Posted inଜାତୀୟ

ମୁସଲମାନ୍‌ ଯୁବକ ପାଲଟିଲେ କାଉଡ଼ିଆ: ଭାରତରେ ଗୀତା-କୋରାନ୍‌ ଏବଂ ସବୁ ସମ୍ପ୍ରଦାୟ ସମାନ ବୋଲି କହିଲେ

ଲକ୍ଷ୍ନୌ,୨୮।୭: ଶ୍ରାବଣ ମାସରେ ମହାଦେବଙ୍କୁ ଜଳ ଲାଗି ପାଇଁ କାଉଡ଼ିଆମାନେ ପବିତ୍ର ନଦୀଜଳ ବୋହି ନେଇଥାନ୍ତି। ଏହାକୁ ମୁଖ୍ୟତଃ ହିନ୍ଦୁମାନେ ହିଁ କରିଥାନ୍ତି। ତେବେ ଉତ୍ତରପ୍ରଦେଶର ଜଣେ ମୁସଲମାନ ଯୁବକ ବାବୁ ଖାଁ କାଉଡ଼ିଆ ସାଜିଛନ୍ତି। ବାବୁ ଖାଁଙ୍କ ଉଦ୍ୟମ ସାମ୍ପ୍ରଦାୟିକ ସଦ୍‌ଭାବର ଏକ ନିଆରା ଉଦାହରଣ ସାଜିଛି। ସେ କହିଛନ୍ତି ଭାରତରେ ଗୀତା-କୋରାନ୍‌ ଏବଂ ସବୁ ସମ୍ପ୍ରଦାୟ ସମାନ। ଭାରତର ସମ୍ବିଧାନ ସମସ୍ତ ନାଗରିକଙ୍କ ମଧ୍ୟରେ ଧର୍ମନିରପେକ୍ଷତା ଭାବନା ଜାଗ୍ରତ କରାଇଥାଏ। ବାଗପତ ଜିଲା ବାସିନ୍ଦା ବାବୁ ହରିଦ୍ୱାରରୁ ପାଣି ନେଇ ତାଙ୍କ ଗାଁ ଇଂଛୋଡ଼ରେ ଥିବା ଶିବ ମନ୍ଦିରରେ ଏହାକୁ ଲାଗି କରାଇବେ ବୋଲି କହିଛନ୍ତି। ବାବୁ ଦ୍ୱିତୀୟ ଥର ପାଇଁ ଏଭଳି କରୁଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝାଡଖଣ୍ଡ ନିର୍ବାଚନ: ୨୨ଜଣଙ୍କ ପ୍ରାର୍ଥୀପତ୍ର ନାକଚ

ରାଞ୍ଚି,୧୬।୧୧: ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟରେ ୨୦୬ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଥିବା ଜଣାପଡିଛି। ଶୁକ୍ରବାର ନିର୍ବାଚନ ଆୟୋଗଙ୍କ ଦ୍ୱାରା ପ୍ରାର୍ଥିପତ୍ର ଯାଞ୍ଚ ପରେ...

ଗରିବ କଲ୍ୟାଣ ରୋଜଗାର ଅଭିଯାନରେ ଲାଭାନ୍ବିତ ହେବେ ୬ ରାଜ୍ୟର ଶ୍ରମିକ: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୮।୬: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣ ଗୁରୁବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ‘ଗରିବ କଲ୍ୟାଣ ରୋଜଗାର ଅଭିଯାନ’ ସମ୍ପର୍କରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ପାଣି ବିଲ ଛାଡ଼ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀବାସୀଙ୍କ ପାଇଁ ପୁଣି ଥରେ ଏକ ବଡ଼ ଉପହାର ଘୋଷଣା କରାଯାଇଛି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏକ ନୂଆ ଯୋଜନା ଘୋଷଣା କରିଛନ୍ତି।...

ଗୋଟିଏ ଗୋଡରେ ସ୍ବପ୍ନ ପୂରଣ ପାଇଁ ଲାଗିପଡିଛନ୍ତି କୁନି ଝିଅ ସୀମା

କଥାରେ ଅଛି, ଯଦି ମନରେ ଦୃଢ ଇଚ୍ଛାଶକ୍ତି ଅଛି ତେବେ କୌଣସି ପରିସ୍ଥିତି ଆସିଲେ ମଧ୍ୟ ବ୍ୟକ୍ତି ନିଜ ଲକ୍ଷ ସ୍ଥଳରେ ପହଞ୍ଚିବାରେ ସକ୍ଷମ ହୁଏ।...

ଚୋକ୍‌ସିଙ୍କ ସ୍ଥାନାନ୍ତର ଉପରେ ରୋକ ଲଗାଇଲେ ଡୋମିନିକା କୋର୍ଟ

ନୂଆଦିଲ୍ଲୀ,୨୯।୫: ମେହୁଲ ଚୋକ୍‌ସି ମାମଲାରେ ଶୁକ୍ରବାର ଏକ ନୂଆ ମୋଡ ଦେଖିବାକୁ ମିଳିଛି। ଡୋମିନିକା କୋର୍ଟ ଚୋକ୍‌ସିଙ୍କ ସ୍ଥାନାନ୍ତରକୁ ରୋକି ଦେଇଥିବା ଜଣାପଡିଛି। ପରବର୍ତ୍ତୀ ନିର୍ଦ୍ଦେଶ...

ଦୁଇଦିନିଆ ପଞ୍ଜାବ ଓ ହରିୟାଣା ଗସ୍ତରେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୬।୧୧: ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ଦୁଇଦିନିଆ ପଞ୍ଜାବ ଓ ହରିୟାଣା ଗସ୍ତରେ ଯିବେ। ଏ ନେଇ ରାଷ୍ଟ୍ରପତିଙ୍କ ସଚିବଙ୍କ ପକ୍ଷରୁ ସୂଚନା ମିଳିଛି। ତେବେ...

ପୁରୁଣା ଟିମ୍‌ ସହ ସରକାର ଚଳାଇବେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୨।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ବହୁମତରେ ଆମ ଆଦମୀ ପାର୍ଟି (ଏଏପି) ବିଜୟ ଲାଭ କରିଛି। ଏହି ବିଜୟ ପରେ ଏଏପିର ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ...

ମହିଳା ଡାକ୍ତର ବଳାତ୍କାର ହତ୍ୟା ପ୍ରସଙ୍ଗକୁ ନେଇ ସଂସଦରେ ଝଡ଼: ଅପରାଧୀଙ୍କୁ ପିଟି ମାରିଦେବାକୁ ଦାବି

ନୂଆଦିଲ୍ଲୀ,୩ା୧୨(ପି.ଟି.): ହାଇଦ୍ରାବାଦରେ ୨୬ ବର୍ଷୀୟା ମହିଳା ପ୍ରାଣୀ ଚିକିତ୍ସକଙ୍କୁ ଗଣବଳାତ୍କାର ଓ ହତ୍ୟା ପ୍ରସଙ୍ଗକୁ ନେଇ ସୋମବାର ପାର୍ଲାମେଣ୍ଟର ଉଭୟ ଗୃହରେ ବିରୋଧୀ ହଙ୍ଗାମା କରିଥିଲେ।...

Advertisement
Archives

Model This Week