ମୁଦ୍ରା ବ୍ୟବହାର କମାଇଲା ଇରାନ

ଦୁବାଇ,୬ା୩: ଇରାନରେ କରୋନା ସଂକ୍ରମଣ ବୃଦ୍ଧି ପାଇଥିବାରୁ ସେଠାରେ କାଗଜ ମୁଦ୍ରା ବ୍ୟବହାର ଯଥା ସମ୍ଭବ କମାଇବା ପାଇଁ ସରକାର ଦେଶବାସୀଙ୍କୁ ପ୍ରୋତ୍ସାହିତ କରୁଛନ୍ତି। ଇରାନରେ ବିଭିନ୍ନ ସ୍ଥାନକୁ ଲୋକଙ୍କ ଯାତାୟାତ ହ୍ରାସ ଲାଗି ବିଭିନ୍ନ ଚେକ୍‌ ପଏଣ୍ଟରେ କର୍ମଚାରୀ ମୁତୟନ ହେବେ। ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ଇରାନରେ ସ୍କୁଲ ଓ ବିଶ୍ୱବିଦ୍ୟାଳୟକୁ ବନ୍ଦ ରଖାଯାଇଛି। ଇରାନରେ କରୋନା ରୋଗୀସଂଖ୍ୟା ୩୧୫୦ରେ ପହଞ୍ଚତ୍ଥିବାବେଳେ ୧୦୭ ଜଣଙ୍କ ମୃତ୍ୟୁ ହେଲାଣି। ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରତିଷେଧମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିଲିପିନ୍ସରେ ୭.୦ ତୀବ୍ରତାର ଭୂକମ୍ପ

ମାନିଲା,୨୭ ।୭: ଫିଲିପିନ୍ସରେ ବୁଧବାର ସକାଳୁ ଏକ ବଡ ଧରଣର ଭୂକମ୍ପ ହୋଇଛି । ଭୂକମ୍ପ ୬ଟା ୨୩ ମିନିଟରେ ଅନୁଭୁତ ହୋଇଥିଲା । ଏହାର...

ଭାରତ ଯାତ୍ରା ସମୟରେ ଥିବା କୋଭିଡ ନିୟମକୁ କୋହଳ କଲା ଆମେରିକା

ୱାଶିଂଟନ/ନୂଆଦିଲ୍ଲୀ,୨୯ ।୩: ୟୁଏସ୍ ସେଣ୍ଟର ଫର ଡିଜିଜ କଣ୍ଟ୍ରୋଲ ଆଣ୍ଡ ପ୍ରୋବେଶନ(ସିଡିସି) ସୋମବାର ଭାରତ ପାଇଁ ତା’ର କୋଭିଡ ୧୯ ଯାତ୍ରା ଆଡଭାଇଜରୀ ସ୍ତର ୩(ହାଇ...

ରୁଷିଆକୁ ଲାଗିଲା ବଡ଼ ଝଟ୍‌କା

ମସ୍କୋ,୧୫।୪: ୟୁକ୍ରେନ ବିରୋଧରେ ସାମରିକ ଅପରେସନ କରୁଥିବା ବେଳେ ରୁଷିଆର ମିସାଇଲ ଗାଇଡେଡ କ୍ରୁଜ ମୋସ୍କଭା ଯୁଦ୍ଧ ଜାହାଜ ବ୍ଲାକ ସି’ରେ ବୁଡିଯାଇଛି। ଅପରେସନ ବେଳେ...

ଘର ପାଖ ପାର୍କ ମାନସିକ ସ୍ବାସ୍ଥ୍ୟ ପାଇଁ ଭଲ

ଲଣ୍ଡନ: ସହରାଞ୍ଚଳରେ ଘର ପାଖରୁ ୩୦୦ ମିଟର ମଧ୍ୟରେ ପାର୍କ କିମ୍ବା ସବୁଜ ପରିବେଶ ରହିଲେ ତାହା ବ୍ୟକ୍ତିଙ୍କୁ ସୁଖଦ ଅନୁଭବ ଦେଇଥାଏ।ଏହାଦ୍ୱାରା ସେମାନଙ୍କ ମାନସିକ...

ସିଙ୍ଗଲ୍‌ ଡୋଜ ଟିକାକୁ ମିଳିଲା ଅନୁମତି

ମସ୍କୋ, ୬ା୫ : ରୁଷିଆର ସ୍ବାସ୍ଥ୍ୟ ଅଧିକାରୀ ସ୍ପୁଟନିକ-ଭି କରୋନା ଭାଇରସ ଟିକାର ସିଙ୍ଗଲ୍‌ ଡୋଜ ଭର୍ସନକୁ ଗୁରୁବାର ଅନୁମତି ଦେଇଛନ୍ତି। ଟିକା ପ୍ରସ୍ତୁତିରେ ଖର୍ଚ୍ଚ...

ଥରିଲା ଫିଲିପାଇନ୍ସ

ମାନିଲା, ୧।୨: ଦକ୍ଷିଣ ଫିଲିପାଇନ୍ସରେ ବୁଧବାର ଭୂକମ୍ପ ଝଟ୍‌କା ଲାଗିଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬.୧ ରହିଛି। ଏଥିରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ।...

କାଲିଫର୍ନିଆରେ ପ୍ରବଳ ଝଡ଼ବାତ୍ୟା: ଶିଶୁଙ୍କ ସମେତ ୨ ମୃତ

ଓ୍ବାଶିଂଟନ,୬ା୧: କାଲିଫର୍ନିଆରେ ପ୍ରବଳ ଝଡ଼ବାତ୍ୟା ହୋଇଛି। ଫଳରେ ହଜାର ହଜାର ଘରୁ ବିଦ୍ୟୁତ୍‌ ବିଚ୍ଛିନ୍ନ ହୋଇଛି। ଏହି ବର୍ଷା ଯୋଗୁ ବନ୍ୟା ପରି ପରିସ୍ଥିତି ମଧ୍ୟ...

ଆମାଜନର ପାଖାପାଖି ୨୦ହଜାର କର୍ମଚାରୀ କରୋନା ପଜିଟିଭ

ନ୍ୟୁୟର୍କ,୨ ।୧୦: ଅନ୍ ଲାଇନ୍ ରିଟେଲ କମ୍ପାନୀ ଆମାଜନର ପାଖାପାଖି ୨୦ହଜାର ଫ୍ରଣ୍ଟ ଲାଇନ୍ ୟୁଏସ୍ ୱାର୍କର କରୋନାରେ ପୀଡ଼ିତ ହୋଇଥିବା ଜଣାପଡିଛି । ପ୍ରଥମଥର...

Advertisement
Archives

Model This Week