ମୁଣ୍ଡବ୍ୟଥାର ଘରୋଇ ଉପଚାର

ମୁଣ୍ଡବ୍ୟଥା ଆଜିକାଲି ଏକ ସାଧାରଣ ସମସ୍ୟା ପାଲଟି ଗଲାଣି। ତେବେ ଏପରି କେତେକ ଘରୋଇ ଉପଚାର ରହିଛି, ଯାହାଦ୍ୱାରା ଏଥରୁ ଅନେକାଂଶରେ ଉପଶମ ମିଳିପାରିବ। ସେ ସମ୍ପର୍କରେ ଟିପ୍ସ…
ଡାଲଚିନି ଗୁଣ୍ଡକୁ ପାଣିରେ ମିଶାଇ ମଥାରେ ଲେପ ଦେଲେ ମୁଣ୍ଡ ବିନ୍ଧାରୁ ଉପଶମ ମିଳିଥାଏ।
ଖରାଦିନରେ ମୁଣ୍ଡ ବିନ୍ଧିଲେ ମଥାରେ ଚନ୍ଦନର ଲେପ ଦେଲେ ଏଥିରୁ ଆରାମ ମିଳେ।
ମୁଣ୍ଡରେ ନଡ଼ିଆ ତେଲ ଭଲ ଭାବରେ ମାଲିସ କଲେ ତାହା ମୁଣ୍ଡ ବିନ୍ଧା ସମସ୍ୟରୁ କେତେକାଂଶରେ ମୁକ୍ତି ଦେଇଥାଏ।
ଗ୍ଲାସେ ପାଣିରେ ଅଳ୍ପ ଲେମ୍ବୁରସ ମିଶାଇ ପିଅନ୍ତୁ। ଏହାଦ୍ୱାରା ମୁଣ୍ଡବିନ୍ଧାରୁ ଉପଶମ ମିଳିଥାଏ।
ଯଦି ଥଣ୍ଡା ଯୋଗୁ ମୁଣ୍ଡବିନ୍ଧା ହେଉଥାଏ ତେବେ ମିଶ୍ରି ଏବଂ ଧନିଆକୁ ପାଣିରେ ମିଶାଇ ଫୁଟାନ୍ତୁ। ଏହି ପାଣିକୁ ପିଇଲେ ମୁଣ୍ଡବିନ୍ଧାରୁ କେତେକାଂଶରେ ଲାଘବ ମିଳିଥାଏ।
ଯଦି ମାନସିକ ଚାପରୁ ମୁଣ୍ଡ ବିନ୍ଧୁଛି ତେବେ ୨-୩ଟି ଲବଙ୍ଗ ଏବଂ ଅଳ୍ପ ଲୁଣକୁ ଭଲ ଭାବରେ ବାଟି ଏହି ମିଶ୍ରଣକୁ କ୍ଷୀରରେ ମିଶାଇ ପିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

କାନଫୁଲ ବି ଦୂର କରିଥାଏ ମହିଳାଙ୍କ ବହୁ ଶାରିରୀକ ସମସ୍ୟା…

ଶୃଙ୍ଗାର ଯୋଗୁ ମହିଳାଙ୍କ ସୌନ୍ଦର୍ଯ୍ୟ ଅଧିକ ବୃଦ୍ଧି ପାଇଥାଏ। ଭାରତୀୟ ସଂସ୍କୃତିରେ ଶୃଙ୍ଗାର ସବୁବେଳେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଏହା ଅନ୍ତର୍ଗତ ମହିଳାମାନେ ବିଭିନ୍ନ...

ସେଓ ଖିରି

ଆବଶ୍ୟକ ସାମଗ୍ରୀ: ମଧ୍ୟମ ଆକାରର ଅଧା କିଲୋଗ୍ରାମ ସେଓ, କ୍ଷୀର ୧ ଲିଟର, ଚିନି ୧୦୦ ଗ୍ରାମ୍‌, ଛୋଟ ଛୋଟ କଟା ହୋଇଥିବା କାଜୁ ୨...

ସ୍ବା ସ୍ଥ୍ୟ ସୂ ଚ ନା

ବ୍ୟସ୍ତ ରହିଲେ ମଧ୍ୟ ରାତିରେ ଶୋଇବା ସମୟ ଏପରି ସ୍ଥିର କରନ୍ତୁ, ଯେମିତି ଆପଣ ୫-୬ ଘଣ୍ଟା ଶୋଇ ପାରିବେ। ଯିବା ପୂର୍ବରୁ ମନରେ ନକାରାତ୍ମକ...

ଧଳା କେଶ ସମସ୍ୟାରୁ ମୁକ୍ତି ଦିଏ ଏହି ୪ ଖାଦ୍ୟ

ବୟସ ବଢ଼ିବା ସହିତ କେଶର ରଙ୍ଗ ପରିବର୍ତ୍ତନ ହୋଇ ଧଳା ହେବା ଏକ ସାଧାରଣ କଥା। ମାତ୍ର ବର୍ତ୍ତମାନ ସମୟରେ କେବଳ ବୟସ୍କ ଲୋକ ନୁହନ୍ତି...

ଏହି ତେଲ ଲଗାଇଲେ ବୟସର ଛାପ ପଡ଼େନି

ସାଧାରଣତଃ ଲୋକେ ବିଭିନ୍ନ ତେଲର ବ୍ୟବହାର କରିଥା’ନ୍ତି। ମାତ୍ର ନଡ଼ିଆ ତେଲରେ ଏପରି ଗୁଣ ରହିଛି, ଯାହାକୁ ଲଗାଇଲେ ବୟସ ବୃଦ୍ଧି ହେଲେ ମଧ୍ୟ ଜଣାପଡ଼ି...

ବଦଳୁଥିବା ସିଜନ୍‌ରେ ନିଜକୁ ସୁସ୍ଥ, ସଂକ୍ରମଣରୁ ମୁକ୍ତ ରଖିବା ପାଇଁ ଖାଆନ୍ତୁ ଏହି ସବୁ ଜିନିଷ

ବର୍ଷାଦିନେ ସଂକ୍ରମଣ ସମସ୍ୟା ଅଧିକ ଦେଖାଯାଇଥାଏ। ଏ ନେଇ ଆମର ପୂର୍ବରୁ ପ୍ରସ୍ତୁତ ନ ହେବା ଫଳରେ ଅନେକ ସମସ୍ୟା ଉପୁଜିଥାଏ। ବଦଳୁଥିବା ସିଜନ୍‌ରେ ନିଜକୁ...

ଅଏଲି ସ୍କିନ୍‌ କେୟାର

ଅଏଲି ସ୍କିନ୍‌ ହୋଇଥିଲେ ସାଧାରଣତଃ ଅଧିକ ଯତ୍ନ ନେବାକୁ ହୋଇଥାଏ। ଆଉ ଏଥିପାଇଁ ରାସାୟନିକ ସାମଗ୍ରୀ ବଦଳରେ ଘରୋଇ ଉପାୟ ଆପଣେଇବା ଅଧିକ ଫଳପ୍ରଦ… ସାଧାରଣତଃ...

ଖରାଦିନେ ପିଅନ୍ତୁ ଏପରି ଜୁସ୍‌ : ମିଳିବ ଅନେକ…

ଖରାଦିନେ ଗରମ ହେବା ସହିତ ସ୍ବାସ୍ଥ୍ୟଜନିତ ଅନେକ ସମସ୍ୟା ଦେଖାଯାଇଥାଏ। ତେବେ ଏହା ଉପରେ ପ୍ରଥମରୁ ଧ୍ୟାନଦେବା ଉଚିତ। ଖରାଦିନେ ଆମକୁ ଥଣ୍ଡା ପାନୀୟ ଅଧିକ...

Advertisement
Archives

Model This Week