ମୁର୍‌ତୁ ସଂଗେ ଯୁଝୁଛନ୍‌ ଟିକେସିନୀ: ଚିକିଛା ଲାଗି ଟଁକା ଅଭାବ୍‌

ପଲମ,୧୯।୮(ଡି.ଏନ.ଏ.):  କଳାହାଣ୍ଡି ଜିଲା ନର୍ଲା ବ୍ଲକ ପଲମ ପଁଚେତ୍‌ ପଲମ ପୁରନା କଲୋନୀପଡ଼ାର ଟିକେସିନୀ ବାଗ(୩୫)। ଆଏଜ୍‌କେ ୨ ବଛର ହେଲା ସେ ଯକ୍ଷ୍ମା ରୋଗ୍‌ରେ ପୀଡ଼ିତ ହେଇ ବଡ଼ା ଦୁଖ୍‌ ପାଉଛନ୍‌। ଚିକିଛା ଲାଗି ସେ ନର୍ଲା, କେସିଙ୍ଗା, ଭବାନୀପାଟଣା, କାମଠଣା ଡାକ୍‌ତରଖାନାକେ ଯାଇ ନିରାଶ ହେଇଛନ୍‌। ଉଚ ଚିକିଛା କରାବାକେ ସେ ସକ୍ଷମ ନୁହଁନ୍‌। ଇଆଡ଼େ ଆପ୍‌ନେ ଗୋବର୍ଦ୍ଧନ ବାଗ ଫିଦିନ କୁଲି ମଜୁରି କରି ପରିବାର ଚଲଉଛନ୍‌। ଜମିବାଡ଼ି ବଲି କିଛି ନାଇଁ। ସରକାରନୁ ଲିଜରେ ପାଇଥିବାର ୪ ଡେସିମିଲ ଡିହରେ ଝାଟିମାଟିର ଗୁଟେ କୁରିଆ କରି ମୁଡ଼ ଗୁଁଜିଛନ୍‌। ଏନ୍‌ତାଥି ଟିକେସିନୀକୁଁ ସରକାରୀ ଚିକିଛା ସାହାଯ୍‌ ଯୁଗେଇ ଦେବାକେ ପଡ଼ାବାସୀ ଦାବି କରିଛନ୍‌। ଜିଲା ଆର ଥାନୀୟ ସୁଆସ୍‌ତିଅ ବିଭାଗ ଇ ଦିଗେ ଦୁରୁଷ୍‌ଟି ଦେଇ ପଦକ୍ଷେପ ନେବାକେ ବୁଧିଜୀବୀ ମହଲରେ ବି ଦାବି ହେଉଛେ।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ୁଛି ନର୍ଲା ବିଧାୟିକା,ବ୍ଲକ ୟଧ୍ୟକ୍ଷଙ୍କ କ୍ରେଜ୍‌: ଓ୍ବାରେଣ୍ଟି ପରେବି ମିଳୁଛି ଲୋକଙ୍କ ସମର୍ଥନ

କେସିଙ୍ଗାତା,୫।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମବାସୀ ଏକତ୍ରିତ ହୋଇଛନ୍ତି। ନର୍ଲା ବିଧାୟିକା ମନୋରମ ମହାନ୍ତି ଓ ଭାରପ୍ରାପ୍ତ ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri