ମୁହଁ ଖୋଲି କହି ନ ପାରିଲେ ବି ଝିଅଙ୍କ ଏହି ଗୁଣକୁ ଅଧିକ ପସନ୍ଦ କରନ୍ତି ପୁଅ

ପୁରୁଷମାନେ ମନଖୋଲି ସବୁକଥା କୁହନ୍ତି ନାହିଁ। ମାତ୍ର ମହିଳାମାନେ ସେମାନଙ୍କ କଥା ସହଜରେ କହି ଦେଇଥାନ୍ତି। ସେମାନେ ସହଜରେ କୁହନ୍ତି ଯେ, ସେମାନଙ୍କର ମନରେ କ’ଣ ଅଛି କିମ୍ବା ସେମାନେ କେଉଁ ପ୍ରକାରର ପୁରୁଷଙ୍କୁ ପସନ୍ଦ କରନ୍ତି। ତେବେ ମୁଁହ ଖୋଲି ନ କହିଲେ ମଧ୍ୟ ମହିଳାମାନଙ୍କ ଏହି ଗୁଣ ଦ୍ୱାରା ଅତି ଶୀଘ୍ର ପ୍ରଭାବିତ ହୁଅନ୍ତି ପୁରୁଷ।

ଯେଉଁ ଝିଅ ମାନେ ଆତ୍ମନିର୍ଭରଶୀଳ, ପୁଅମାନେ ସେହି ଆତ୍ମନିର୍ଭରଶୀଳ ଗୁଣକୁ ପସନ୍ଦ କରନ୍ତି । ଯିଏ ନିଜ କାମ କିପରି କରିବେ ଜାଣନ୍ତି, ନିଜେ ନିଷ୍ପତ୍ତି ନେବାକୁ ସକ୍ଷମ, ସେହି ଝିଅକୁ ପୁଅ ଭଲପାଇ ବସନ୍ତି।

ଯେଉଁ ଝିଅମାନେ ଜୀବନକୁ ସକାରାତ୍ମକ ଢଙ୍ଗରେ ଦେଖନ୍ତି, ପୁଅମାନେ ସେମାନଙ୍କୁ ବହୁତ ଭଲ ପାଆନ୍ତି। ସକାରାତ୍ମକ ମନୋଭାବ ଥିବା ଝିଅ ପୁରୁଷଙ୍କୁ ଆଗକୁ ବଢ଼ିବାକୁ ଉତ୍ସାହିତ କରନ୍ତି। ସେମାନେ ପୁରୁଷଙ୍କୁ କିଛି ନୂଆ କରିବାକୁ ଅଟକାନ୍ତି ନାହିଁ । ପୁରୁଷମାନେ ବିରକ୍ତ ହେଲେ ମଧ୍ୟ ଝିଅମାନେ ସେମାନଙ୍କ ଉପରେ ଅସନ୍ତୁଷ୍ଟ ହେବା ପରିବର୍ତ୍ତେ ସମସ୍ୟାରୁ ମୁକ୍ତ କରିବାର ଉପାୟ ଖୋଜନ୍ତି।

ଯେଉଁ ଝିଅ ପୁଅର ପରିବାରକୁ ତାଙ୍କ ନିଜ ପରିବାର ବୋଲି ଭାବନ୍ତି ପୁଅମାନେ ସେମାନଙ୍କୁ ଅଧିକ ପସନ୍ଦ କରନ୍ତି।

ଯେଉଁ ଝିଅମାନେ ଚଞ୍ଚଳ ସ୍ବଭାବର ପୁଅ ମାନେ ମୁହଁ ଖୋଲି ନ କହି ପାରିଲେ ମଧ୍ୟ ସେମାନଙ୍କୁ ଅଧିକ ଭଲ ପାଆନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri