Posted inଜାତୀୟ

ମୁମ୍ବାଇରେ ୧୪୪ ଧାରା ଜାରି

ମୁମ୍ବାଇ,୨ା୭(ପି.ଟି.): କରୋନା ସଂକ୍ରମଣକୁ ରୋକିବା ଲାଗି ମୁମ୍ବାଇ ପୋଲିସ ବୁଧବାର ସହରରେ ୧୪୪ ଧାରା ଜାରି କରିଛି। ସର୍ବସାଧାରଣ ସ୍ଥାନରେ ଲୋକମାନଙ୍କ ଯାତାୟାତ ଉପରେ କଟକଣା ଲାଗୁ କରାଯାଇଛି। ମଙ୍ଗଳବାର ମୁମ୍ବାଇରେ ୯୦୩ ନୂଆ ମାମଲା ସାମ୍‌ନାକୁ ଆସିଥିଲା। ଏହାକୁ ମିଶାଇ ମହାନଗରରେ ସଂକ୍ରମିତଙ୍କ ସଂଖ୍ୟା ୭୭,୧୯୭ ହୋଇଥିବାବେଳେ ମୃତ୍ୟୁସଂଖ୍ୟା ୪,୫୫୪ରେ ପହଞ୍ଚତ୍ଛି। ଜୁଲାଇ ୧୫ ପର୍ଯ୍ୟନ୍ତ ମୁମ୍ବାଇରେ ୧୪୪ ଧାରା ବଳବତ୍ତର ରହିବ। ଏହି ସମୟରେ କୌଣସି ଅଣଅତ୍ୟାବଶ୍ୟକ କାମ ପାଇଁ ଲୋକଙ୍କୁ ଘରୁ ବାହାରିବାକୁ ଅନୁମତି ଦିଆଯିବନାହିଁ। ସେହିପରି ସ୍ବାସ୍ଥ୍ୟଗତ ଜରୁରୀ ଆବଶ୍ୟକତା ନ ଥିଲେ ସହରରେ ରାତି ୯ରୁ ସକାଳ ୫ ମଧ୍ୟରେ ନ ବାହାରିବାକୁ ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାଭାବିକ ହେବ ଅର୍ଥନୀତି: ଆତ୍ମନିର୍ଭର ଭାରତ ୩.୦ ପ୍ୟାକେଜ୍‌ ଘୋଷଣା

ନୂଆଦିଲ୍ଲୀ,୧୨।୧୧: କରୋନା ମହାମାରୀରେ ଦେଶର ଅର୍ଥ ବ୍ୟବସ୍ଥା ସଙ୍କଟ ଦେଇ ଗତି କରୁଛି। ଏପରିସ୍ଥଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସହାୟତା ପ୍ୟାକେଜ୍‌ ଘୋଷଣା...

ଟୁର୍ନାମେଣ୍ଟ ବେଳେ କବାଡ଼ି ଖେଳାଳିଙ୍କୁ ଗୁଳି କରି ହତ୍ୟା

ନୂଆଦିଲ୍ଲୀ,୧୫।୩: ପଞ୍ଜାବର ଜଳନ୍ଧରରେ ସୋମବାର ଆୟୋଜିତ କବାଡ଼ି ଟୁର୍ନାମେଣ୍ଟରେ ଜଣେ ଖେଳାଳିଙ୍କୁ ଗୁଳି କରି ହତ୍ୟା କରାଯାଇଛି। ମୃତକ ହେଲେ ଅନ୍ତର୍ଜାତୀୟ ସ୍ତରର କବାଡି ଖେଳାଳି...

ବିପିନ୍‌ ରାଓ୍ବତଙ୍କୁ ଘେରିଲେ ଓଓ୍ବାଇସି-ଦିଗ୍‌ବିଜୟ

ନୂଆଦିଲ୍ଲୀ, ୨୬।୧୨: ସିଏଏ ହିଂସା ନେଇ ଭାରତୀୟ ସେନାମୁଖ୍ୟ ବିପିନ୍‌ ରାଓ୍ବତ ମୁହଁ ଖୋଲିବା ପରେ ଏଆଇଏମ୍‌ଆଇଏମ୍‌ ମୁଖ୍ୟ ଅସାଦୁଦ୍ଦିନ୍‌ ଓଓ୍ବାଇସି ଏବଂ କଂଗ୍ରେସର ବରିଷ୍ଠ...

ଏଲ୍‌ଓସିରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ପୁଞ୍ଚ,୧୬।୧୨: ପାକିସ୍ତାନ ପକ୍ଷରୁ ସୋମବାର ପୁଣିଥରେ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଛି। ଜମ୍ମୁ-କଶ୍ମୀର ପୁଞ୍ଚ ଜିଲା କ୍ରିଷ୍ଣା ଘାଟି ସେକ୍ଟରର ସୀମା ନିକଟରେ ପାକିସ୍ତାନ ସକାଳ ପ୍ରାୟ...

ଝାଡ଼ଖଣ୍ଡ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ୬୪% ମତଦାନ : ଭୋଟବେଳେ ହିଂସା ; ପୋଲିସ ଗୁଳିରେ ଜଣେ ମୃତ, ୨ ଗୁରୁତର

ରାଞ୍ଚି, ୮ା୧୨(ପି.ଟି.): ଝାଡ଼ଖଣ୍ଡରେ ଶନିବାର ଅନୁଷ୍ଠିତ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ୬୪% ମତଦାନ ହୋଇଛି। ଭୋଟବେଳେ ହିଂସାକାଣ୍ଡ ଘଟି ପୋଲିସ ଗୁଳିରେ ଜଣେ ପ୍ରାଣ ହରାଇବା...

ଅହମଦାବାଦ-ସୁରଟ ମେଟ୍ରୋ ପ୍ରୋଜେକ୍ଟର ଶୁଭାରମ୍ଭ କଲେ ମୋଦି

ନୂଆଦିଲ୍ଲୀ,୧୮ ।୧: ଗୁଜରାଟର ସୁରଟ ଓ ଅହମଦାବାଦ ସହର ପାଇଁ ସୋମବାର ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ଦିନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଅର୍ଥାତ୍...

ଦ୍ୱିତୀୟ ଥର ମୋଦି ସରକାର:ଶପଥ ନେଲେ ୨୪ କ୍ୟାବିନେଟ, ୯ ସ୍ବାଧୀନ, ୨୪ ରାଷ୍ଟ୍ରମନ୍ତ୍ରୀ

ନୂଆଦିଲ୍ଲୀ,୩୧।୫:ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ)ର ବିପୁଳ ବିଜୟ ପରେ ଗୁରୁବାର ମୋଦି ସରକାରଙ୍କ ମନ୍ତ୍ରିମଣ୍ଡଳର ଶପଥଗ୍ରହଣ ଉତ୍ସବ ରାଷ୍ଟ୍ରପତି ଭବନ ପରିସରରେ ଅନୁଷ୍ଠିତ...

ନାବାଳିକାଙ୍କୁ ବଳାତ୍କାର ପରେ ଖଣ୍ଡ ଖଣ୍ଡ କଲେ ଯୁବକ

ଉଦୟପୁର,୪।୪: ୮ ବର୍ଷର ବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର ପରେ ଶରୀରକୁ ଖଣ୍ଡ ଖଣ୍ଡ କରିବା ଅଭିଯୋଗରେ ପୋଲିସ ଜଣେ ୨୧ ବର୍ଷୀୟ ଯୁବକଙ୍କୁ ଗିରଫ...

Advertisement
Archives

Model This Week