ନୀଳଗିରି, ୯।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ଅଞ୍ଚଳର ଜଣେ ମୂକ ଯୁବତୀ ବଳାକତ୍ାର ଶୀକାର ହୋଇଥିବା ଗୁରୁବାର ପୀଡ଼ିତାଙ୍କ ମା’ ଅଭିଯୋଗ କରିଛନ୍ତି। ଏନେଇ ପୋଲିସ ମାମଲା (ନଂ. ୧୭୯/୧୯) ରୁଜୁ କରି ତଦନ୍ତ ଜାରି ରଖିଥିବା ଥାନା ଅଧିକାରୀ ନଳିତା ମୋଦି କହିଛନ୍ତି ା
ଅଭିଯୁକ୍ତ ଫେରାର ହୋଇଯାଇଥିବାରୁ ପୋଲିସ ଗିରଫ କରିବାରେ ବିଫଳ ହୋଇଛି। ଫେରାର ଅଭିଯୁକ୍ତ ଜଣଙ୍କ ବାବନ୍ଧ ଗାଁର କୃଷ୍ଣ ବେହେରା (୩୦)। ଗତ ମଙ୍ଗଳବାର ଅପରାହ୍ନରେ ବଡ଼ଭଉଣୀ ଓ ମା’ ବାହାରକୁ କାମ କରିବାକୁ ଯାଇଥିବା ବେଳେ ଘରେ ମୂକ ଝିଅଟି ଏକୁଟିଆ ରହିଥିଲା। ଏହାର ସୁଯୋଗ ନେଇ ଅଭିଯୁକ୍ତ ଘରେ ପଶି ଜୋର ଜବରଦସ୍ତ ତାଙ୍କୁ ବଳାତ୍କାର କରିଥିଲେ। ଏକଥା କାହାରି ଅଗରେ ପ୍ରକାଶ କଲେ ଜୀବନରୁ ମାରିଦେବାକୁ ସେ ଧମକ ଦେଇଥିଲେ। ସନ୍ଧ୍ୟାରେ ମା’ ଓ ବଡ଼ଭଉଣୀ ଘରେ ପହଞ୍ଚତ୍ବା ପରେ ପୀଡିତା ଠାର ମାଧ୍ୟମରେ ଅଭିଯୁକ୍ତ ବଳାତ୍କାର କରିଥିବା ଜଣାଇଥିଲେ। ପରଦିନ ଗ୍ରାମରେ ସମାଧାନ ପାଇଁ ବୈଠକ ବସିଥିଲା। ହେଲେ ବୈଠକକୁ ଅଭିଯୁକ୍ତ ଆସି ନ ଥିଲେ।
Posted inଅପରାଧ, ଆମ ଜିଲା ଖବର, ବାଲେଶ୍ୱର View All
ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ
ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…
ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ
ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…
ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ
ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…
ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…
ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…
ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ: ଭକ୍ତଙ୍କ ଜମୁଛି ଭିଡ଼
ଜି ଉଦୟଗିରି, ୨୨।୭( ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ କରାଯାଇଛି। ମହାପ୍ରଭୁଙ୍କ ପର୍ଶୁରାମ ବେଶ ଓ…
ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ
ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…
ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…
ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…
ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର
ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…
Archives

