ମୁମ୍ବାଇ ଯାଇପାରେ କେନ୍ଦ୍ରୀୟ ବାହିନୀ

ମୁମ୍ବାଇ,୯ା୫(ପି.ଟି.): ମୁମ୍ବାଇରେ କରୋନା ସଂକ୍ରମଣ ସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଯାଇଥିବାବେଳେ ସୈନ୍ୟବାହିନୀକୁ ଡକାଯାଇଥିବା ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଥିଲା। ତେବେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ଏହାକୁ ଖଣ୍ଡନ କରିଛନ୍ତି। ମୁମ୍ବାଇକୁ ସେନା ହାତରେ ଟେକି ଦେବାର ପ୍ରଶ୍ନ ଉଠୁନାହିଁ। ପୋଲିସ ଦିନରାତି କାମ କରି କ୍ଳାନ୍ତ ହୋଇପଡିଲେଣି। ସେମାନଙ୍କୁୁ ବିଶ୍ରାମ ଦେବା ପାଇଁ ଆବଶ୍ୟକ ହେଲେ କେନ୍ଦ୍ରୀୟ ବାହିନୀକୁ ଅତିରିକ୍ତ ଭାବେ ନିୟୋଜିତ କରାଯାଇପାରେ ବୋଲି ସେ କହିଛନ୍ତି। ରାଜ୍ୟବାସୀ ଗୁଜବରେ ବିଶ୍ୱାସ ନ କରିବାକୁ ଉଦ୍ଧବ ଆହ୍ବାନ ଦେଇଛନ୍ତି। ସଂକ୍ରମଣକୁ କାବୁ କରିବାରେ ରାଜ୍ୟ ବିଫଳ ହୋଇଥିବା କଥାକୁ ସେ ସ୍ବୀକାର କରିଛନ୍ତି। ମେ’ ୧୭ ପରେ ଲକ୍‌ଡାଉନ ଅବଧି ବଢ଼ିପାରେ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ସହ ସେନାଙ୍କ ନିକଟକୁ ହାତ ତିଆରି ରାକ୍ଷୀ ପଠାଇଲେ ଅଜିଭିକା ଏଜୁକେଶନର ମହିଳା

ଡେରାଡୁନ,୧୧।୮: ଉତ୍ତରାଖଣ୍ଡର ଡେରାଡୁନରେ ଥିବା ଅଜିଭିକା ଏଜୁକେଶନର ମହିଳାମାନେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେତେଜଣ କ୍ୟାବିନେଟ ମନ୍ତ୍ରୀ ଓ ସୀମାରେ ଥିବା...

କନଷ୍ଟେବଳଙ୍କ ନାଁ ଅନୁସାରେ ନିଜ ସନ୍ତାନର ନାଁ ରଖିଲେ ମହିଳା

ନୂଆଦିଲ୍ଲୀ,୨୪।୪: ଦେଶରେ କରୋନା ସଂକ୍ରମଣ ପାଇଁ ଲକ୍‌ଡାଉନ୍‌ ଚାଲିଥିବା ବେଳେ ରାଜଧାନୀ ଦିଲ୍ଲୀରେ ଏଭଳି ପରିସ୍ଥିତିରେ ଜଣେ ଗର୍ଭବତୀଙ୍କୁ ହସ୍ପିଟାଲରେ ପହଞ୍ଚାଇବା ପାଇଁ ସହାୟତା ଯୋଗାଇ...

ନୂଆବର୍ଷରେ ଦେଶକୁ ମିଳିଛି ୨ କରୋନା ଟିକା: ମୋଦି

ନୂଆଦିଲ୍ଲୀ,୪।୧: ଏବେ ଅନ୍ତର୍ଜାତୀୟସ୍ତରରେ ଆତ୍ମନିର୍ଭର ଭାରତ ପରିଚିତି ହାସଲ କରିପାରିଛି। ନୂଆବର୍ଷରେ ଦେଶକୁ ୨ କରୋନା ଟିକା ମିଳିଛି। କୋଭିଶିଲ୍ଡ୍‌ ଏବଂ କୋଭାକ୍ସିନ୍‌ର ବ୍ୟବହାର ଏବେ...

ପ୍ରବାସୀଙ୍କୁ ଆଣିବାକୁ ସ୍ବତନ୍ତ୍ର ଟ୍ରେନ୍‌ ପାଇଁ କେନ୍ଦ୍ର ନିକଟରେ ଦାବି କଲେ ସୁଶିଲ

ପାଟନା,୩୦।୪: ଲକ୍‌ଡାଉନ ଯୋଗୁ ରାଜ୍ୟ ବାହାରେ ଫସି ରହିଥିବା ଲୋକଙ୍କୁ ନିଜ ନିଜ ରାଜ୍ୟକୁ ଫେରାଇ ଆଣିବାକୁ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ ପାଇଁ କେନ୍ଦ୍ର ନିକଟରେ...

ହିଂସା ମାମଲାକୁ ନେଇ କୃଷକ ନେତାଙ୍କୁ ନୋଟିସ ଜାରି କଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୯ ।୧: ରାଜଧାନୀ ଦିଲ୍ଲୀରେ ୨୬ ଜାନୁୟାରୀରେ ହୋଇଥିବା ହିଂସା ମାମଲାକୁ ନେଇ ଦିଲ୍ଲୀ ପୋଲିସ କ୍ରାଇମବ୍ରାଞ୍ଚ ପ୍ରାୟ ୧୨ ଜଣ କୃଷକ ନେତାଙ୍କୁ ନୋଟିସ...

ଦେଶରେ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି:ମୋଦି

ନୂଆଦିଲ୍ଲୀ,୨୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରାବାର ଦେଶକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଅକ୍ଟୋବର ୨୧ ରେ ଭାରତ ଏକ ଅସାଧାରଣ ଲକ୍ଷ୍ୟ...

ଚୁଡାନ୍ତ ଅନୁମୋଦନ ନ ମିଳିବା ପର୍ଯ୍ୟନ୍ତ କରୋନିଲର ବିଜ୍ଞାପନ କରି ନ ଥାଆନ୍ତା ପତଞ୍ଜଳି: ଆୟୁଷ ମନ୍ତ୍ରୀ

ନୂଆଦିଲ୍ଲୀ,୨୫।୬: ଗୋଟିଏ ପଟେ କରୋନା ମହାମାରୀ ଚିନ୍ତା ବଢାଇ ଚାଲିଥିବା ବେଳେ ଅନ୍ୟପଟେ କରୋନା ପାଇଁ ଯୋଗଗୁରୁ ବାବା ରାମଦେବଙ୍କ ପତଞ୍ଜଳି ଆୟୁର୍ବେଦ ଔଷଧ ପ୍ରସ୍ତୁତି...

ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ପରେ କଣ୍ଟେନ୍‌ମେଣ୍ଟ କଟକଣା: ବାଲେଶ୍ୱରର ୩ ଅଞ୍ଚଳ ସିଲ୍‌ କଲା ପ୍ରଶାସନ

ବାଲେଶ୍ୱର ଅଫିସ,୧୯।୪: ରାଜ୍ୟରେ ଶନିବାର ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଜଣଙ୍କ ବାଲେଶ୍ୱରର। ଏହା ଜଣାପଡ଼ିବା ପରେ ଜିଲା ପ୍ରଶାସନ ପକ୍ଷରୁ ମ୍ୟୁନିସିପାଲିଟି ଅଧୀନ ୨୭ ଏବଂ...

Advertisement


Archives

Model This Week