ମୁମ୍ବାଇରେ ପୂର୍ବତନ ଜିଲାପରିଷଦ ସଭ୍ୟଙ୍କ ମୃତ୍ୟୁ

ଛତ୍ରପୁର,୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜ଼ିଲା ଛତ୍ରପୁର ବ୍ଲକ ବଡମାଧପୁର ଗ୍ରାମର ଜଣେ ଓଡ଼ିଆଙ୍କର ମୁମ୍ବାଇ ମେଡିକାଲରେ ଶନିବାର ଭୋରରେ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲାର ପୂର୍ବତନ ଜିଲା ପରିଷଦ ସଭ୍ୟ ଅଭିମନ୍ୟୁ ସେଠୀ।
ଗତ କିଛି ବର୍ଷ ହେବ ଅଭିମନ୍ୟୁ ମୁମ୍ବାଇରେ ଏକ ଗାର୍ମେଣ୍ଟ କପଡ଼ା କାରଖାନାରେ କାମ କରୁଥିଲେ। କିଛି ଦିନ ହେଲା ତାଙ୍କ ଦେହ ଖରାପ ହେବାରୁ ସେଠାରେ ଏକ ମେଡିକାଲରେ ତାଙ୍କର ଚିକିତ୍ସା କରାଯାଉଥିଲା। ସେ ୧୯୯୭ରୁ ୨୦୦୨ ପର୍ଯ୍ୟନ୍ତ ୨୧ ନମ୍ବର ଜିଲାପରିଷଦ ସଭ୍ୟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଜଣା ଜନ୍ତୁ ପାଦ ଚିହ୍ନ ଠାବ ଘଟଣା: ବନ ବିଭାଗର ତଦନ୍ତ ଆରମ୍ଭ

ମହାକାଳପଡା, ୨୫ା୩ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ରାମନଗର ପଞ୍ଚାୟତସ୍ଥିତ କାଜୁ ଫାର୍ମ ସମ୍ମୁଖ ରାସ୍ତାରେ ଅଜଣା ଜନ୍ତୁର ପାଦ ଚିହ୍ନ...

ଶହୀଦ ସ୍ବାମୀଙ୍କ ଜୁଇରେ ଶୋଇଲେ ସ୍ତ୍ରୀ

ମାଲକାନଗିରି,୨୯।୪(ଡି.ଏନ୍‌.ଏ.): ଜଣେ ଶହୀହ ଯବାନଙ୍କ ସ୍ତ୍ରୀ କାନ୍ଦି କାନ୍ଦି ସ୍ବାମୀଙ୍କ ଜୁଇରେ ଶୋଇରହିବା ଦୃଶ୍ୟ ସମସ୍ତଙ୍କୁ ବିଚଳିତ କରି ପକାଇଛି। ସ୍ବାମୀଙ୍କ ସହିତ ତାଙ୍କୁ ପୋଡ଼ି...

ବଢ଼ୁଛି ଧାନକିଣା ବିବାଦ

ନୟାଗଡ଼ ଅଫିସ,୨।୧:ନୟାଗଡ଼ ଜିଲାରେ ଧାନକିଣା ଆରମ୍ଭ ହେବାର ଇତିମଧ୍ୟରେ ୧୦ ଦିନ ବିତିଛି। ଜିଲାରେ ୧୬୭ଟି ମଣ୍ଡିରୁ ଏଯାବତ ମାତ୍ର ୫ଟି ମଣ୍ଡି ଖୋଲିଛି ।...

ଅଭିଯୁକ୍ତଙ୍କୁ ୪ ବର୍ଷ ଜେଲ, ୧ ଲକ୍ଷ ଜରିମାନା

ଫୁଲବାଣୀ ଅଫିସ, ୨୬ା୧୨:ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍‌ସୋ କୋର୍ଟ ବିଚାରପତି ଭାସ୍କର ଚନ୍ଦ୍ର ସାହୁ ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ୪ବର୍ଷ...

ଆନ୍ଧ୍ର-ଓଡ଼ିଶାର ଅବହେଳିତ ସୀମା ବିବାଦ: କୋଟିଆର କାନ୍ଦ

ଉତ୍କଳର ଯୋଗ୍ୟ ସନ୍ତାନ ନିଜ ଜୀବନକୁ ବାଜି ଲଗାଇ ୧୯୩୬ ଏପ୍ରିଲ ୧ରେ ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ଭାବେ ପରିଚୟ ଦେଇଥିଲେ। କଟକ, ପୁରୀ, ବାଲେଶ୍ୱର,...

ଅବ୍ୟବସ୍ଥା ଘେରରେ କଟାମା ହାଇସ୍କୁଲ ଛାତ୍ରାବାସ

ପାରଳାଖେମୁଣ୍ଡି,୮।୫(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ କଟାମା ପଞ୍ଚାୟତ ସଦର କାଟାମାଠାରେ ଥିବା ଛାତ୍ରାବାସ ଅବ୍ୟବସ୍ଥା ମଧ୍ୟରେ ରହିଛି । ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ରହିଥିବା...

କପିଳାସ ଚିଡ଼ିଆଖାନାର ନୂତନ ଅତିଥି ‘ହିରୋ’

ଢେଙ୍କାନାଳ ଅଫିସ, ୭ା୬-ସମ୍ବଲପୁର-ଦେବଗଡ଼ ଜିଲା ମଧ୍ୟବର୍ତ୍ତୀ ବାମରା ବନଖଣ୍ଡରୁ ଉଦ୍ଧାର ହୋଇଥିବା ହାତୀ ଶାବକ କପିଳାସ ଏଲିଫ୍ୟାଣ୍ଟ ରେସକ୍ୟୁ ସେଣ୍ଟରର ନୂତନ ସଦସ୍ୟ ପାଲଟିଛି। ଏକ...

ମହୁମାଛି ଆକ୍ରମଣରେ ଅବସରପ୍ରାପ୍ତ ଶିକ୍ଷକ ମୃତ

ପାଟଣା,୧୧।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ସରାସକୋଲା ପଞ୍ଚାୟତ ଡିମିରିଡିହା ଗ୍ରାମର ଜଣେ ବୃଦ୍ଧଙ୍କର ମହୁମାଛି ଆକ୍ରମଣରେ ମୃତ୍ୟୁ ଘଟିଛି । ମୃତକ ହେଲେ ଅବସରପ୍ରାପ୍ତ...

Advertisement
Archives

Model This Week