ମୁହଁର ସର୍ଜରୀ କରିଥିବା ସ୍ବୀକାର କଲେ ଶ୍ରୁତି

ବଲିଉଡ୍‌ କଳାକାରମାନେ ପ୍ଲାଷ୍ଟିକ୍‌ ସର୍ଜରୀ କରିବା କିିଛି ନୂଆ କଥା ନୁହେଁ। ଅନେକ ଅଭିନେତ୍ରୀ ଓଠ, ନାକ ଆଦି ଶରୀରର ବିଭିନ୍ନ ଅଙ୍ଗକୁ ଆକର୍ଷଣୀୟ କରିବା ପାଇଁ ପ୍ଲାଷ୍ଟିକ୍‌ ସର୍ଜରୀର ସହାୟତା ନେଇଛନ୍ତି। ମାତ୍ର ଖୁବ୍‌ କମ୍‌ କଳାକାର ରହିଛନ୍ତି ଯେଉଁମାନେ ପ୍ଲାଷ୍ଟିକ୍‌ ସର୍ଜରୀ କରିଥିବା ସ୍ବୀକାର କରନ୍ତି। ଏମାନଙ୍କ ମଧ୍ୟରୁ ଜଣେ ଅଭିନେତ୍ରୀ ହେଉଛନ୍ତି ଶ୍ରୁତି ହାସନ। ଶ୍ରୁତି ନିଜ ଇନ୍‌ଷ୍ଟାଗ୍ରାମ୍‌ ଆକାଉଣ୍ଟରେ ଏକ ଲମ୍ବା ଚଉଡା ମେସେଜ କରିଛନ୍ତି। ସେଥିରେ ସେ ନିଜ ମୁହଁର ପାଷ୍ଟିକ୍‌ ସର୍ଜରୀ କରିଥିବା ସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାହାରୁଖଙ୍କ ଝିଅ ସୁହାନା ଫିଲ୍ମରେ କରିବେ ଡେବ୍ୟୁ

ଶାହାରୁଖ ଖାନ୍‌ଙ୍କ ଝିଅ ସୁହାନା ଫିଲ୍ମରେ ଡେବ୍ୟୁ କରିବା ନେଇ ଚର୍ଚ୍ଚା ହୋଇ ଆସୁଥିଲା। କିନ୍ତୁ ଏକ ସାକ୍ଷାତକାରରେ ଶାହାରୁଖ ସ୍ପଷ୍ଟ କରିଥିଲେ କି, ତାଙ୍କ...

ମୁଁ ପରଦେଶୀ ଚଢ଼େଇ

ଥରେ ମନେପକାନ୍ତୁ ନା ରବି କିନ୍ନାଗୀଙ୍କ ନିର୍ଦ୍ଦେଶିତ ତଥା ଶ୍ରୀରାମ ପଣ୍ଡା-ରାମେଶ୍ୱରୀ ଅଭିନୀତ ସେହି ସୁପରହିଟ୍‌ ଓଡ଼ିଆ ସିନେମା ‘ମାନିନୀ’କୁ। ରାଧାକୃଷ୍ଣ ଭଞ୍ଜଙ୍କ ସ୍ବର ସଂଯୋଜନାରେ...

ବକ୍ସ ଅଫିସରେ ଧମାଲ କରୁଛି ‘ପିଏମ୍‌ ନରେନ୍ଦ୍ର ମୋଦି’

ମୁମ୍ବାଇ,୨୮।୫: ଦେଶ ହେଉ ବା ସିନେ ଜଗତ ସବୁଠାରେ ଏବେ ମୋଦିଙ୍କ ଲହର ଚାଲିଛି। ମୋଦିଙ୍କ ବାୟୋପିକ ‘ପିଏମ୍‌ ନରେନ୍ଦ୍ର ମୋଦି’ ଏବେ ବକ୍ସ ଅଫିସରେ...

୭୫ ଯୁବତୀଙ୍କୁ ଡେଟିଂ ପରେ ନେହାଙ୍କୁ ବିବାହ କରିଥିଲେ ଅଙ୍ଗଦ

ବଲିଉଡ୍‌ ଅଭିନେତା ଅଙ୍ଗଦ ବେଦୀ ୩୭ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୩ ମସିହା ଫେବୃୟାରୀ ୬ରେ ନୂଆଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପିତା ବିଶେନ ସିଂ...

ପ୍ରେମ ଏଟିଏମ୍‌

ପ୍ରେମ ଏଟିଏମ୍‌-ଏ କଥା ଶୁଣି ଅନେକେ ଆଶ୍ଚର୍ଯ୍ୟ ପ୍ରକାଶ କରିପାରନ୍ତି। କାରଣ ଆଜିକାଲିର ଡିଜିଟାଲ ଯୁଗରେ ଟଙ୍କା ଉଠାଇବା ପାଇଁ ବିଭିନ୍ନ ବ୍ୟାଙ୍କ ପକ୍ଷରୁ ଏଟିଏମ୍‌...

ପୁଣିଥରେ ଏକାଠି କାମ କରିବେ ସଲମାନ, ସତିଶ

ମୁମ୍ବାଇ: ବଲିଉଡ୍‌ ନିର୍ଦ୍ଦେଶକ ସତିଶ କୌଶିକ ଓ ଅଭିନେତା ସଲମାନ ଖାଁ ପୁଣିଥରେ ଏକାଠି ହେବାକୁ ଯାଉଛନ୍ତି। ଶୁଣିବାକୁ ମିଳିଛି କି ପୂର୍ବରୁ ଏମାନଙ୍କ ଯୋଡି...

ସୁଶାନ୍ତଙ୍କ ପରିବାରକୁ ଭେଟି ସାନ୍ତ୍ୱନା ଦେଲେ କେନ୍ଦ୍ରମନ୍ତ୍ରୀ ରବିଶଙ୍କର

ପାଟଣା-ବଲିଉଡ ଅଭିନେତାଙ୍କ ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରେ ସାରା ବଲିଉଡ ଜଗତ ସ୍ତବ୍ଧ ହୋଇପଡ଼ିଛି। ଏଥିସହ ତାଙ୍କ ମୃତ୍ୟୁକୁ ନେଇ ଅନେକ ଚର୍ଚ୍ଚା ହେଉଛି।...

ମାଧୁରୀଙ୍କ ସ୍ବରର ଦିଓ୍ବାନା ହେଲେ ଶାହାରୁଖ୍‌

କରୋନା ଯୋଗୁ ଜାରି ରହିଥିବା ଲକ୍‌ଡାଉନ ସମୟରେ ବଲିଉଡ୍‌ ଧକ୍‌ ଧକ୍‌ ଗର୍ଲ ମାଧୁରୀ ଦୀକ୍ଷିତ ଗୀତ ‘କ୍ୟାଣ୍ଡେଲ’ ମାଧ୍ୟମରେ ସଂଗୀତ ଜଗତରେ ଡେବ୍ୟୁ କରିଛନ୍ତି।...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *