ମୁମ୍ବାଇର ୱୋକାର୍ଡ ହସ୍ପିଟାଲକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଗଲା

ମୁମ୍ବାଇ,୬ ।୪: ମହାରାଷ୍ଟ୍ରରେ ସର୍ବାଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ସେଠାରେ କେତେଜଣ ସ୍ୱାସ୍ଥ୍ୟକର୍ମୀ କରୋନାରେ ପୀଡ଼ିତ ହୋଇଥିବା ଜଣାପଡିଛି । ତେବେ ମୁମ୍ବାଇର ୱୋକାର୍ଡ ହସ୍ପିଟାଲର କେତେଜଣ ଡାକ୍ତର, ନର୍ସ ଓ ହସ୍ପିଟାଲ କର୍ମଚାରୀଙ୍କ ନିକଟରେ କରୋନ ପଜିଟିଭ ମିଳିବା ଫଳରେ ଉକ୍ତ ହସ୍ପିଟାଲକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି । ସୂଚନାଯୋଗ୍ୟ, ବେଳକୁ ବେଳେ ଦେଶରେ କରୋନା ସଂକ୍ରମିତଙ୍କ ସଖ୍ୟା ବଢି ଚାଲିଥିବା ବେଳେ ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୬୭ରେ ପହଞ୍ଚିଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri