ମୁଶରଫ୍‌ଙ୍କୁ ଆଶ୍ୱସ୍ତି: ଦେଶଦ୍ରୋହ ମାମଲା ଉପରେ ରୋକ ଲଗାଇଲେ ଲାହୋର ହାଇକୋର୍ଟ

ଇସଲାମାବାଦ୍‌,୧୬।୧୨: ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ୍‌ ମୁଶରଫ୍‌ଙ୍କୁ ଲାହୋର ହାଇକୋର୍ଟ ପକ୍ଷରୁ ଆଶ୍ୱସ୍ତି ମିଳିଛି। ତାଙ୍କ ବିରୋଧରେ ହୋଇଥିବା ଦେଶଦ୍ରୋହ ମାମଲା ଉପରେ କୋର୍ଟ ରୋକ ଲଗାଇଛନ୍ତି। ଏନେଇ ସରକାରଙ୍କୁ କୋର୍ଟ ପକ୍ଷରୁ ସୋମବାର ନିର୍ଦ୍ଦେଶ ଜାରି ହୋଇଛି। ଏହି ମାମଲାର ବିଚାର କରିବା ସହିତ ମୁଶରଫ୍‌ଙ୍କ ଆବେଦନ ଉପରେ ଶୁଣାଣି କରି ୩ ଜଣିଆ ଖଣ୍ଡପୀଠ ଏହି ରାୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନ୍‌ ପ୍ରଦର୍ଶନ କଲେ ମହାବିନାଶକ କ୍ଷେପଣାସ୍ତ୍ର ୟାର୍ସ, ଲକ୍ଷ୍ୟଭେଦ କ୍ଷମତା ଆମେରିକା ପର୍ଯ୍ୟନ୍ତ…

ମସ୍କୋ/ଓ୍ବାଶିଂଟନ, ୭।୭ : ୟୁକ୍ରେନ-ରୁଷ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଅପାପକ୍ଷରେ ଫିନଲାଣ୍ଡ ଏବଂ ସ୍ବିଡେନକୁ ନେଇ ନାଟୋରେ ଚାଲିଥିବା ପ୍ରସଙ୍ଗ ମଧ୍ୟରେ ରୁଷ ରାଷ୍ଟ୍ରପତି...

ଥରିଲା ପାପୁଆ ନିଉ ଗିନି

ପୋର୍ଟ ମୋରସିବାୟ,୯।୨: ରିକ୍ଟର ସ୍କେଲରେ ୬.୨ ତୀବ୍ରତାର ଏକ ଭୂକମ୍ପ ରବିବାର ସକାଳେ ପାପୁଆ ନିଉ ଗିନିରେ ଅନୁଭୂତ ହୋଇଛି। ଏଥିରେ ମୃତାହତ ବା କ୍ଷୟକ୍ଷତି...

ୟୁକ୍ରେନର ଚେର୍ନୋବିଲ ନ୍ୟୁକ୍ଲିୟର ପ୍ଲାଣ୍ଟକୁ କବଜା କଲା ରୁଷିଆ!

କ୍ୱିଭ୍‌,୨୫ ।୨: ରୁଷିଆ ସମ୍ପୂର୍ଣ୍ଣ ଭାବେ ଆକ୍ରମଣ ଢଙ୍ଗରେ ୟୁକ୍ରେନ୍ ଉପରେ ଆକ୍ରମଣ କରି ଚାଲିଛି । ୟୁକ୍ରେନର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ରୁଷିଆ ମିଶାଇଲ...

ସିଦ୍ଧାର୍ଥଙ୍କ ସହ ଯାହା ଘଟିଛି, ମୋ ସହ ବି ସେମିତି ହୋଇଥିଲା:ମାଲ୍ୟା

ଲଣ୍ଡନ, ୩୧।୭: ସୋମବାରଠାରୁ ନିଖୋଜ ଥିବା ‘କାଫେ କଫି ଡେ’ (ସିସିଡି)ର ପ୍ରତିଷ୍ଠାତା ୬୦ ବର୍ଷୀୟ ଭିଜି ସିଦ୍ଧାର୍ଥଙ୍କ ମୃତଦେହ ଉଦ୍ଧାର କରଯାଇଛି। ବ୍ୟବସାୟରେ କ୍ଷତି...

ୟୁକ୍ରେନ୍‌ରେ ମଲେ ରୁଷୀୟ ସୈନ୍ୟଙ୍କ ପାପ ଧୋଇଯିବ: କିରିଲ

ମସ୍କୋ,୨୭୯: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧରେ ପ୍ରାଣ ତ୍ୟାଗ କରୁଥିବା ଯବାନଙ୍କ ଜୀବନର ସବୁପାପ ଧୋଇ ହୋଇଯିବ। ସେମାନେ ସହଜରେ ମୋକ୍ଷ ପାଇବେ। ରୁଷିଆ ସୌନ୍ୟଙ୍କ ମନୋବଳ ବଢ଼ାଇବା...

ନୋବେଲ ବିଜେତା ସୁ କିଙ୍କୁ ୭ ବର୍ଷ ଜେଲ୍‌

ନାଏପିଡାଉ,୩୦।୧୨: ଦୁର୍ନୀତି ଅଭିଯୋଗରେ ମିଆଁମାର କୋର୍ଟ ଶୁକ୍ରବାର ନୋବେଲ ପୁରସ୍କାର ବିଜେତା ଆଙ୍ଗ ସାନ ସୁ କିଙ୍କୁ ୭ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ହେଲିକପ୍ଟର...

କାଷ୍ଟ୍ରୋ ଯୁଗର ଅବସାନ

ହାଭାନା, ୧୮।୪ : କ୍ୟୁବା କମ୍ୟୁନିଷ୍ଟ ପାର୍ଟି (ପିସିସି)ର ନେତା ପଦରୁ ଅବସର ଘୋଷଣା କରିଛନ୍ତି ରାଉଲ କାଷ୍ଟ୍ରୋ। ଏଥିସହିତ କ୍ୟୁବାରେ କାଷ୍ଟ୍ରୋ ଯୁଗର ଅବସାନ...

କାବୁଲ ଗୁରୁଦ୍ୱାରାରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ

କାବୁଲ,୧୮।୬: ଆଫଗାନିସ୍ତାନର ରାଜଧାନୀ କାବୁଲରେ ଶନିବାର ସକାଳେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଅସ୍ତଶସ୍ତ୍ରରେ ଧରି କିଛି ଆତଙ୍କବାଦୀ ହଠାତ୍‌ ଏକ ଗୁରୁଦ୍ୱାରାରେ ପ୍ରବେଶ...

Advertisement
Archives

Model This Week