ମୁଣ୍ଡଳିରେ ଭାଙ୍ଗିଲା ଡଙ୍ଗା, ବର୍ତ୍ତିଲେ ମତ୍ସ୍ୟଜୀବୀ

ନରାଜ,୭ା୧୧(ଡି.ଏନ୍‌.ଏ.) ବାରଙ୍ଗ ବ୍ଲକ ଅନ୍ତର୍ଗତ ମହାନଦୀର ମୁଣ୍ଡଳି ବ୍ୟାରେଜଠାରେ ବୁଧବାର ଏକ ମାଛ ଧରୁଥିବା ଡଙ୍ଗା ହଠାତ୍‌ ଭାଙ୍ଗିଯାଇଥିଲା। ଏହି ସମୟରେ ମାଛ ଧରୁଥିବା ଦୁଇ ମତ୍ସ୍ୟଜୀବୀ ଅଳ୍ପକେ ବର୍ତ୍ତିଯାଇଛନ୍ତି। ସୂଚନାଯୋଗ୍ୟ, ବୁଧବାର ପୂର୍ବାହ୍ନ ୧୧ଟା ସମୟରେ ସବୁଦିନ ଭଳି ସାନମୁଣ୍ଡଳି ଗ୍ରାମର ଦୌତାରି ବେହେରା ଓ ଚନ୍ଦନ ବେହେରା ମୁଣ୍ଡଳି ବ୍ୟାରେଜ ନିକଟରେ ମାଛ ମାରୁଥିଲେ। କିନ୍ତୁ କୌଣସି କାରଣବଶତଃ ଡଙ୍ଗାଟି ଭାଙ୍ଗି ଯାଇଥିଲା। ଫଳରେ ଡଙ୍ଗାଟି ଧୀରେ ଧୀରେ ବୁଡିବାକୁ ଲାଗିଲା ସ୍ରୋତ ଅଧିକ ଥିବାରୁ ସେମାନେ ନିରୁପାୟ ହୋଇ ପାଖରେ ଥିବା ଅନ୍ୟ ମତ୍ସ୍ୟଜୀବୀମାନଙ୍କୁ ଡାକ ପକାଇଥିଲେ। ଡାକ ଶୁଣି ଅନ୍ୟ ସାଥିମାନେ ସଙ୍ଗେ ସଙ୍ଗେ ଦୁଇଟି ଡଙ୍ଗାରେ ଆସି ସେଠାରେ ପହଞ୍ଚତ୍ ଯାଇଥିଲେ। ବ୍ରିଜ ଉପରୁ ମଧ୍ୟ କିଛି ଲୋକ ଦଉଡା ପକାଇ ମିଳିତ ଭାବରେ ଡଙ୍ଗା ଓ ଲୋକଙ୍କୁ ଉଦ୍ଧାର କରି ଉପରକୁ ଆଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଛାଡ଼ି ଏବେ ଏହି କାମ କରିବେ ଡିସିପି ଜଗମୋହନ ମୀନା! ଜାଣନ୍ତୁ କେମିତି ଗ୍ରହଣ ହୁଏ ଆଇପିଏସ୍‌ ଅଧିକାରୀଙ୍କ ଇସ୍ତଫା:

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ ମୀନା ସରକାରୀ ଚାକିରି ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ପୋଲିସ ଡିଜିଙ୍କ ମାଧ୍ୟମରେ ରାଜ୍ୟ…

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି…

କାଲି  ଖୋର୍ଦ୍ଧା ରୋଡ୍ ଡିଭିଜନ୍‌ରେ ୮ ମେମୁ ଟ୍ରେନ୍‌ ବାତିଲ: ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୬।୭: ଯାତ୍ରୀମାନଙ୍କ ପାଇଁ ଜରୁରୀ ସୂଚନା। ମାଳତୀପାଟପୁର ଓ ପୁରୀ ଷ୍ଟେସନ ମଧ୍ୟରେ ଚାଲିଥିବା ଆଧୁନିକୀକରଣ ଓ ରେଳ ଭିତ୍ତିଭୂମି ଉନ୍ନୟନ କାର୍ଯ୍ୟ ପାଇଁ ଆସନ୍ତାକାଲି…

ଏନ୍‌ଏଚ୍–୫୫ ନିର୍ମାଣରେ ଅନିୟମିତତା: ଅଧୀକ୍ଷଣ ଯନ୍ତ୍ରୀ, ଏସଡିଓ ଓ ପ୍ରୋଜେକ୍ଟ ମ୍ୟାନେଜରଙ୍କ ନାଁରେ ଏଫ୍‌ଆଇଆର୍

ଜଗତସିଂହପୁର, ୬।୭: ଜାତୀୟ ରାଜପଥ–୫୫ (ଏନ୍‌ଏଚ୍–୫୫)ର ନିର୍ମାଣ କାର୍ଯ୍ୟରେ ମନ୍ଥର ଗତି ଏବଂ ନିମ୍ନମାନର କାମକୁ ନେଇ ପ୍ରଶାସନ କଠୋର ପଦକ୍ଷେପ ଗ୍ରହଣ କରିଛି। ଏହି ଘଟଣାରେ…

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନୂଆ ମାର୍ଗଦର୍ଶିକା, ଏଣିକି ବର୍ଷକୁ ୪ଟି ପରୀକ୍ଷା ଦେବେ…

ଭୁବନେଶ୍ବର,୬ା୭: ତୃତୀୟରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ଏଣିକି ବର୍ଷକୁ ୪ଟି ପରୀକ୍ଷୀ ଦେବାକୁ ହେବ । ପୂର୍ବରୁ ବର୍ଷକୁ ଦୁଇଟି ପରୀକ୍ଷା ହେଉଥିବା ବେଳେ ବର୍ତ୍ତମାନ…

ଚାକିରି ଛାଡ଼ିବା ପରେ ବଡ଼ କଥା କହିଦେଲେ ଭୁବନେଶ୍ୱର ଡିସିପି, ଓଡ଼ିଶାର ଲୋକେ…

ଭୁବନେଶ୍ୱର,୬ା୭: ଚାକିରି ଛାଡ଼ିବା ପରେ ଭୁବନେଶ୍ୱର ଡେପୁଟି କମିଶନର ଅଫ୍ ପୋଲିସ  (ଡିସିପି) ଜଗମୋହନ ମୀନା ଓଡ଼ିଶାବାସୀଙ୍କ ପାଇଁ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି,…

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର  ଡେପୁଟି କମିଶନର ଅଫ୍ ପୋଲିସ(ଡିସିପି) ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ଯାହାକି ରାଜଧାନୀ ପୋଲିସକୁ ଆଶ୍ଚର୍ଯ୍ୟ କରିଦେଇଛି। ବ୍ୟକ୍ତିଗତ କାରଣରୁ ସେ ଚାକିରି…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri