ମୁହାଁମୁହିଁ ଧକ୍କା ହୋଇ ଗ୍ୟାସ୍‌ ଟ୍ୟାଙ୍କର-କୋଇଲା ବୋଝେଇ ଟ୍ରକ୍‌ ଜଳିଯିବା ଘଟଣା: ଟ୍ୟାଙ୍କରରୁ ଗ୍ୟାସ୍‌ ରିଫିଲ

ସମ୍ବଲପୁର,୧୫।୧୨(ବ୍ୟୁରୋ): ସମ୍ବଲପୁର-ଅନୁଗୋଳ ଜାତୀୟ ରାଜପଥ ଯୁଯୁମୁରା ଥାନା ନିକଟରେ ଶନିବାର ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର ଓ କୋଇଲା ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ରବିବାର ସକାଳୁ ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରରୁ ଗ୍ୟାସ୍‌ ରିଫିଲ୍‌ କରାଯାଇ ଅନ୍ୟ ଏକ ଟ୍ୟାଙ୍କର ବଦଳା ଯାଇଛି । ତୈଳ କମ୍ପାନୀ, ଅଧିକାରୀ, ଅଗ୍ନିଶମ ବିଭାଗ, ସ୍ବତନ୍ତ୍ର ସ୍କ୍ବାଡ୍‌ଙ୍କ ଉପସ୍ଥିତିରେ ଏହି କାର୍ଯ୍ୟ ହୋଇଛି।
ସୂଚନାନୁଯାୟୀ, ଶନିବାର ଭୋର ସମୟରେ ଏକ ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର (ଓଡି ୫ ଏଚ୍‌- ୧୦୯୯) ସମ୍ବଲପୁରରୁ କଟକ ଆଡ଼କୁ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା କୋଇଲା ବୋଝେଇ ଟ୍ରକ୍‌ (ସିଜି ୧୩ଏବି-୭୬୯୯) ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ୨ ଗାଡ଼ି ସମ୍ପୂର୍ଣ୍ଣ ଜଳିଯାଇଥିଲା। ଗାଡ଼ି ଭିତରେ ଥିବା ୨ ଜଣ ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଥିଲେ। ଦୁର୍ଘଟଣା ପରେ ଟ୍ୟାଙ୍କରରୁ ଗ୍ୟାସ୍‌ ଲିକ୍‌ ହେଉଥିବା ନେଇ ଜଣାପଡ଼ିବା ପରେ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri