Posted inଜାତୀୟ

ମୁସଲମାନ୍‌ ଆଇପିଏସ୍‌ ଅଫିସର ଜନ୍ମାଷ୍ଟମୀରେ ଶ୍ରୀକୃଷ୍ଣଙ୍କୁ କଲେ ପୂଜାର୍ଚ୍ଚନା

ଲଳିତପୁର,୨୫।୮: ଦେଶରେ ବିଭିନ୍ନ ସମ୍ପ୍ରଦାୟ ମଧ୍ୟରେ ହିଂସା ଜାରି ରହିଥିବାବେଳେ ଉତ୍ତରପ୍ରଦେଶର ଜଣେ ମୁସଲମାନ୍‌ ଆଇପିଏସ୍‌ ଅଫିସର ସାମ୍ପ୍ରଦାୟିକ ସଦ୍‌ଭାବର ନିଆରା ଉଦାହରଣ ସୃଷ୍ଟି କରିଛନ୍ତି। ଲଳିତପୁର ସ୍ଥିତ ପୋଲିସ ଲାଇନ୍‌ରେ ଥିବା ମୁକ୍ତିଧାମ ମନ୍ଦିରରେ ଜନ୍ମାଷ୍ଟମୀ ଅବସରରେ ଆଇପିଏସ୍‌ ଅଫିସର ଏମ୍‌.ଏମ୍‌. ବେଗ୍‌ ବୈଦିକ ମନ୍ତ୍ରୋଚାରଣ ସହିତ ବିଧି ବିଧାନରେ ପ୍ରଭୁ ଶ୍ରୀକୃଷ୍ଣଙ୍କ ପୂଜାର୍ଚ୍ଚନା କରିଛନ୍ତି। ଅଧଘଣ୍ଟାରୁ ଅଧିକ ସମୟ ସେ ହାତ ଯୋଡ଼ି ପ୍ରଭୁ ଶ୍ରୀକୃଷ୍ଣଙ୍କୁ ପ୍ରାର୍ଥନା କରିଥିଲେ। ଏହାପୂର୍ବରୁ ଶ୍ରାବଣ ମାସରେ ଏମ୍‌.ଏମ୍‌. ବେଗ ସ୍ଥାନୀୟ ଥାନେଶ୍ୱର ମନ୍ଦିରରେ ଜଳ ଲାଗି କରି ସାମ୍ପ୍ରଦାୟିକ ସଦ୍‌ଭାବ ସମ୍ପର୍କରେ ସଚେତନତା ସୃଷ୍ଟି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରୋନ୍ ଥିଲେ ଥାନାରେ ଦେବାକୁ ପଡିବ ସୂଚନା

ଶ୍ରୀନଗର,୪ ।୭: ଜମ୍ମୁ ବିମାନ ବନ୍ଦରର ଟେକ୍ନିକାଲ ଏରିଆରେ ଡ୍ରୋନରେ ଆକ୍ରମଣ କରାଯିବା ପରେ ଏବେ ପ୍ରଶାସନ ଏହାର ବ୍ୟବହାରକୁ ନେଇ କଡା ନିର୍ଦ୍ଦେଶ ଜାରି...

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୨୮।୭: ଦଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର...

ଅନନ୍ତନାଗରେ ସର୍ଚ୍ଚ ଅପରେଶନ୍‌: ୨ ଆତଙ୍କବାଦୀ ନିହତ

ଶ୍ରୀନଗର,୨୫।୪: ଦକ୍ଷିଣ କଶ୍ମୀର ଅନନ୍ତନାଗ ଜିଲାରେ ସୁରକ୍ଷାବଳଙ୍କ ସର୍ଚ୍ଚ ଅପରେଶନ୍‌ରେ ଗୁରୁବାର ୨ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ବେଜ୍‌ବିହାର ଅଞ୍ଚଳରେ କେତେକ ଆତଙ୍କବାଦୀ ଲୁଚିଥିବା...

ଡିଜିଟାଲୀକରଣ ଦ୍ୱାରା ନ୍ୟାୟିକ ବ୍ୟବସ୍ଥାର ବିକାଶ ସମ୍ଭବ: ଜଷ୍ଟିସ ଚନ୍ଦ୍ରଚୂଡ଼…

ନୂଆଦିଲ୍ଲୀ, ୧୭।୯ : ନ୍ୟାୟିକ ପ୍ରକ୍ରିୟାରେ କାଗଜବିହୀନ କୋର୍ଟ ଆଇନଜୀବୀମାନଙ୍କ ପାଇଁ ସମୟ ବଞ୍ଚାଇବାର ମୂଲ୍ୟବାନ ଉପକରଣ ପାଲଟିବ। ଏହି କୋର୍ଟଗୁଡିକ ପରିବେଶ ଦୃଷ୍ଟିକୋଣରୁ ମଧ୍ୟ...

କରୋନା ସଙ୍କଟ ମଧ୍ୟରେ ବୈଜ୍ଞାନିକ ତିଆରି କଲେ ପକେଟ ଭେଣ୍ଟିଲେଟର

କୋଲକାତା,୧୧।୬: ବର୍ତ୍ତମାନ ଦେଶରେ ଦୈନିକ ସଂକମ୍ରଣ ହ୍ରାସ ପାଉଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଥମିବାର ନା ନେଉନି। କରୋନା କାଳରେ ଦେଶରେ ଭେଣ୍ଟିଲେଟରର ସମସ୍ୟା ଦିନକୁ...

ସ୍କୁଲର ପ୍ରତି ଶିକ୍ଷାର୍ଥୀଙ୍କ ନାମରେ ଗଛଟିଏ: ମିଳିତ ପ୍ରାର୍ଥନା ପୂର୍ବରୁ କରାଯାଏ ପୂଜା

ଯମୁନା ନଗର,୨୧।୯: ହରିୟାଣା ଯମୁନା ନଗରରେ ଥିବା ଏକ ସ୍କୁଲ ପ୍ରାଙ୍ଗଣରେ ପ୍ରତି ଶିକ୍ଷାର୍ଥୀଙ୍କ ନାମରେ ବୃକ୍ଷ ଚାରା ରୋପଣ କରାଯାଇଛି। ସମ୍ପୃକ୍ତ ଶିକ୍ଷାର୍ଥୀ ଏହାର...

ହିଜାବ୍‌ ପ୍ରସଙ୍ଗ, ସାମ୍ବିଧାନିକ ବ୍ୟବସ୍ଥା ଅନୁସାରେ ପଦକ୍ଷେପ ଗ୍ରହଣ କରାଯିବ କହିଲେ ହାଇକୋର୍ଟ…

ବେଙ୍ଗାଲୁରୁ, ୮।୨ : କର୍ନାଟକରେ ହିଜାବକୁ ନେଇ ସୃଷ୍ଟି ହୋଇଥିବା ବିବାଦ ମଧ୍ୟରେ ମଙ୍ଗଳବାର କର୍ନାଟକ ହାଇକୋର୍ଟରେ ଏହାର ଶୁଣାଣି ହୋଇଛି। ହାଇକୋର୍ଟ କହିଛନ୍ତି ଯେ...

ଟୁଇଟ୍‌ କରି ଫସିଲେ ସମ୍ବିତ ପାତ୍ର

ନୂଆଦିଲ୍ଲୀ,୨୧।୫:ଭାରତୀୟ ଜନତା ପାର୍ଟିର ଜାତୀୟ ମୁଖପାତ୍ର ସମ୍ବିତ ପାତ୍ର ଏକ ଟୁଇଟ୍‌ କରି ଫସିଯାଇଛନ୍ତି। ଟୁଇଟର ତାଙ୍କ ଟୁଇଟ୍‌କୁ ମ୍ୟାନୁପଲେଟେଡ୍‌ ମିଡିଆ ବା ‘କଣ୍ଟେଣ୍ଟ୍‌ ହେରଫେର’...

Advertisement
Archives

Model This Week