ମୁମ୍ବାଇଠାରେ ଚିକିତ୍ସିତ ଖୋର୍ଦ୍ଧା ବିଧାୟକ ଜିତୁ ମିତ୍ରଙ୍କୁ ଭେଟିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ

ଭୁବନେଶ୍ୱର,୧୯।୮(ବ୍ୟୁରୋ): ମୁମ୍ବାଇଠାରେ ଚିକିତ୍ସିତ ହେଉଥିବା ଖୋର୍ଦ୍ଧା ବିଧାୟକ ଜିତୁ ମିତ୍ରଙ୍କୁ ସୋମବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣମନ୍ତ୍ରୀ ନବ କିଶୋର ଦାସ ଭେଟି ତାଙ୍କର ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି। ତାଙ୍କ ସହିତ ଚିଲିକା ବିଧାୟକ ପ୍ରଶାନ୍ତ କୁମାର ଜଗଦେବ ଏବଂ ମୁମ୍ବାଇର ପୂର୍ବତନ ପୋଲିସ କମିଶନର ତଥା  ରାଜ୍ୟସଭା ସଦସ୍ୟ ଅରୂପ ପଟ୍ଟନାୟକ ମଧ୍ୟ  ମିତ୍ରଙ୍କୁ ସାକ୍ଷାତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଚାଷୀଙ୍କ ଆୟ ଦ୍ବିଗୁଣିତ କରିବ ଡ୍ରୋନ୍‌’

ଛେଣ୍ଡିପଦା,୧୯।୪(ସ୍ବ.ପ୍ର.) ଚାଷୀଙ୍କୁ ସହାୟକ ହେବ ଡ୍ରୋନ୍‌। ଡ୍ରୋନ୍‌ ସହାୟତାରେ ଚାଷୀ ଫସଲରେ କୀଟନାଶକ ସିଞ୍ଚନ କରି ନିଜର ସମୟ ବଞ୍ଚାଇବା ସହ ଆୟ ମଧ୍ୟ ବଢ଼ାଇପାରିବ।...

ଧାମନଗର ଉପନିର୍ବାଚନ: ୩ ଦଳର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ ରାଜନୀତି ଏବେ ସରଗରମ। ଶୁକ୍ରବାର ନାମାଙ୍କନ ଦାଖଲର ଶେଷ ତାରିଖ ଥିବା ବେଳେ...

ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ: ଚିକିତ୍ସାଳୟରେ ଭର୍ତ୍ତି

ଜୟପୁର,୭।୬(ଡି.ଏନ.ଏ): ପଦ୍ମଶ୍ରୀ କମଳା ପୂଜାରୀ ଗତ ଶନିବାର ମଧ୍ୟାହ୍ନରେ ଅସୁସ୍ଥ ଯୋଗୁ ଜୟପୁରସ୍ଥିତ ଜିଲା ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ରବିବାର ତାଙ୍କ ସ୍ବାସ୍ଥ୍ୟ ସ୍ଥିର ରହିଥିବା...

ଦୁଇଦିନ ବନ୍ଦ ରହିବ ଏମ୍‌ସ ଓପିଡି

ଭୁବନେଶ୍ୱର,୧୩।୪(ବ୍ୟୁରୋ) : ଭୁବନେଶ୍ୱର ଏମ୍‌ସର ଓପିଡି ଆସନ୍ତା ୧୪ ଓ ୧୫ ଦୁଇଦିନ ଧରି ବନ୍ଦ ରହିବ। ମହାବୀର ଜୟନ୍ତୀ ଓ ଗୁଡ୍‌ ଫ୍ରାଇଡେ ପଡୁଥିବାରୁ...

ନାବାଳିକାଙ୍କୁ ଗର୍ଭବତୀ କରି ବନ୍ଧା ହେଲା ପ୍ରେମିକ

ଖୁଣ୍ଟା,୧୦ା୮(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଗର୍ଭବତୀ କରିଥିବା ଅଭିଯୋଗରେ ପୋଲିସ ରବି ହାଁସଦା (୨୩) ନାମକ ଜଣେ ଯୁବକଙ୍କୁ ଗିରଫ...

ଆଜି ରାଜ୍ୟ ବଜେଟ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ୧.୦୬ ଲକ୍ଷ କୋଟି ଟଙ୍କାର ଲେଖାନୁଦାନ ପ୍ରସ୍ତାବକୁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବୁଧବାର ଗୃହରେ ଉପସ୍ଥାପନ କରିବେ। ପଞ୍ଚାୟତ...

ସୁମିତ-ତପସ୍ବିନୀ ବିବାଦ: ଶେଷ ମଧ୍ୟସ୍ଥତା ବିଫଳ

କଟକ ଅଫିସ,୭।୫: ବ୍ରହ୍ମପୁର ବହୁଚର୍ଚ୍ଚିତ ସୁମିତ ଓ ତପସ୍ବିନୀ ପାରିବାରିକ ବିବାଦ ମାମଲାରେ ଶେଷ ମଧ୍ୟସ୍ଥତା ବିଫଳ ହୋଇଛି। ଶନିବାର ଓଡିଶା ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଚାଲିଥିବା...

କଳଙ୍କ ଲାଗିଯିବା ଭୟରେ ବିଧାନସଭା ବନ୍ଦ କରି ଦିଆଗଲା: କଂଗ୍ରେସ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କୁ ସରକାରଙ୍କ ପକ୍ଷରୁ କ୍ଲିନ୍‌ ଚିଟ୍‌ ଦିଆଯିବା ପ୍ରସଙ୍ଗ ସହ ୧୭ ଦିନ ପୂର୍ବରୁ ବିଧାନସଭା...

Advertisement
Archives

Model This Week