Posted inଜାତୀୟ

ମୁଜାଫରପୁର ଶେଲ୍ଟର ହୋମ୍‌ ମାମଲାରେ ଅପରାଧୀଙ୍କୁ ସୁରକ୍ଷା ଦେଉଛି ସିବିଆଇ: ତେଜସ୍ବୀ ଯାଦବ

ପାଟନା,୧୨।୧: ମୁଜାଫରପୁର ଶେଲ୍ଟର ହୋମ୍‌ ମାମଲାରେ ଆର୍‌ଜେଡି ନେତା ତେଜସ୍ବୀ ଯାଦବ ସିବିଆଇକୁ ରବିବାର କଡ଼ା ସମାଲୋଚନା କରିଛନ୍ତି। ତେଜସ୍ବୀ ଟୁଇଟ୍‌ କରି କହିଛନ୍ତି ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ନିର୍ଦ୍ଦେଶରେ ଅପରାଧୀଙ୍କୁ ସିବିଆଇ ସୁରକ୍ଷା ଦେଉଛି। ଶେଲ୍ଟର ହୋମ୍‌ର ୩୪ ଜଣ ଅନ୍ତେବାସୀଙ୍କ ଉପରେ ଶାସକ ଦଳର ସଦସ୍ୟ ଦୀର୍ଘଦିନ ଧରି ଅତ୍ୟାଚାର କରିଥିଲେ। ସିବିଆଇ ପକ୍ଷରୁ ଏହି ମାମଲାର ଯାଞ୍ଚ୍‌ କରୁଥିବା ଅଧିକାରୀଙ୍କୁ ବଦଳି କରାଯାଇଛି। ତେବେ କୋର୍ଟ ପକ୍ଷରୁ ଏପରି ନ କରିବାକୁ ସିବିଆଇକୁ କୁହାଯାଇଥିଲା। ମାତ୍ର ଏହି ଘଟଣା ରାଜନୈତିକ ନୁହେଁ ବରଂ ମାନବୀୟ ବୋଲି ସିବିଆଇ ପକ୍ଷରୁ ଉତ୍ତରରେ କୁହାଯିବା ଅତ୍ୟନ୍ତ ଦୁଃଖର ବିଷୟ ବୋଲି ତେଜସ୍ବୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନାରୁ ଦୂରେଇ ରହିବା ଲାଗି ହାତ ଧୋଉଧୋଉ ହୋଇ ବି ପାରେ ଜଳସଙ୍କଟ !

ଓ୍ବାଶିଂଟନ,୨୫।୩: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ସ୍ବାସ୍ଥ୍ୟ ବିଶେଷଜ୍ଞ ବିଭିନ୍ନ ଉପାୟ ସମ୍ପର୍କରେ ପରାମର୍ଶ ଦେଉଛନ୍ତି। ସେଥିମଧ୍ୟରୁ ମାସ୍କ୍‌ର ବ୍ୟବହାର କରିବା, ନିୟମିତ ଭାବେ...

ଦିନ ସାରା ଅଟକି ରହିଲା ହେଲିକପ୍ଟର, ଆସିଲେନି ୬ ବିଧାୟକ: ଜାଣନ୍ତୁ କ’ଣ ରହିଛି ପୂରା ଘଟଣା

ଜୟପୁର,୯।୮: ରାଜସ୍ଥାନରେ କଂଗ୍ରେସ ପରେ ଏବେ ଭାଜପା ନିଜ ଗଡକୁ ବଞ୍ଚାଇବାକୁ ଚେଷ୍ଟା କରୁଛି। ଭାଜପା ଏହାର ୧୮ ଜଣ ବିଧାୟକଙ୍କୁ ଗୁଜରାଟ ପଠାଇଛି। କିନ୍ତୁ...

ଅଭିନନ୍ଦନଙ୍କ ସ୍କ୍ବାଡ୍ରନ୍‌କୁ ସମ୍ମାନୀତ କରିବ ବାୟୁସେନା

ନୂଆଦିଲ୍ଲୀ,୬।୧୦: ବାଲାକୋଟ ଏୟାର ଷ୍ଟ୍ରାଇକ୍‌ରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ଓ୍ବିଙ୍ଗ୍‌ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କ ୫୧-ସ୍କ୍ବାଡ୍ରନ୍‌କୁ ବାୟୁସେନା ସମ୍ମାନୀତ କରିବ । କମାଣ୍ଡିଙ୍ଗ୍‌ ଅଫିସର...

ଗଙ୍ଗା ନଦୀର ପାଣି ପିଇବା ଓ ଗାଧୋଇବା ପାଇଁ ଅନୁପଯୁକ୍ତ: ସିପିସିବି

ନୂଆଦିଲ୍ଲୀ, ୩୦।୫: ଗଙ୍ଗା ନଦୀର ପାଣି ପାନୀୟ ଜଳ ପାଇଁ ଉପଯୁକ୍ତ ନୁହେଁ ବୋଲି କହିଛି କେନ୍ଦ୍ର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ସିପିସିବି)। ଏଥିସହ ଗଙ୍ଗା ନଦୀ...

ତାମିଲନାଡୁରେ ପ୍ରବଳ ବର୍ଷା: ସ୍କୁଲ, କଲେଜ ବନ୍ଦ

ଚେନ୍ନାଇ,୩୦।୧୦: ତାମିଲନାଡୁର ମଦୁରେ ଏବଂ ରାମନାଥପୁରମ ସମେତ ଅନେକ ଜିଲାରେ ପ୍ରବଳ ବର୍ଷା ଲାଗି ରହିଛି। ବର୍ଷା ଯୋଗୁ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏହାକୁ...

ଆତଙ୍କବାଦ ଦମନ ପାଇଁ ସବୁ ଦେଶକୁ ଆଗେଇ ଆସିବାକୁ ପଡିବ

ଓସାକା, ୨୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନରେ ଚାଲିଥିବା ଜି-୨୦ ଶିଖର ସମ୍ମିଳନୀରେ ଯୋଗ ଦେଇ ଆତଙ୍କବାଦ ବିରୋଧରେ ସବୁ ରାଷ୍ଟ୍ର ଏକ ହେବା ପାଇଁ...

ଦେଶରେ ଗତ ୨୪ ଘଣ୍ଟାରେ ୧,୦୩୫ ନୂଆ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୧୧।୪: ଦେଶରେ ଦ୍ରୁତ ଗତିରେ ବଢି ଚାଲିଛି କରୋନା ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ୧,୦୩୫ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ...

ମହିଳା ଡାକ୍ତର ବଳାତ୍କାର ହତ୍ୟା ପ୍ରସଙ୍ଗକୁ ନେଇ ସଂସଦରେ ଝଡ଼: ଅପରାଧୀଙ୍କୁ ପିଟି ମାରିଦେବାକୁ ଦାବି

ନୂଆଦିଲ୍ଲୀ,୩ା୧୨(ପି.ଟି.): ହାଇଦ୍ରାବାଦରେ ୨୬ ବର୍ଷୀୟା ମହିଳା ପ୍ରାଣୀ ଚିକିତ୍ସକଙ୍କୁ ଗଣବଳାତ୍କାର ଓ ହତ୍ୟା ପ୍ରସଙ୍ଗକୁ ନେଇ ସୋମବାର ପାର୍ଲାମେଣ୍ଟର ଉଭୟ ଗୃହରେ ବିରୋଧୀ ହଙ୍ଗାମା କରିଥିଲେ।...

Coronavirus Update


Archives

Model This Week

Why Dharitri