Posted inଜାତୀୟ

ମୁସଲମାନ୍‌ ଭାରତମାତାର ସନ୍ତାନ; ସରକାର ନୁହଁନ୍ତି ଅଳ୍ପସଂଖ୍ୟକଙ୍କ ବିରୋଧୀ: ରାଜନାଥ ସିଂ

ନୂଆଦିଲ୍ଲୀ,୨୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଅଳ୍ପସଂଖ୍ୟକଙ୍କ ବିରୋଧୀ ନୁହଁନ୍ତି। ମୁସଲମାନ୍‌ ଭାରତମାତାର ସନ୍ତାନ। ଅଳ୍ପସଂଖ୍ୟକଙ୍କ ମଧ୍ୟରେ କିଛି ରାଜନୈତିକ ଦଳ ପକ୍ଷରୁ ସୃଷ୍ଟି କରାଯାଇଥିବା ଅଯଥା ଭୟ ଦୂର ପାଇଁ ମୋଦି ସରକାର ଉଦ୍ୟମ ଅବ୍ୟାହତ ରଖିଛନ୍ତି। ମୋଦିଙ୍କ ସବ୍‌କା ସାଥ୍‌-ସବ୍‌କା ବିକାଶ-ସବ୍‌କା ବିଶ୍ୱାସ ସରକାର ଏଦିଗରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଜାରି ରଖିଛନ୍ତି। ତେବେ ଅଳ୍ପସଂଖ୍ୟକଙ୍କୁ ଭ୍ରମାତ୍ମକ ସୂଚନା ଦିଆଯାଉଥିବା ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି। ଜାତି, ଧର୍ମ ଅବା ବର୍ଣ୍ଣ ନେଇ ଭେଦଭାବ ସୃଷ୍ଟି କରୁଥିବା ନକାରାତ୍ମକ ଶକ୍ତି ବିରୋଧରେ ଭାଜପା ସରକାର କାମ କରୁଛି ବୋଲି ସେ କହିଛନ୍ତି। ଦେଶରେ ସାମ୍ପ୍ରଦାୟିକ ରାଜନୀତି କରିବାକୁ ଭାଜପା ସରକାର ବିରୋଧ କରୁଥିବା ସେ ଏକ ସାକ୍ଷାତ୍‌କାରରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସାମରେ ୧୯ ଲକ୍ଷ ୯୬ ହଜାର ଭୂତ ଅଙ୍ଗନଓ୍ବାଡ଼ି ହିତାଧିକାରୀ ଖାଉଛନ୍ତି ରନ୍ଧା ଖାଦ୍ୟ

ନୂଆଦିଲ୍ଲୀ,୨୨।୯: ଦେଶରେ ଗର୍ଭବତୀ ଏବଂ ଶିଶୁ ବିକାଶ କାର୍ଯ୍ୟକ୍ରମ ଅନ୍ତର୍ଗତ ୧୪ ଲକ୍ଷ ଅଙ୍ଗନଓ୍ବାଡ଼ି କେନ୍ଦ୍ର କାର୍ଯ୍ୟ କରୁଛି। ଏହାଦ୍ୱାରା ୧୦ କୋଟି ହିତାଧିକାରୀ ଉପକୃତ...

କେରଳକୁ ମିଳିଲା ପ୍ରଥମ ଟ୍ରାନ୍ସଜେଣ୍ଡର ଆଇନଜୀବୀ

ଥିରୁଭାନନ୍ତପୁରମ୍‌,୨୦।୩: କେରଳ ପାଇଲା ପ୍ରଥମ ଟ୍ରାନ୍ସଜେଣ୍ଡର ଆଇନଜୀବୀ। ତାଙ୍କ ନାମ ପଦ୍ମା ଲକ୍ଷ୍ମୀ। କେରଳର ଶିଳ୍ପ ମନ୍ତ୍ରୀ ପି ରାଜୀବ ଇନଷ୍ଟାଗ୍ରାମରେ ପଦ୍ମାଙ୍କ ଗୋଟିଏ ଫଟୋ...

ଅମ୍ରିତ୍‌ପାଲଙ୍କ ବିରୋଧରେ ଜାମିନବିହୀନ ଗିରଫ ପରଓ୍ବାନା

ଚଣ୍ଡିଗଡ, ୨୩।୩: ପଳାତକ ଖଲିସ୍ତାନୀ ସମର୍ଥକ ତଥା ଓ୍ବାରିସ୍‌ ପଞ୍ଜାବ ଡେ’ ମୁଖ୍ୟ ଅମ୍ରିତ୍‌ପାଲ ସିଂଙ୍କ ବିରୋଧରେ ପଞ୍ଜାବ ପୋଲିସ ବୁଧବାର ଲକୁ୍‌ଆଉଟ୍‌ ସର୍କୁଲାର (ଏଲ୍‌ଓସି)...

ରାମ ଜନ୍ମଭୂମି ରାୟ ବିଳମ୍ବ କରିବାକୁ ଚାପ ପକାଯାଉଥିଲା: ପୂର୍ବତନ ବିଚାରପତି

ନୂଆଦିଲ୍ଲୀ, ୪।୬(ପି.ଟି.): ବଳାତ୍କାରର ସମ୍ମୁଖୀନ ହୋଇଥିବା ଜଣେ ମହିଳା ମାଙ୍ଗଳିକ କି ନୁହେଁ, ତାହା ଉପରେ ନିଷ୍ପତ୍ତି ନେବା ଲାଗି ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟର ଜ୍ୟୋତିଷ ବିଭାଗକୁ...

କ’ଣ ଚାଇନାର ରାଷ୍ଟ୍ରଦୂତଙ୍କ ସହ ନାଇଟ୍‌ କ୍ଲବ୍‌ରେ ଥିଲେ ରାହୁଲ? ପ୍ରଶ୍ନ ଉଠାଇଲେ ଭାଜପା ନେତା

ନୂଆଦିଲ୍ଲୀ,୩।୫: କାଠମାଣ୍ଡୁର ଏକ ନାଇଟ୍‌ କ୍ଲବରେ କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ପାର୍ଟି କରୁଥିବାର ଏକ ଭିଡିଓ ଭାଇରାଲ ହେଉଛି। ଏହାକୁ ନେଇ ଭାଜପା-କଂଗ୍ରେସ...

ଭାଜପା ଡବଲ ଇଞ୍ଜିନ ନୁହେଁ , ଟ୍ରବଲ ଇଞ୍ଜିନ ସରକାର: କଂଗ୍ରେସ

ବେଙ୍ଗାଲୁରୁ,୭।୫: କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସ ଭାଜପା ବିରୋଧରେ ଜୋରଦାର ବିଜ୍ଞାପନ ଅଭିଯାନ ଜାରି ରଖିଛି। ଶନିବାର ନିର୍ବାଚନ ଆୟୋଗଙ୍କ ଠାରୁ କଂଗ୍ରେସ ନୋଟିସ ପାଇଥିଲେ...

ଫାୟାରିଂ ମାମଲାରେ କୋର୍ଟରେ ହାଜର ହେଲେ ସୋନୁ ସୁଦ

ମୁମ୍ବାଇ,୧୪।୧୨: ଫିଲ୍ମ ପ୍ରଡ୍ୟୁସର କରିମ ମୋରାନିଙ୍କ ବ୍ୟାଙ୍ଗଲୋରେ ୨୦୧୪ରେ ଘଟିଥିବା ଫାୟାରିଂ ମାମଲାରେ ମଙ୍ଗଳବାର ସାକ୍ଷୀ ଭାବେ ସ୍ବତନ୍ତ୍ର କୋର୍ଟରେ ହଜାର ହୋଇଛନ୍ତି ବଲିଉଡ୍‌ ଅଭିନେତା...

ଅଗଷ୍ଟ ୧୫ ପରେ ଜମ୍ମୁ-କଶ୍ମୀରର ୨ଟି ଜିଲାରେ ଆରମ୍ଭ ହୋଇପାରେ ୪ଜି ସେବା

ଶ୍ରୀନଗର,୧୧।୮: ଜମ୍ମୁ-କଶ୍ମୀରରେ ଖୁବ୍‌ଶୀଘ୍ର ଆରମ୍ଭ ହୋଇପାରେ ୪ଜି ଇଣ୍ଟରନେଟ ସେବା। ଅଗଷ୍ଟ ୧୫ ପରେ ଜମ୍ମୁ-କଶ୍ମୀରର ୨ଟି ଜିଲାରେ ୪ଜି ଇଣ୍ଟରନେଟ ସେବା ପରୀକ୍ଷାମୂଳକ ଭାବେ...

Advertisement
Archives

Model This Week