା ସହିତ ପ୍ରଧାନମନ୍ତ୍ରୀ ମୋଦି ପ୍ରଧାନମନ୍ତ୍ରୀ ଭାବରେ ସବୁଠାରୁ ଦୀର୍ଘ ଦିନ ପାଇଁ ରେକର୍ଡ…

ହର୍ମୁଜ ନିକଟରେ ଭାରତୀୟ ଜାହାଜ ଉପରେ ପୁଣି ଆକ୍ରମଣ: ଚେତାବନୀ ସତ୍ତ୍ୱେ MT Jalveerକୁ ଟାର୍ଗେଟ, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ/ମସ୍କାଟ,୧୧।୬: ଓମାନ ଉପକୂଳରେ ସାମୁଦ୍ରିକ ସୁରକ୍ଷାକୁ ନେଇ ଚିନ୍ତା ଜନକ ସ୍ଥିତି ସୃଷ୍ଟି ହୋଇଛି। ଓମାନ ତଟ ନିକଟରେ ‘ଏମଟି ଜଲବୀର’ (MT Jalveer) ନାମକ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri