Posted inଜାତୀୟ

ମୁଜଫରନଗରରେ ଘର ଭୁଷୁଡ଼ି ୩ ଶିଶୁ ମୃତ

ମୁଜଫରନଗର,୮।୭: ଉତ୍ତରପ୍ରଦେଶ ମୁଜଫରନଗରର ସିଖେଡା ଗଁ।ରେ ସୋମବାର ଘରର ଛାତ ଭୁଷୁଡ଼ିଯାଇଛି। ଏହି ଦୁର୍ଘଟଣାରେ ୩ଶିଶୁଙ୍କ ମୃତ୍ୟୁ ହୋଇଥିବା ବେଳେ ବାପା ଆହତ ହୋଇଛନ୍ତି। ସହରରେ ମୌସୁମୀ ବର୍ଷା ଲାଗି ରହିଥିବାରୁ ସକାଳେ ଦୁର୍ବଳ ଥିବା ଘରର କାନ୍ଥ ଭାଙ୍ଗିଯିବାରୁ ଏହାର ଛାତ ସେଠାରେ ଶୋଇଥିବା ବାପା ଓ ୩ଶିଶୁଙ୍କ ଉପରେ ପଡ଼ିଯାଇଥିଲା। ସ୍ଥାନୀୟ ଲୋକେ ବହୁ କଷ୍ଟରେ ସେମାନଙ୍କୁ ଉଦ୍ଧାର କରି ଜିଲା ହସ୍ପିଟାଲରେ ଭର୍ତ୍ତି କରିଥିଲେ। ହେଲେ ସେଠାରେ ଡାକ୍ତର ୩ଶିଶୁଙ୍କୁ ମୃତ ଘୋଷଣା କରିଥିଲେ। ଅପରପକ୍ଷରେ ବାପା ଗୁଲସନ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ଏଥିସହ ଘଟଣାସ୍ଥଳରେ ପୋଲିସ ଓ ପ୍ରଶାସନିକ ଅଧିକାରୀ ପହଞ୍ଚି ଘଟଣାର ଅନୁଧ୍ୟାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗରିକତା ସଂଶୋଧନ ବିଲ୍‌କୁ ନେଇ ଜେଡିୟୁରେ ଫାଟ

ପାଟନା,୧୦।୧୨: ନାଗରିକତା ସଂଶୋଧନ ବିଲ୍‌ ସୋମବାର ରାତିରେ ଲୋକ ସଭାରେ ଗୃହୀତ ହେବା ପରେ ଏବେ ଏହାକୁ ନେଇ ଭିନ୍ନ ଭିନ୍ନ ମତ ପ୍ରକାଶ ପାଇଛି।...

ପ୍ରାକୃତିକ ଚିକିତ୍ସାରେ ଭଲ ହେବେ କରୋନା ଭୂତାଣୁ ସଂକ୍ରମିତ: ଦାବିକଲେ ତାମିଲନାଡୁ ଡାକ୍ତର

ଚେନ୍ନାଇ,୨୮।୧: ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭୁତାଣୁ ସଂକ୍ରମଣ ଏବେ ବିଶ୍ୱର ବିଭିନ୍ନ ଦେଶରେ କାୟା ବିସ୍ତାର କରିବା ଆରମ୍ଭ କଲାଣି। ଚାଇନାରେ କରୋନା ଭୂତାଣୁରେ...

ପାକିସ୍ତାନୀ ସେନା ଅଧିକାରୀଙ୍କ କବରକୁ ସାଇତି ରଖିଛି ଭାରତୀୟ ସେନା

ଶ୍ରୀନଗର,୧୬।୧୦:ଭାରତୀୟ ସେନା ପୁଣି ଏକ ମହାନତାର ପରିଚୟ ଦେଇଛି। ଜମ୍ମୁ-କଶ୍ମୀରର ନୌଗାମ ସେକ୍ଟରରେ ଥିବା ଜଣେ ପାକିସ୍ତାନ ଅଧିକାରୀଙ୍କ କବରର ମରାମତି କାର୍ଯ୍ୟ କରିଛି ଭାରତୀୟ...

ନାଗାଲାଣ୍ଡରେ ଆଫ୍‌ସ୍ପା ସମୟସୀମା ୬ ମାସ ବଢ଼ିଲା

ନୂଆଦିଲ୍ଲୀ,୩୧ା୧୨(ଆଇଏଏନ୍‌ଏସ୍‌): ନାଗାଲାଣ୍ଡରେ ସଶସ୍ତ୍ର ବାହିନୀ ସ୍ବତନ୍ତ୍ର କ୍ଷମତା ଆଇନ, ୧୯୫୮ (ଆଫ୍‌ସ୍ପା) କାର୍ଯ୍ୟକାଳକୁ ଆଉ ୬ ମାସ ବଢ଼ାଇଦିଆଯାଇଛି। ସୋମବାର କେନ୍ଦ୍ର ସରକାର ଏହି ଘୋଷଣା...

ମେଣ୍ଟ ସରକାରର ସିଏମ୍‌ପି:କୃଷି ଋଣଛାଡ଼କୁ ଗୁରୁତ୍ୱ

ମୁମ୍ବାଇ, ୨୯।୧୧:ମହାରାଷ୍ଟ୍ରରେ ନବଗଠିତ ଶିବସେନା-ଏନ୍‌ସିପି-କଂଗ୍ରେସ ମେଣ୍ଟ ସରକାର ରାଜ୍ୟରେ କୃଷକ ସମସ୍ୟାର ସମାଧାନ ଓ ସେମାନଙ୍କ ଋଣଛାଡ଼ ଉପରେ ଗୁରୁତ୍ୱ ଦେଇଛନ୍ତି। ଏଥିସହ ସ୍ଥାନୀୟ ଯୁବତୀଯୁବକଙ୍କ...

ଧାରଣାସ୍ଥଳରେ କର୍ମଚାରୀଙ୍କର ହେଲା ବିବାହ କର୍ମ

ଠାଣେ,୧୮।୭: ଅମରାବତି ଜିଲାରେ ନିଖିଲ ତେଖି ନାମକ ଜଣେ ବ୍ୟକ୍ତି ନିଜ ବଦଳିକୁ ନେଇ ଧାରଣାରେ ବସିଥିଲେ। ମହାରାଷ୍ଟ୍ର ରାଜ୍ୟ ବିଦ୍ୟୁତ କର୍ମଚାରୀ ଫେଡରେଶନର କେତେଜଣ...

ପଞ୍ଜାବରେ ରାଷ୍ଟ୍ରପତି ଶାସନ ଲାଗୁ କରିବାକୁ ପ୍ରୟାସ ଚାଲିଛି

ନୂଆଦିଲ୍ଲୀ,୭।୧: ଢ଼ିଲା ସୁରକ୍ଷା ବ୍ୟବସ୍ଥା କାରଣରୁ ୨୦ ମିନିଟ୍‌ ପାଇଁ ଏକ ଫ୍ଲାଏଓଭରରେ ଫସି ରହିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଜ୍ୟରେ ରାଷ୍ଟ୍ରପତି ଶାସନ ଜାରି...

ସିଏଏର ବୈଧତା ପରଖିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯।୧୨,(ପି.ଟି./ଆଇଏଏନ୍‌ଏସ୍‌): ଦେଶବ୍ୟାପୀ ହିଂସାମତ୍କ ବିକ୍ଷୋଭର କାରଣ ପାଲଟିଥିବା ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଉପରେ ସ୍ଥଗିତାଦେଶ ଜାରି କରିବାକୁ ବୁଧବାର ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ତେବେ...

Advertisement
Archives

Model This Week