ମୁନିଗୁଡ଼ା ରେଳ ସୁରକ୍ଷା ବଳର କାର୍ଯ୍ୟାନୁଷ୍ଠାନ ଯୋଗୁ ହଜିଥିବା ଜିନିଷ ଫେରିପାଇଲେ କରନ୍‌

ମୁନିଗୁଡ଼ା,୧୩।୬(ଡି.ଏନ୍‌.ଏ.): ରାୟଗଡ଼ା ଜିଲାର ପୂର୍ବତଟ ରେଳପଥ ସମ୍ବଲପୁର ଡିଭିଜନ ଅନ୍ତର୍ଗତ ମୁନିଗୁଡ଼ା ରେଳ ସୁରକ୍ଷା ବଳ କର୍ମଚାରୀଙ୍କ ଉନ୍ନତ ସେବା ଲାଗି ଜନୈକ ଯାତ୍ରୀ ଗଭୀର କୃତଜ୍ଞତା ଜ୍ଞାପନ କରିଛନ୍ତି।

ସୂଚନାନୁଯାୟୀ, ବିହାରର ମୁଙ୍ଗେର ଜିଲା ଅନ୍ତର୍ଗତ କାଥାନା ଗ୍ରାମର କରନ୍‌ କୁମାର ଗତ ୧୦ ତାରିଖରେ ଆଲେପି-ଧାନବାଦ ୧୩୩୫୨ ନଂ. ଟ୍ରେନ୍‌ ଯୋଗେ ଟ୍ରିଚରରୁ ମୁନିଗୁଡ଼ା ଆସିବା ସମୟରେ ତାଙ୍କର ଲଗେଜ୍‌ ବ୍ୟାଗ୍‌ଟିକୁ ଛାଡ଼ି ଦେଇଥିଲେ। ଉକ୍ତ ବ୍ୟାଗ୍‌ରେ ତାଙ୍କର ୫ ହଜାର ଟଙ୍କା, ୧୬ ହଜାର ଟଙ୍କା ମୂଲ୍ୟର ୨ଟି ମୋବାଇଲ, ଭୋଟ ପରିଚୟ ପତ୍ର, ପାନ୍‌ କାର୍ଡ, ଏସ୍‌ବିଆଇ ଡେବିଟ୍‌ କାର୍ଡ ପରି ଆବଶ୍ୟକ ନଥିପତ୍ର ଥିଲା। ସେ ମୁନିଗୁଡ଼ା ଆର୍‌ପିଏଫ୍‌ ଥାନାରେ ଏ ନେଇ ଅଭିଯୋଗ କରିଥିଲେ। ଅଭିଯୋଗ ପାଇ ପୋଷ୍ଟ କମାଣ୍ଡର ମନୋଜ ଜଗତାପଙ୍କ ନିର୍ଦ୍ଦେଶ କ୍ରମେ କାର୍ଯ୍ୟରତ କନେଷ୍ଟବଳ ଅରୁଣ କୁମାର ସବୁଗୁଡ଼ିକୁ ଉଦ୍ଧାର କରି ଉପଯୁକ୍ତ ପ୍ରମାଣ ପାଇ ଯାତ୍ରୀ ଜଣଙ୍କୁ ହସ୍ତାନ୍ତର କରିଥିଲେ। ସୁରକ୍ଷା ବଳର ଏହି କାର୍ଯ୍ୟାନୁଷ୍ଠାନକୁ ଅନୁରୂପ ଭାବେ କରନ୍‌ ଓ ସାଧାରଣରେ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ବି ବାପା ନିଖୋଜ

ରାୟଗଡ଼ା ଅଫିସ, ୧୮।୧୦: ରାୟଗଡ଼ାସ୍ଥିତ ନାଗାବଳୀ ନଦୀ ଝୁଲାପୋଲ ନିକଟରୁ ରବିବାର ଭାସିଯାଇଥିବା ବାପ ପୁଅଙ୍କ ମଧ୍ୟରୁ ସୋମବାର ପୁଅଙ୍କ ମୃତଦେହ ମିଳିଛି। ରାୟଗଡ଼ାରୁ ୩...

କୋଭିଡ୍‌ ହସ୍ପିଟାଲରେ ପଡ଼ିରହିଲା ମୃତଦେହ

ରାୟଗଡ଼ା ଅଫିସ,୧୮।୪: ରାୟଗଡ଼ା ଜିଲା ଜେକେପୁରସ୍ଥିତ କୋଭିଡ୍‌ ହସ୍ପିଟାଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ହସ୍ପିଟାଲରେ ଅସ୍ଥାୟୀଭାବେ ନିୟୋଜିତ ଚତୁର୍ଥ ଶ୍ରେଣୀ କର୍ମଚାରୀମାନଙ୍କୁ...

ରାସ୍ତା ମାଡ଼ି ବସୁଥିଲା ଆନ୍ଧ୍ର

ରାୟଗଡ଼ା ଅଫିସ,୧୯ା୨:ସୀମାନ୍ତରେ ଥିବା ଓଡ଼ିଶାର ଗୋଟିଏ ପରେ ଗୋଟିଏ ଗଁାକୁ ମାଡ଼ିବସୁଛି ଆନ୍ଧ୍ର। କୋରାପୁଟର କୋଟିଆ ପରେ ଏବେ ଏପରି ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା...

କୋଟପାଡ଼ରେ ବିଜେଡି ଆଗୁଆ

କୋଟପାଡ଼, ୨୩।୫(ଡି.ଏନ୍‌.ଏ.)- କୋଟପାଡ଼ ବିଧାନସଭା ଆସନରେ ପ୍ରଥମ ରାଉଣ୍ଡ ଗଣତି ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡିର ପଦ୍ମିନୀ ଦିଓ୍ବାନ ୩୧୨୬ ଭୋଟ ପାଇଥିବାବେଳେ କଂଗ୍ରେସର...

ସଙ୍ଗରୋଧ କେନ୍ଦ୍ରରୁ ଫେରିଲେ ବାହାର ରାଜ୍ୟର ୪୭ ଅଟକ ବ୍ୟକ୍ତି

  ରାୟଗଡ଼ା ଅଫିସ,୩ା୫: ରାୟଗଡ଼ା ବ୍ଲକ୍‌ ଅଧୀନ ଆନ୍ଧ୍ର-ଓଡ଼ିଶା ସୀମାନ୍ତ କେରେଡ଼ା ଗାଁ ସଙ୍ଗରୋଧ କେନ୍ଦ୍ରରେ ଥିବା ୪୭ ଅଟକ ବ୍ୟକ୍ତିଙ୍କୁ ରବିବାର ନିଜ ଅଞ୍ଚଳଙ୍କୁ...

ଏକାଠି ହୋଇ କାର୍ଯ୍ୟକଲେ ତୃଣମୂଳସ୍ତରରେ ଏଡ୍‌ସ ଦୂରୀକରଣ ସମ୍ଭବ: ଜିଲାପାଳ

ରାୟଗଡ଼ା ଅଫିସ,୧।୧୨: ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଜିଲାପାଳ ପ୍ରମୋଦ କୁମାର ବେହେରାଙ୍କ ତତ୍ୱାବଧାନରେ ରବିବାର ବିଶ୍ୱ ଏଡ୍‌ସ ଦିବସ ପାଳିତ ହୋଇଯାଇଛି। ସକାଳେ ରାୟଗଡ଼ା...

କ୍ରିକେଟ ମ୍ୟାଚ ପାଇଁ ବେଟିଂ, ୩ ଗିରଫ

ଗୁଣପୁର,୪।୪(ଡି.ଏନ୍.ଏ.): ରାୟଗଡ଼ା ଜିଲା ଗୁଣପୁର ପୋଲିସ କ୍ରିକେଟ ମ୍ୟାଚ ପାଇଁ ବେଟିଂ କରିବା ଅଭିଯୋଗରେ ପୁଣି ୩ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ...

ଜୁଆଡ଼ିଙ୍କ ପାଖରୁ ମିଳିଲା ୨.୨୫ ଲକ୍ଷ ଟଙ୍କା, ୧୨ ଦାମୀ କାର୍‌

ଗୁଣପୁର,୧ା୧୦(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଗୁଣପୁର ପୋଲିସ ଏକ ବଡ଼ ଧରଣର ଜୁଆଆଡ୍ଡା ଉପରେ ଚଢ଼ାଉ କରି ୧୫ ଜୁଆଡ଼ିଙ୍କୁ ଗିରଫ କରିବା ସହ ୨ ଲକ୍ଷ...

Advertisement


Archives

Model This Week